ପଟ୍ଟାମୁଣ୍ଡାଇ ବ୍ଲକରେ ଆମ ବ୍ୟାଙ୍କ ଉଦଘାଟିତ

29 February 2024 kanika odisha 0

ସାରା ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨ହଜାର ସି ଏସ ପି ଜରିଆରେ ସରକାର ଆମ ବ୍ୟାଙ୍କ ସେବା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଭୁବନେଶ୍ୱର ଠାରେ ବିଭାଗୀୟ ମନ୍ତ୍ରୀ ସଚିବଙ୍କ ଉପସ୍ଥିତିରେ […]

ଜିଲ୍ଲାରେ ପ୍ରଥମ ଥର ନିମନ୍ତେ ଅବସରଦିନ ଫାଇନାଲ ପେନସନ ମଞ୍ଜୁରୀପତ୍ର ପାଇଲେ ଶିକ୍ଷୟିତ୍ରୀ

29 February 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୨ : କେନ୍ଦ୍ରାପଡା ଜିଲ୍ଲାରେ ପ୍ରଥମ ଥର ନିମନ୍ତେ ଜନୈକ ଶିକ୍ଷୟିତ୍ରୀ ଅବସର ଦିନ ଫାଇନାଲ ପେନସନ ମଞ୍ଜୁରୀପତ୍ର ପାଇଥିବା ଦେଖାଯାଇଛି । କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଭରତପୁର ପ୍ରାଥମିକ ବିଦ୍ୟାଳୟର […]

କେନ୍ଦ୍ରାପଡା ସହରବାସୀଙ୍କ ପାଇଁ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

29 February 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୨: କେନ୍ଦ୍ରାପଡା ପୈାରସଂସ୍ଥା ଅନ୍ତର୍ଗତ ୫ଟି ୱାର୍ଡର ଅଧିବାସୀଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସୁଦ୍ଧ ପାନୀୟ ଜଳ ପ୍ରକଳ୍ପର ଆଭାସୀ ମାଧ୍ୟମରେ ଲୋକାର୍ପଣ କରିଛନ୍ତି । ଏହି ଉପଲକ୍ଷେ ପୈାରସଂସ୍ଥା […]

ଫିଟ ଅଫ ଫାୟାର ଡ୍ୟାନ୍ସ ଏକାଡେମୀର ଛାତ୍ର ରାକେଶ , ଜାତୀୟ ରିଅଲିଟି ସୋ’ରେ ପ୍ରଥମ ରନର୍ସ-ଅଫ ଟ୍ରଫି ହାତେଇଲେ

29 February 2024 kanika odisha 0

ଷ୍ଟାର ପ୍ଲସ ଟିଭି ଚ୍ୟାନେଲ ଓ ହଟ ଷ୍ଟାରରେ ହେଉଥିବା ଜାତୀୟ ସ୍ତରରେ ଡ୍ୟାନ୍ସ ରିଅଲିଟି ଶୋ ‘ଡ୍ୟାନ୍ସ ପ୍ଲସ-ପ୍ରୋରେ ଭାଗ ନେଇ କମାଲ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସୁନାମଧନ୍ୟ ଅଗ୍ରଣୀ […]

ପେନ୍‌ସନ ଧାରୀମାନଙ୍କର ବାର୍ଷିକ ସମ୍ମିଳନୀ

28 February 2024 kanika odisha 0

କେନ୍ଦ୍ରାପଡା, ୨୮/୨: କେନ୍ଦ୍ରାପଡାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ୪୧ତମ ବାର୍ଷିକ ସମ୍ମିଳନୀ ଶ୍ୟାମସୁନ୍ଦରପୁରଗଡା ନିକଟସ୍ଥ ଚଣ୍ଡିଆ ପ୍ୟାଲେସ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ପିତାମ୍ବର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ […]

ଶିକ୍ଷୟିତ୍ରୀ କାକୁଲି ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

28 February 2024 kanika odisha 0

କେନ୍ଦ୍ରାପଡ଼ା,୨୮ା୨: ଶିକ୍ଷୟିତ୍ରୀ କାକୁଲି ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି । କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତର ବିରସ୍ୱତୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ କାକୁଲି ମଲ୍ଲିକ କେନ୍ଦ୍ରାପଡା ବ୍ଲକ […]

