କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀ କଲେଜ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ମିଳିତ ଆନୁକୂଲ୍ୟରେ ଓଡ଼ିଆ ସାହିତ୍ୟରେ ଶ୍ରୀଜଗନ୍ନାଥ ଶୀର୍ଷକ ଜାତୀୟ ସଂପାନ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଡ଼ ସୁବାଷ ଜେନାଙ୍କ ପୌରହିତ୍ୟ ଓ…
Month: January 2024
ଜଗତଗୁରୁ ଠାକୁର ଶ୍ରୀଶ୍ରୀ ଅଭିରାମ ପରମହଂସଦେବଙ୍କ ଆଶ୍ରମ ଗୃହ ପ୍ରତିଷ୍ଠା ଉତ୍ସବ
ଜଗତଗୁରୁ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସଦେବଙ୍କ ଆଶ୍ରମ ପ୍ରତିଷ୍ଠା ଉତ୍ସବ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଭକ୍ତ ସମିତି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବେଲତଳ ଠାରେ ଅନୁଷ୍ଠିତ ଆଶ୍ରମ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟଧାମ…
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ କେନ୍ଦ୍ର ସରକାରଙ୍କ ପରାମର୍ଶ ଗଣମାଧ୍ୟମ ଭୁଲ ସୂଚନା ନ ଦେଉ
ନୂଆଦିଲ୍ଲୀ ୨୦/୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ହେବାକୁ ଥିବା ରାମ ମନ୍ଦିର କାର୍ଯ୍ୟକ୍ରମ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଅନ୍ୟପକ୍ଷରେ ଏ ସଂକ୍ରାନ୍ତରେ ଦାୟିତ୍ୱବାନ ହୋଇ ଖବର ପ୍ରକାଶ କରିବାକୁ ସରକାର କହିଛନ୍ତି । କେନ୍ଦ୍ର ସୂଚନା ଓ…
ପ୍ରେସକ୍ରିପସନ ବିନା ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ରଦ୍ଦ ହେବ ଲାଇସେନ୍ସ
ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହେବ ବୋଲି ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ଆଣ୍ଟିବାୟୋଟିକର ଅତ୍ୟଧିକ ବ୍ୟବହାର ରୋକିବାକୁ କେନ୍ଦ୍ର ସରକାର ନୂଆ ଗାଇଡ଼ଲାଇନ୍ ଆଣିବା ପରେ ରାଜ୍ୟ…
କଂସାର ସାହସପୁର ନୋଡାଲ ହାଇସ୍କୁଲରେ ଭାଷା,ସାହିତ୍ୟ ଓ ସୃଜନଶୀଳତା ଉତ୍ସବ
କେନ୍ଦ୍ରାପଡ଼ା,୨୦ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ସାହସପୁର ନୋଡାଲ ହାଇସ୍କୁଲରେ ଭାଷା,ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ରାଉଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ରବୀନ୍ଦ୍ର ପଣ୍ଡା ମୁଖ୍ୟଅତିଥି, ମୂରଲୀଧି ପାତ୍ର…
ଦଳିତନେତା ସବ୍ୟସାଚୀ ମଲିକ ୧ମ ଶ୍ରାଦ୍ଧ ବାର୍ଷିକୀ
କେନ୍ଦ୍ରାପଡ଼ା ଜିଲ୍ଲା ଦଳିତ ଜାତିସଂଘ ସଭାପତି ବରିଷ୍ଠ ଦଳିତନେତା ସବ୍ୟସାଚି ମଲିକଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଓ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଦଳିତ ନେତା ବାରେଣୀ ସେଠୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା ମୁଖ୍ୟଅତିଥି, ପୂର୍ବତନ…
