ମେଡିକାଲ କଲେଜ ପ୍ରତିଷ୍ଠା ଦାବି : ୮ ତାରିଖରେ ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟରେ ଧାରଣା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ପ୍ରତି ସରକାର ଟାଳଟୁଳ ନୀତି ଅବଲମ୍ବନ କରୁ ଥିବାରୁ ମିଳିତ କ୍ରିୟାନୁଷ୍ଠାନ କମିଟି ପ୍ରଥମ ଥର ପାଇଁ ଆନ୍ଦୋଳନକୁ ଜିଲ୍ଲା ସ୍ତରରୁ ବ୍ଲକ ସ୍ତରକୁ ନେବାକୁ ନିଷ୍ପତି ଗ୍ରହଣ କରିଛି । ଏହି…

କେନ୍ଦ୍ରାପଡା ପୌରସଂସ୍ଥା ତରଫରୁ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ- ୨୦୨୪ ଉଦ୍‌ଯାପିତ

କେନ୍ଦ୍ରାପଡ଼ା, ୫ା୨: କେନ୍ଦ୍ରାପଡା ପୌରସଂସ୍ଥା ତରଫରୁ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ- ୨୦୨୪ ପାଳନ ଟାଉନହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ପୌରସଂସ୍ଥାର ଅଧ୍ୟକ୍ଷା ସରିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସାମାଜିକ ସୁରକ୍ଷା…

ଶ୍ରମିକ କୃଷକ ମାନଙ୍କର ଗଣକନଭେସନ: ୧୬ ଫେବୃୟାରୀ ହରତାଳକୁ ସଫଳ କରିବାକୁ ଆହ୍ୱାନ୍‌

  କେନ୍ଦ୍ରାପଡ଼ା,୫ା୨ : ବିଜେପି ନେତୃତ୍ୱାଧୀନ ମୋଦି ସରକାରଙ୍କ କର୍ପୋରେଟ ସପକ୍ଷବାଦୀ ନୀତି ଫଳରେ ଦେଶର ଶ୍ରମିକ, କୃଷକ ତଥା ସାଧାରଣ ଜନତାଙ୍କ ଜୀବନ ଜୀବିକା ଲଗାତର ଭାବେ ବିପର୍ଯ୍ୟସ୍ତ ହେବାରେ ଲାଗିଛି । ଏଥିସହିତ ଦେଶର ଗଣତନ୍ତ୍ର ଓ ସମ୍ବିଧାନ…

ଶିକ୍ଷକ ନିର୍ମଳ ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର,ଜିଲ୍ଲାର ଶ୍ରେଷ୍ଠ ହିନ୍ଦୀ ଶିକ୍ଷକ ପୁରସ୍କାର ପାଇଲେ ଶିକ୍ଷକ ନିର୍ମଳ କୁମାର

କେନ୍ଦ୍ରାପଡ଼ା,୫ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଗ୍ରାମର ତଥା କୁସୁନପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ନିର୍ମଳ କୁମାର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି । ଶିକ୍ଷକ ଶ୍ରୀ ସ୍ୱାଇଁ ଏହି ପୁରସ୍କାର…

ଦିବାରାତ୍ର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୫ା୨ : ଫକିରାବାଦ୍‌ର ଆଜାଦ କ୍ଲବ ଆନୁକୂଲ୍ୟରେ ଆସନ୍ତା ଫେବୃଆରୀ ମାସ ୧୫ରୁ ୧୮ତାରିଖ ପର୍ଯ୍ୟନ୍ତ ଏକ ସର୍ବଭାରତୀୟ ସ୍ତରୀୟ ୪ଦିନିଆ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟକେନ୍ଦ୍ରାପଡା ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର…

କେନ୍ଦ୍ରାପଡ଼ାରେ ମିଳିତ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ତା ୦୫/୦୨: କେନ୍ଦ୍ରାପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ଣ ୧୦ ଘଟିକା ଠାରୁ ଅପରାହ୍ଣ ୧ ଘଟିକା ପର୍ଯ୍ୟନ୍ତ ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ…

ଓଲଟିଲା ବାଲି ବୋଝେଇ ହାଇୱା, ଅଳ୍ପକେ ବର୍ତିଲେ ଡ୍ରାଇଭର ଓ ହେଲପର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ-ଚଉଦକୁଲାଟ ଘେରିବନ୍ଧ ରାସ୍ତାର ଚଉଦକୁଲାଟ ପାଳ ସେତୁ ନିକଟରେ ଏକ ବାଲି ବୋଝେଇ ହାଇୱା ଟ୍ରକଟି ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟି ପଡିଛି । ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତିଗଲେ ଡ୍ରାଇଭର ଓ ହେଲପର…

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ସମ୍ମାନିତ ହେଲେ ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଭାପତି ଡକ୍ଟର ରାମଚନ୍ଦ୍ର ବେହେରା

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ସମ୍ମାନିତ ହେଲେ ବିଶେଷ ପ୍ରତିଭା । ଓଡ଼ିଆ ଭାଷା ପ୍ରତି ବିଶେଷ ଅବଦାନ ଓ ସମ୍ମାନ ଲାଭ କରି ଗର୍ବ ଆଣିଥିବା ବିଶେଷ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଛି । ଏହି ଅବସରରେ ଲୋକପ୍ରିୟ…

ପଟ୍ଟାମୁଣ୍ଡାଇ କଲେଜ ଗଣିତ ବିଭାଗର ରାଜ୍ୟସ୍ତରୀୟ ଆଲୋଚନାଚକ୍ର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ  ମହାବିଦ୍ୟାଳୟରେ ଗଣିତ ବିଭାଗ ପକ୍ଷରୁ “ସ୍ତୋକାଷ୍ଟିକ ପ୍ରୋସେସ ଓ କଂପ୍ଲେକ୍ସ ଡିନାମିକସ ” ରାଜ୍ୟ ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁଙ୍କ ପୌରହିତରେ ଆୟୋଜିତ ରାଜ୍ୟ ସ୍ତରୀୟ ଆଲୋଚନାଚକ୍ରରେ…