ଜିଲ୍ଲା ବିଜ୍ଞାନକେନ୍ଦ୍ରର ଭିସିରେ ଶୁଭ ଦେଲେ ମୁଖ୍ୟମନ୍ତ୍ରୀ,ଅଂଚଳବାସୀଙ୍କ ପକ୍ଷରୁ କୃତଜ୍ଞତା

28 February 2024 kanika odisha 0

  କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ବନ୍ତୋରେ ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଯୋଗେ ବୁଧବାର ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଶୁଭ ଶିଳାନ୍ୟାସ କରିଛନ୍ତି  । ଆଜି ଜାତୀୟ […]

ପଟ୍ଟାମୁଣ୍ଡାଇରେ ଜିଲ୍ଲା ବିଜ୍ଞାନକେନ୍ଦ୍ରର ଭିଡିଓ କନଫରେନ୍ସରେ ଶୁଭ ଦେଲେ ମୁଖ୍ୟମନ୍ତ୍ରୀ

28 February 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ବନ୍ତୋ ଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ରର  ଭିଡିଓ କନଫରେନ୍ସ ଯୋଗେ ଶୁଭ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଏହି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅଫିସ […]

୫କୋଟି ୧୫ଲକ୍ଷ ଟଙ୍କା ବ୍ୟୟରେ ବଡ଼ପଡା-ଦେଉଳି ରାସ୍ତା ଶିଳାନ୍ୟାସ

28 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ଠାରୁ ଦେଉଳି ପର୍ଯ୍ୟନ୍ତ ରାସ୍ତାର ନିର୍ମିତ ପାଇଁ ବୁଧବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ସ୍ଥାନୀୟ ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ୫ କୋଟି ୧୫ […]

 ଇନ୍ଦୁପୁରରେ ଲୋକକଳା ମହୋତ୍ସବ

27 February 2024 kanika odisha 0

କେନ୍ଦ୍ରାପଡ଼ା,୨୭ା୨: ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ସାମାଜିକ ଅନୁଷ୍ଠାନ ମହାବୀର ସାଂସ୍କୃତିକ ସଂଗଠନ ଆନୁକୂଲ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଓଡ଼ିଶାରୁ ବିଲୁପ୍ତ ହେବାକୁ ବସିଥିବା ଲୋକସଙ୍ଗୀତ, ଲୋକନୃତ୍ୟ ଓ […]

ଶିବାନନ୍ଦ ଆଶ୍ରମର ବ୍ରହ୍ମଚାରୀ ନୃସିଂହନାଥଙ୍କ ବୃକ୍ଷରୋପଣ

27 February 2024 kanika odisha 0

କେନ୍ଦ୍ରାପଡ଼ା,୨୭ା୨:ଚକେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ବ୍ରହ୍ମଚାରୀ ନୃସିଂହନାଥ ଦାସ ଆଶ୍ରମ ପରିସରରେ ଏବଂ ଆଳିଜଙ୍ଗା ରାସ୍ତା କଡରେ ବିଭିନ୍ନ ଫଳ ଓ ଫୁଲ ଗଛର ଚାରା ରୋପଣ କରିଛନ୍ତି । ଆଗକୁ […]

କେନ୍ଦ୍ରାପଡା ବ୍ଲକ ମିଶନଶକ୍ତି ଅଧିନରେ ଋଣଗ୍ରସ୍ତ ମହିଳାଙ୍କୁ ଋଣର ସୁଧ ଫେରସ୍ତ

27 February 2024 kanika odisha 0

କେନ୍ଦ୍ରାପଡ଼ା,୨୭ା୨: କେନ୍ଦ୍ରାପଡା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ମିଶନଶକ୍ତି ଅଧିନରେ ଋଣ ନେଇଥିବା ମହିଳା ସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକୁ ଋଣର ସୁଧବାବଦ ଅର୍ଥ ସେମାନଙ୍କୁ ଫେରସ୍ତ ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ […]