କିନ୍ନରମାନଙ୍କ ପକ୍ଷରୁ ବାହାରିବ ରାମରଥ
କେନ୍ଦ୍ରାପଡା ୨୦/୧: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ପାଇଁ ସାମାଜିକ ସଂଗଠନ ‘ଜୟରାଷ୍ଟ୍ର’ ଓ କଜଳାସ୍ଥିତ କିନ୍ନର ସମାଜର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାନୁୟାରୀ ୨୨ତାରିଖରେ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ କରିବା ପାଇଁ ନିଷ୍ପତ୍ତି…
ନୃତ୍ୟରେ ସଫଳତା ହାସଲ କଲେ କେନ୍ଦ୍ରାପଡାର ନୃତ୍ୟ କଳାକାରମାନେ
କେନ୍ଦ୍ରାପଡ଼ା ୨୦/୧- କେନ୍ଦ୍ରାପଡାର ନୃତ୍ୟପ୍ରିୟା ଡ୍ୟାନ୍ସ ଏକାଡେମୀ, ଗୁରୁ ତପସ୍ୱିନୀ ନାୟକଙ୍କ ନେତୃତ୍ୱରେ କଟକର କୃଷି ଗବେଷଣା କେନ୍ଦ୍ର ଅଡିଟୋରିୟମରେ ଅନୁଷ୍ଠିତ ହେଉଥିବା ଆନ୍ତର୍ଜାତିକ ସମ୍ମିଳନୀରେ ସମ୍ବର୍ଦ୍ଧିତ ହୋଇଛନ୍ତି । ଏହି ଅନୁଷ୍ଠାନର କଳାକାରମାନେ ସମାରୋହରେ ବାରମାସୀ, ସମ୍ବଲପୁରୀ, ଲାଉଧୁଡୁକୀ…
ଦେପୁର ହାଇସ୍କୁଲରେ ଭାଷା ସାହିତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ
କେନ୍ଦ୍ରାପଡା,୨୦ା୧: ରାଜ୍ୟ ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ଶିକ୍ଷା ବିଭାଗର ମିଳିତ ଆନୁକୁଲ୍ୟରେ ଭାଷା ସାହିତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ ଓସ୍ତପୁର ଗ୍ରାମପଞ୍ଚାୟତର ଦେପୁର ସରସ୍ୱତୀ ସରକାରୀ…
ନୂଆ ଓ ଫେଷ୍ଟ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୨୦ା୧: ଚଳିତମାସ ୨୮ ତାରିଖରେ ବାରୋ ପଡ଼ିଆରେ ଜିଲ୍ଲାସ୍ତରୀୟ “ନୂଆ ଓ’- ଯୁବ ଓଡ଼ିଶା ନବୀନ ଓଡ଼ିଶା” ଫେଷ୍ଟ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ଜିଲ୍ଲା ପରିଷଦ ମୁଖ୍ୟ…
ବାବା ବୈକୁଣ୍ଠନାଥ ବ୍ରହ୍ମଚାରୀଙ୍କ ୧୧୩ତମ ଜନ୍ମୋତ୍ସବ
କେନ୍ଦ୍ରାପଡ଼ା, ୨୦ା୧: କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ହନୁମାନଜୀଉଙ୍କ ମନ୍ଦିର ପରିସରରେ ବାବା ଶ୍ରୀ ବୈକୁଣ୍ଠନାଥ ବ୍ରହ୍ମଚାରୀଙ୍କର ୧୧୩ତମ ଜନ୍ମୋତ୍ସବ ଆଜି ପାଳିତ ହୋଇଯାଇଛି । ଏହି ଅବସରରେ ଶନିବାର ପ୍ରାତଃ ୪ ଘଟିକା ସମୟରେ ସାମୁହିକ ପ୍ରାର୍ଥନା କରାଯିବା ପରେ…
ମଣ୍ଡି ଅବ୍ୟବସ୍ଥା ବିରୁଦ୍ଧରେ କୃଷକସଭାର ଜିଲ୍ଲାପାଳଙ୍କୁ ଦାବିପତ୍ର
କେନ୍ଦ୍ରାପଡା ଜିଲ୍ଲାରେ ଧାନକ୍ରୟ ପାଇଁ ମଣ୍ଡି ଖୋଲାଯିବାର ପନ୍ଦର ଦିନ ଅତିକ୍ରମ କରିଥିଲେ ମଧ୍ୟ ଅଧିକାଂଶ ମଣ୍ଡି କାର୍ଯ୍ୟକ୍ଷମ ନହେବା ଜିଲ୍ଲାର ଚାଷୀକୁଳକୁ ହତାଶ କରିଛି ବୋଲି ଓଡିଶା କୃଷକସଭା(ଏ.ଆଇ.କେ.ଏସ.) କେନ୍ଦ୍ରାପଡ଼ା ଜିଲ୍ଲା କମିଟି ଅବିହିତ କରିଛି । ସରକାରୀ ଭାବେ…
