ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲ ବାର୍ଷିକ ଉତ୍ସବ : ଉତ୍ତମ ଶିକ୍ଷା ସଫଳତା ଓ ପରିବର୍ତନର ମାର୍ଗଦର୍ଶନ କରିଥାଏ

ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ଦୁନିଆରେ ଉତ୍ତମ ଗୁଣାତ୍ମକ ଶିକ୍ଷା ଛାତ୍ରଛାତ୍ରୀଙ୍କୁ ସବୁକ୍ଷେତ୍ରରେ ସଫଳ କରିବା ସହିତ ସାମାଜିକ ପରିବର୍ତନ ପାଇଁ ମାର୍ଗଦର୍ଶନ କରିଥାଏ ବୋଲି ପଟ୍ଟାମୁଣ୍ଡାଇ ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲର ୧୫ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇ ଅତିଥିମାନେ…

ଜ୍ୟେଷ୍ଠେ କଦଳୀ ଆଷାଢେ କିଆ,ଡାକ ନ ଡାକ ହୋଇବି ଠିଆ : ଦଳିତ କଂଗ୍ରେସ କର୍ମୀ ସମ୍ମିଳନୀରେ କଂଗ୍ରେସ ନେତାଙ୍କ ପ୍ରତିଶ୍ରୁତି

କେନ୍ଦ୍ରାପଡ଼ା, ୪ା୨: କେନ୍ଦ୍ରାପଡା ମ୍ୟୁନିସିପାଲିଟି ଟାଉନ ହଲ୍‌ଠାରେ ଆଜି କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏକ ଅନୁସୂଚିତ ଜାତି କଂଗ୍ରେସ କର୍ମୀ ସମ୍ମିଳନୀ ବ୍ଲକ ଦଳିତ କଂଗ୍ରେସ ସଭାପତି ପ୍ରଭାତ କୁମାର ଉଡାଣସିଂଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ…

ନିକିରାଇ ପଞ୍ଚାୟତରେ ଓଡିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୪ା୨: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ନିକିରାଇ ଗ୍ରାମ ପଞ୍ଚାୟତରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ସୁନାମଧନ୍ୟ ପାଲାଗାୟକ ଲକ୍ଷ୍ମଣ ରାଉତ, ଅବସରପ୍ରାପ୍ତ ଶିକ୍ଷକ ସୁସାହିତ୍ୟିକ ସମାଜସେବୀ ରଘୁନାଥ…