କ୍ରୀକେଟ ଏକାଡେମୀ ବଦଳରେ ସ୍ପୋର୍ଟସ ହଷ୍ଟେଲ ଆମର ଦାବି- ବିଧୁଭୂଷଣ

27 February 2024 kanika odisha 0

  କେନ୍ଦ୍ରାପଡ଼ା, ୨୭ା୨: ରାଜ୍ୟରେ ୪୨ଟି କ୍ରୀକେଟ ଏକାଡେମୀ, ୪ଟି କ୍ରୀକେଟ ଷ୍ଟାଡିୟମ, ୩ଟି ସ୍ପୋର୍ଟସ କମ୍ପେ୍ଲକ୍ସ, ଗୋଟିଏ ଭାର ଉତ୍ତୋଳନ ଏକାଡେମୀ, ଗୋଟିଏ ୨୦୦ ଖେଳାଳୀ ବିଶିଷ୍ଟ ସ୍ପୋର୍ଟସ ହଷ୍ଟେଲ ମୁଖ୍ୟମନ୍ତ୍ରୀ ଲୋକାର୍ପିତ […]

ପଟ୍ଟାମୁଣ୍ଡାଇ ବ୍ଲକରେ ମିଶନଶକ୍ତି ମହାସମ୍ମିଳନୀ

27 February 2024 kanika odisha 0

ଓଡିଶା ପ୍ରଗତିର ସାରଥୀ ମିଶନଶକ୍ତି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଓ ପୂର୍ବରୁ କରିଥିବା ଋଣ ବାବଦକୁ ସୁଧ ଫେରସ୍ତ କରିବା ପାଇଁ ଆଜି ଭୁବନେଶ୍ୱର […]

ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ପରିଦର୍ଶନ କଲେ କାୟାକଳ୍ପ ଟିମ

27 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ ପରିଦର୍ଶନ କରି ଭିତ୍ତିଭୂମି ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି କାୟାକଳ୍ପ ଟିମ ସଦସ୍ୟ। । ସୋମବାର ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ କାୟାକଳ୍ପ ଟିମ […]

ଗ୍ୟାରେଜ ମାଲିକଙ୍କ ଖାମଖିଆଲି ଯୋଗୁଁ ସ୍କୁଟି ପୋଡି ପାଉଁଶ

27 February 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୨: କେନ୍ଦ୍ରାପଡା ସହରର ଜଣେ ଗ୍ୟାରେଜ ମାଲିକଙ୍କ ଖାମଖିଆଲି ଯୋଗୁଁ ଏକ ସ୍କୁଟି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି । ଅଭିଯୋଗରୁ ପ୍ରକାଶ ଯେ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଭରତପୁର ପଞ୍ଚାୟତର […]

ସୂଚନା ଅଧିକାର ଆଇନରେ ତଥ୍ୟ ପ୍ରଦାନରେ ଅବହେଳା ନେଇ ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

26 February 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୨:ସୂଚନା ଅଧିକାର ଆଇନରେ ତଥ୍ୟ ପ୍ରଦାନ କରିବାରେ ଅବହେଳା ଯୋଗୁଁ ଆଜି ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିବା ଦେଖିବାକୁ ମିଳିଛି । ଅଭିଯୋଗ ଅନୁଯାୟୀ ଦୁଷ୍ମନ୍ତ ନାରାୟଣ […]

ଡବ୍ଲୁ.ଟି.ଓ.ରୁ ଓହରି ଆସିବା ଦାବିରେ କିଷାନ ମୋର୍ଚ୍ଚାର ଆନ୍ଦୋଳନ

26 February 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୨ : ଚାଷୀ ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଦାବିରେ ଦେଶର ଚାଷୀମାନେ ଦୀର୍ଘ ବର୍ଷଧରି ଦାବି କରୁଛନ୍ତି । ସରକାର ଏଥିଲାଗି ସୁପାରିସ କରିଥିବା ଏମ୍‌. ଏସ୍‌. ସ୍ୱାମୀ ନାଥନ୍‌ଙ୍କୁ ଭାରତରତ୍ନ […]