ପଟ୍ଟାମୁଣ୍ଡାଇରେ ସ୍ପିଡ୍ ବାଇକ୍ଧାରୀଙ୍କ ଉତ୍ପାତ : ପୋଲିସର ନାହିଁ କଟକଣା,ବିକଟାଳ ହର୍ଣ୍ଣରେ ଫାଟି ପଡ଼ୁଛି କାନ,ଦୃତ ଓ ଶବ୍ଦ ପ୍ରଦୂଷଣ କରୁଥିବା ବାଇକ ଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବୀ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ଓ ତାର ଆଖପାଖ ଅଂଚଳରେ କେତେକ ଯୁବକ ଦୃତ ଗତିରେ ବାଇକ ଚଳାଇବା ସହିତ ଜାଣିଶୁଣି ବାଇକରେ ଶବ୍ଦ କରାଇବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରି ଶବ୍ଦ ପ୍ରଦୂଷଣ କରୁଛନ୍ତି । ଯାହକୁନେଇ ବାରମ୍ବାର…
ଟ୍ରଷ୍ଟ ପକ୍ଷରୁ ଶୀତବସ୍ତ୍ର ଓ କମ୍ବଳ ବଣ୍ଟନ
କେନ୍ଦ୍ରାପଡା, ୧୯ା୧: ରାଜ୍ୟର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଅଯୋଧ୍ୟାନଗରସ୍ଥିତ କେନ୍ଦ୍ରାପଡା ପୌରସଂସ୍ଥା ଦୃଷ୍ଟିହୀନ ବିଦ୍ୟାଳୟର ଛାତ୍ରଛାତ୍ରୀ, କଜଳାସ୍ଥିତ ନିମାଇଁ ଚରଣ ମାନସିକ ନ୍ୟୁନତା ସଂସ୍ଥାନର ଛାତ୍ରଛାତ୍ରୀ ଓ ଦଧିବାମନଜୀଉ ମୁକ…
କୋରନ୍ଦ ପଞ୍ଚାୟତରେ ସ୍ୱଚ୍ଛ ଭାରତ ଯୋଜନା ପ୍ରକଳ୍ପର ବେଆଇନ କାର୍ଯ୍ୟାନ୍ୱୟନ ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
କେନ୍ଦ୍ରାପଡା, ୧୯ା୧: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ଜୋରନ୍ଦ ଗ୍ରାମ ପଞ୍ଚାୟତରେ ୨୦୨୩-୨୪ ଆର୍ôଥକ ବର୍ଷରେ ସ୍ୱଚ୍ଛ ଭାରତ ଯୋଜନାରେ ସରପଞ୍ଚଙ୍କ ଅଗୋଚରରେ ଏବଂ ସାଧାରଣ ଜନତାଙ୍କ ସ୍ୱାର୍ଥ ବିରୋଧୀ ସ୍ଥାନରେ ପ୍ରକଳ୍ପ କାର୍ଯ୍ୟାନ୍ୱୟନ ହେଉଥିବାରୁ ତାହା ବିରୋଧରେ ପଞ୍ଚାୟତବାସୀଙ୍କ…
ବଜ୍ରସୁନା ହାଇ ସ୍କୁଲ ରେ ଭାଷା,ସାହିତ୍ୟ ଓ ସୃଜନଶୀଳତା ଉତ୍ସବ
କେନ୍ଦ୍ରାପଡ଼ା,୧୯/୧-ମାର୍ଶାଘାଈ ବ୍ଲକ୍ ଅନ୍ତର୍ଗତ ବାଲିଘାଈ ବଜ୍ରସୁନା ଉଚ୍ଚ ବିଦ୍ୟାଳୟରେ ଆଜି ଭାଷା,ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗରେ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ପୁସ୍ତକ ସମୀକ୍ଷାରେ ମୋ କାହାଣୀ…
ଜୟଦୂର୍ଗା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ,ଗମୁ ଚମ୍ପିୟାନ
କେନ୍ଦ୍ରାପଡ଼ା ତା ୧୯/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଂଚାୟତ ତଳାପଡିଆ ଠାରେ ଜୟଦୂର୍ଗା କପ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି ଓ ଏଥିରେ ଆଳି, ବାଲିପାଟଣା, ପଞ୍ଚୁପାଣ୍ଡ୍ୱ, ଯାଜପୁର, ଚନ୍ଦନପୁର, ଇନ୍ଦୁପୁର, ବରୀ ଆଦି ବିଭିନ୍ନ ଅଂଚଳର ୮ କ୍ରିକେଟ ଦଳ…
ସରସ୍ୱତୀ ଶିଶୁମନ୍ଦିରର ୨୮ ତମ ବାର୍ଷିକ ଉତ୍ସବ
କେନ୍ଦ୍ରାପଡା ୧୯/୧- ଗରଦପୁର ବ୍ଲକ ଅନ୍ତର୍ଗତ ନାଗଣପୁର ସରସ୍ୱତୀ ଶିଶୁ ମନ୍ଦିରର ୨୮ତମ ବାର୍ଷିକ ଉତ୍ସବରେ ଶିଶୁ ମନ୍ଦିରର ପ୍ରତିଷ୍ଠାତା ସାମ୍ବାଦିକ ଜ୍ଞାନ ବଲ୍ଲଭ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ସ୍ୱତନ୍ତ୍ରଅତିଥି ରୂପେ ଗରଦପୁର ବ୍ଲକ ଅନ୍ତର୍ଗତ ନାଗଣପୁର ସରସ୍ୱତୀ ଶିଶୁ…
