ଜଳସମ୍ପଦ ବିଭାଗର ଅପାରଗତା ପଦାରେ ପଡିଲା

      ବାଇପାସ ରାସ୍ତା କାମରେ କେନାଲରୁ ଅତାଡା ଖସିଲା       ବିପଦରେ ନିର୍ମାଣ ପୌରପରିଷଦ ଗୃହ       ବିଦୁତ ବିଭାଗ ମନମାନୀ ପାଇଁ ଅତଙ୍କରେ କେନାଲ କୂଳବାସୀ କୃଷକଙ୍କ ଉନ୍ନତି ପାଇଁ ସରକାର…

ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନୂଆ-ଓ କାର୍ଯ୍ୟକ୍ରମ ଉଦଯାପିତ

କେନ୍ଦ୍ରାପଡ଼ା,୧ା୨ : ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡିଆ ଭାଷା ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତ ବରାଳ…

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଜିଲ୍ଲାପାଳ ଓ ଏସପିଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ା,୧ା୨ : କେନ୍ଦ୍ରାପଡା ସିନିଅର ସିଟିଜେନ ଫୋରମ ପକ୍ଷରୁ ନୂତନ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ଓ ଆରକ୍ଷୀ ଅଧିକ୍ଷକ ବିନୋଥ ଯୁଗଳ କିଶୋର କୁମାରଙ୍କୁ ଭେଟି ପୁଷ୍ପଗୁଛ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଫୋରମ ପକ୍ଷରୁ…

ସିଦ୍ଧ ମରିଚିଆଣୀ ବିଦ୍ୟାପୀଠର କ୍ରୀଡା ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

କେନ୍ଦ୍ରାପଡ଼ା,୧ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ସିଦ୍ଧ ମରିଚିଆଣୀ ବିଦ୍ୟାପୀଠର କ୍ରୀଡା ଶିକ୍ଷକ ଉମାକାନ୍ତ କରଙ୍କୁ ଏକ ରାଜ୍ୟ ସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି । କ୍ରୀଡା କ୍ଷେତ୍ରରେ ସାରା ଜିଲ୍ଲାରେ ଉତ୍କର୍ଷତା ହାସଲ କରିବା…

ଜିଲ୍ଲାପାଳଙ୍କ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ: ରୋଗୀ ଚିକିତ୍ସାରେ ଅବହେଳାକୁ ବରଦାସ୍ତ କରାଯିବନି

କେନ୍ଦ୍ରାପଡ଼ା,୧ା୨ : କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ବୁଧବାର ସକାଳେ ଶ୍ୟାମଗୁଡିଆସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ହଠାତ୍‌ପରିଦର୍ଶନ କରିଛନ୍ତି । ସକାଳ ପ୍ରାୟ ୮ଟା ସମୟରେ ଡାକ୍ତରଖାନା ପରିସର ଜିଲ୍ଲାପାଳ ପହଞ୍ଚି ଆଉଟ ଡୋର, ବିଭିନ୍ନ…

ହୃଦଘାତରେ ସ୍କୁଲ ଛାତ୍ରଙ୍କ ବିୟୋଗ

କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଖୁରୁଷିଆପାଟ ଗ୍ରାମର ଶଶିକାନ୍ତ ସୂତାର ଓ ନୟନା ସୂତାରଙ୍କ ସାନପୁଅ ସତ୍ୟଜିତ୍ ସୂତାର ଓରଫ ରିଙ୍କୁ (୧୪) ଙ୍କ ହୃଦଘାତରେ ପରଲୋକ ଘଟିଛି । କପିଳେଶ୍ୱର ଉଚ୍ଚ ବିଦ୍ୟାଳୟ, ଖୁରୁଷିଆଠାରେ ସେ ନବମଶ୍ରେଣୀରେ ଅଧ୍ୟୟନ କରୁଥିଲେ…

ନୂତନ ଜିଲାପାଳଙ୍କ ପଟ୍ଟାମୁଣ୍ଡାଇ ବ୍ଲକରେ ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲାର ନବନିଯୁକ୍ତ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ପଟ୍ଟାମୁଣ୍ଡାଇ ବ୍ଲକ ପରିଦର୍ଶନରେ ଆସି ବ୍ଲକ ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତା…

ଲୋକନାଥପୁର ପିୟୁପି ସ୍କୁଲ ପାଇଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଗତ କାଲି କଳିଙ୍ଗ ଷ୍ଟାଡିୟମଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଧବଳେଶ୍ଵର ନୋଡାଲ ୟୁପି ସ୍କୁଲ୍ ଏବଂ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମେତ ପଟ୍ଟାମୁଣ୍ଡାଇ ବ୍ଲକର ମାତ୍ର ଦୁଇଟି ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମିଳିଥିବା ବେଳେ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାଇୱା ଚାଳକ ମୃତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଷଣ୍ଢପଲ୍ଲୀ ନିକଟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଜଣେ ହାଇୱା ଚାଳକଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ହେଲେ କେନ୍ଦ୍ରାପଡା ବାଲିଆ ଭାଗବତପୁର ଗ୍ରାମର ଜୟନ୍ତ ରାଉତ (୩୬) । ବାଲି ବୋଝେଇ ହାଇୱାରୁ…