ଗଛରେ ପିଟି ହେଲା ବୋଲେରୋ: ୩ମୃତ ୪ଗୁରୁତ୍ତର

26 February 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୨ : କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମପଞ୍ଚାୟତର ହଳଦିଡିହ ଛକ ନିକଟରେ ଆୟବା ପଟୁ ଆସୁଥିବା ଏକ ବୋଲେରୋ ନଂ- ଓଡି-୦୫-ବିଏ- ୮୯୦୧ ଗାଡିଟି ରାସ୍ତା କଡରେ ଥିବା ଏକ ୟୁକାଲିପଟାସ […]

ଚେନ୍ନାଇରେ ପ୍ରବାସୀ ଓଡ଼ିଆ ପାଳିଲେ ମାତୃଭାଷା ଦିବସ

26 February 2024 kanika odisha 0

ଚେନ୍ନାଇରେ ଭାରତ ଭାରତୀ ପକ୍ଷରୁ ମାତୃଭାଷା ଦିବସ-୨୦୨୪ ମହା ସମାରହରେ ପାଳନ ହୋଇଯାଇଥିବା ବେଳେ ଦୀର୍ଘ ବର୍ଷ ହେବ ସେଠାରେ ରହୁଥିବା ପ୍ରାବାସୀ ଓଡିଶା ବାସୀ ଏହି ମାତୃଭାଷା ଦିବାସକୁ ବହୁ ଆଡମ୍ବର ସହକାରେ […]

ବଡପଡାରେ ଆକସ୍ମିକ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କା ସମ୍ପତି ନଷ୍ଟ

26 February 2024 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡପଡା ପଂଚାୟତ ବଡପଡା ଗ୍ରାମର ପ୍ରସନ୍ନ ସାମଲଙ୍କ ଘରେ ଗତକାଲି ଆକସ୍ମିକ ଅଗ୍ନିକାଣ୍ଡ ଘଟି ୨ବଖରା ଚାଳଛପର ଘର, ଧାନ, ଚାଉଳ, ମୁଗ, ବିରି, ଲୁଗାପଟା, ସୁନା ରୁପା ଅଳଙ୍କାର, […]

ଅପାସୋରା ସ୍ମୃତିକୁ ତାଜା କରିବାର ବଳିଷ୍ଠ ମାଧ୍ୟମ ସାଜିଛି ପୁରାତନ ବନ୍ଧୁମିଳନ ଉତ୍ସବ -ଦୀର୍ଘ ୪୭ ବର୍ଷ ପରେ ନିଛୁକ ବନ୍ଧୁତ୍ୱର ଝଲକ ନିକିରାଇ ମହାବୀର ହାଇସ୍କୁଲ ଛାତ୍ରୀଛାତ୍ର

26 February 2024 kanika odisha 0

ସମୟ ସୁଅରେ ଏବେ ସମସ୍ତେ ବ୍ୟସ୍ତ। କିଏ କର୍ମମୟ ଜୀବନର ଚାପରେ ତ ଆଉ କିଏ ପାରିବାରିକ ଜଞ୍ଜାଳରେ ବନ୍ଧା। ଇଚ୍ଛା ଥିଲେ ବି ଯେମିତି କାହା ପାଇଁ କାହା ପାଖରେ ସମୟ ନାହିଁ […]

ଗଣ୍ଡକୂଳରେ ରାଜ୍ୟସ୍ତରୀୟ ନିଗମାନନ୍ଦ ଭକ୍ତ ସମ୍ମିଳନୀ ଉଦଯାପିତ

25 February 2024 kanika odisha 0

ଗଣ୍ଡକୁଳ ସାରସ୍ୱତ ସଂଘ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଡିହାପଡା ପଂଚାୟତ ଗଣ୍ଡକୂଳ ଠାରେ ଗତ ୨୩,୨୪,୨୫ ତାରିଖ ତିନି ଦିନ ଧରି ଆୟୋଜିତ ରାଜ୍ୟ ସ୍ତରୀୟ ନିଗମାନନ୍ଦ ସମ୍ମିଳନୀ ଉଦଯାପିତ ହୋଇଯାଇଛି […]

ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ

25 February 2024 kanika odisha 0

କେନ୍ଦ୍ରାପଡା, ୨୫ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡିଆଠାରେ କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ସୁରମା ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ […]