ପ୍ରଥମ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୭ା୨ : କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଂଚାୟତ ରାଜୀବ ଗାନ୍ଧୀ ଭବନ ପରିସରରେ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ପଂଚାୟତର ସରପଞ୍ଚ କଳ୍ପନା ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍ କେଶବ ସେଠୀ,…

କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ

କେନ୍ଦ୍ରାପଡା, ୬ା୨ – କେନ୍ଦ୍ରାପଡା କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ହିମାଂଶୁ ଶେଖର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଡଃ ସର୍ବେଶ୍ୱର ସେଣ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ନିରୋଦ…

ସାଇନାଥ କଳା ପରିଷଦର ୧୩ତମ ବାର୍ଷିକ ଉତ୍ସବ ଓ ଜିଲ୍ଲା ଯୁବ ପ୍ରତିଭା ମହୋତ୍ସବ

କେନ୍ଦ୍ରାପଡ଼ା, ୫ା୨: ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ସରକାରଙ୍କ ସହଭାଗୀତାରେ ଜିଲ୍ଲାର ଅଗ୍ରଣୀ ସଙ୍ଗୀତ ବିଦ୍ୟାଳୟ ସାଇନାଥ କଳା ପରିଷଦର ୧୩ତମ ବାର୍ଷିକ ଉତ୍ସବ ଓ ଜିଲ୍ଲା ଯୁବ ପ୍ରତିଭା ମହୋତ୍ସବ ଇଚ୍ଛାପୁର ଖୁସି ମଣ୍ଡପଠାରେ ମହାସମାରୋହରେ…

ସରପଞ୍ଚକୁ ଗିରଫ ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଭେଟିଲେ ସରପଞ୍ଚ ମହାସଂଘ

କେନ୍ଦ୍ରାପଡ଼ା, ୭ା୨: କେନ୍ଦ୍ରାପଡା ଜିଲ୍ଲା ସରପଞ୍ଚ ମହାସଂଘର ସଭାପତି ଚମେଲି ଓଝାଙ୍କ ନେତୃତ୍ୱରେ ଜିଲ୍ଲାର ବହୁ ସରପଞ୍ଚ ପଟ୍ଟାମୁଣ୍ଡାଇ ବ୍ଲକ ନୀଳକଣ୍ଠପୁର ଗ୍ରାମପଞ୍ଚାୟତ ସରପଞ୍ଚ ଜ୍ଞାନରଞ୍ଜନ ଖଣ୍ଡାଇଙ୍କୁ ବେଆଇନ ଭାବେ ଗିରଫ ପ୍ରତିବାଦରେ କେନ୍ଦ୍ରପଡା ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି…

ଓଡିଶାରୁ ଲୋକସଭାରେ ୨ ବିଧାନସଭାରେ ୭ ଆସନ ଦାବିକଲା ସଂଖ୍ୟାଲଘୁ

କେନ୍ଦ୍ରାପଡା ୭ା୨- ଓଡିଶା ରାଜ୍ୟର ମୁସଲିମମାନଙ୍କ ସଂଖ୍ୟା ଅନୁପାତରେ ବିଧାନସଭା ନିମନ୍ତେ ୭ଟି ଆସନ ଏବଂ ଲୋକସଭା ପାଇଁ ୨ଟି ଆସନ ଓଡିଶାରେ ସଂରକ୍ଷିତ ରଖିବାକୁ ରାଜ୍ୟ ମୁସଲିମ ସଂଘ (ଆରଏମଏସ) କେନ୍ଦ୍ରାପଡାରେ ଅନୁଷ୍ଠିତ ସମାବେଶରେ ଦାବିକୁ ଯୋରଦାର କରିଛନ୍ତି ।…

କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାଳିକା ଆତ୍ମରକ୍ଷା ଶିବିର ଉଦ୍‌ଯାପିତ

କେନ୍ଦ୍ରାପଡ଼ା, ୭ା୨: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାଳିକା ଆତ୍ମରକ୍ଷା ଶିବିର ଉଦ୍‌ଯାପିତ ହୋଇଯାଇଛି । ଉକ୍ତ ଶିବିର ଗତ ଜାନୁଆରୀ ୩୦ ତାରିଖ ଆରମ୍ଭ ହୋଇ ଫେବୃଆରୀ ୭ ତାରିଖରେ ଶେଷ ହୋଇଥିଲା । କେନ୍ଦ୍ରାପଡା ସ୍ୱଂୟଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ…

କଂସାର ପଞ୍ଚାୟତରେ ଆଲୋକି କରଣ

କେନ୍ଦ୍ରାପଡ଼ା, ୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଞ୍ଚାୟତ ହଳଦିଢିଅଠାରୁ କାଙ୍କଦିଆ କେନାଲ ରାସ୍ତା ପାଶ୍ୱରେ ଆଲୋକି କରଣ କରାଯାଇଛି । ଏହି ଅବସରରେ କେନ୍ଦ୍ରାପଡା ମଣ୍ଡଳ ଉନ୍ନୟନ ଅଧିକାରିଣୀ ବନ୍ଦନା ଖଟୁଆ ଉଦଘାଟନ କରିଥିଲେ । କଂସାର ପଞ୍ଚାୟତର ସରପଞ୍ଚ…

ବ୍ରାହ୍ମଣୀ ନଦୀକୁ ଡେଇଁ ଯୁବକ ନିଖୋଜ

କେନ୍ଦ୍ରାପଡା ଜିଲା ଆଳି ଥାନା ଅଧୀନ ପତ୍ରପୁର ବ୍ରାହ୍ମଣୀ ନଦୀକୁ ବୁଧବାର ମଧ୍ୟାହ୍ନରେ ଜଣେ ଅଜଣା ଯୁବକ ଡେଇଁ ପଡ଼ି ନିଖୋଜ ଅଛନ୍ତି। ନଦୀରେ ମଚ୍ଛମାରୁଥିବା ୨ ଜଣ ଯୁବକ ଡାକ ପକାଇଥିଲେ। ସେଠାରେ ଲୋକେରୁଣ୍ଡ ହୋଇ ପ୍ରଥମେ ଏକ ଦେଶୀ…