କେନ୍ଦ୍ରାପଡ଼ାରେ ୨୨ରେ ବନ୍ଦ ରହିବ ମାଛ ଓ ମାଂସ ବିକ୍ରି
କେନ୍ଦ୍ରାପଡା, ୧୯/୧- ଆସନ୍ତା ୨୨ତାରିଖ ସୋମବାର ଦିନ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଓ ଭବ୍ୟ ମନ୍ଦିରର ଶୁଭ ଲୋକାର୍ପଣ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଚାରିଆଡ଼େ କ୍ରମେ ସ୍ୱତ୍ତ ଭକ୍ତି ଓ ସମର୍ପଣଭାବର ପରିବେଶ ସୃଷ୍ଟି ହେବାରେ ଲାଗିଛି ।…
କେନ୍ଦ୍ରାପଡା ଉଠା ଜଳସେଚନ ବିଭାଜନ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ପାଳନ
କେନ୍ଦ୍ରାପଡ଼ା, ୧୯ା୧: ଚଳିତ ବର୍ଷ ପାଣି ପଞ୍ଚାୟତ ପକ୍ଷ ପାଳନ-୨୦୨୪ ଆମ ରାଜ୍ୟରେ ଜାନୁୟାରୀ ୧୬ତାରିଖରୁ ୩୦ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି କ୍ରମରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଉଠା ଜଳସେଚନ ବିଭାଜନ ପକ୍ଷରୁ ଆଜି ଉଠା ଜଳସେଚନ ସର୍କଲ,…
ନାବାଳିକାକୁ ଅପହରଣ ମାମଲାରେ ଅଭିଯୁକ୍ତଙ୍କୁ ୩ବର୍ଷ କାରାଦଣ୍ଡ ଓ ୧୦ହଜାର ଟଙ୍କା ଜରିମାନା
କେନ୍ଦ୍ରାପଡ଼ା, ୧୯ା୧: ଜଣେ ନାବାଳିକା ଅପହରଣ ମାମଲାରେ ସ୍ଥାନୀୟ ପୋକ୍ସ କୋର୍ଟ ଦୋଷୀକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଦେଇଛନ୍ତି। କେନ୍ଦ୍ରାପଡା ଫାଷ୍ଟ୍ରାକ୍ଟ ପୋସ୍କୋ କୋଟର ବିଚାରପତି ତ୍ରିବିକ୍ରମ କେଶରୀ କିନାରା ସାକ୍ଷୀ ଏବଂ ପ୍ରମାଣ ଆଧାରରେ ଅଭିଯୁକ୍ତ ଜିତୁରଞ୍ଜନ…
ବିରି ବଂଟନ ବେଳେ କୃଷି କର୍ମଚାରୀଙ୍କୁ ଧମକ , ଥାନାରେ ଏତଲା
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ କୃଷି ବିଭାଗ ଭିଏଡବ୍ଲୁ ଦିପକ ସାମଲ କଖାରୁଣି ପଂଚାୟତରେ ବିରି ବଂଟନ କରୁଥିଲେ । ଓସଙ୍ଗରା ଗ୍ରାମର ରୁଦ୍ର ନାରାୟଣ ସାମନ୍ତରାୟ ତାଙ୍କୁ ବିରି ମାଗିବା ସହିତ ଧମକ ଦେଇଥିବା ନେଇ ଭିଏଡବ୍ଲୁ ଥାନାରେ ଅଭିଯୋଗ କରିଥିବା…
ପଟ୍ଟାମୁଣ୍ଡାଇ କଲେଜରେ ବିଭିନ୍ନ ବିଭାଗ ଆଲୋଚନାଚକ୍ର ସହ ବାଳିକା ଆତ୍ମସୁରକ୍ଷା ଶିବିର
ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀବିଜ୍ଞାନ ଆଲୋଚନାଚକ୍ର ପଟ୍ଟାମୁଣ୍ଡାଇ ତା ୧୮/୮-ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ପ୍ରାଣୀବିଜ୍ଞାନ ପ୍ରକୋଷ୍ଠରେ ଆୟୋଜିତ ଆଲୋଚନାଚକ୍ରରେ କେନ୍ଦ୍ରାପଡ଼ା ତୁଳସୀ ମହିଳା…
ପଟ୍ଟାମୁଣ୍ଡାଇ କଲେଜ ନୂଆ -ଓ ନାଟ୍ୟ ଉତ୍ସବ
ପଟ୍ଟାମୁଣ୍ଡାଇ ତା ୧୭/୧-ପଟ୍ଟାମୁଣ୍ଡାଇ କଲେଜରେ ନୂଆ -ଓ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଆଧାରରେ ନାଟ୍ୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁ ପୌରହିତ୍ୟ ରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ…










