କେନ୍ଦ୍ରାପଡ଼ା,୯ା୨: କେନ୍ଦ୍ରାପଡା ସହରର ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜାତୀୟ କୃମିନାଶକ ଦିବସ ଉପଲକ୍ଷେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ଫେବୃୟାରୀ୧୦ତାରିଖରେ ଜାତୀୟ କୃମିନାଶକ ଦିବସ ପାଳନ କରାଯିବ । ଏହି ଉପଲକ୍ଷେ ଅଧିକ ପ୍ରଚାର ପ୍ରସାର ନିମନ୍ତେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା । ୧ବର୍ଷରୁ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀବିଜ୍ଞାନ ବିଭାଗ ଓ ରାଜନଗର ଶ୍ରୀ ଶ୍ରୀ ଜଗନ୍ନାଥ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ମିଳିତ ସହଯୋଗରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଭୁବନେଶ୍ୱର ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ପ୍ରଫେସର ଡ଼ ଶିବ ପ୍ରସାଦ ପରିଡା ଓ ସହକାରୀ ପ୍ରଫେସର ଡ଼ ଯଶସ୍ବୀ ନାୟକ ଯୋଗ ଦେଇ ଓଡିଶାରେ ବନ୍ୟଜନ୍ତୁଙ୍କ […]

କେନ୍ଦ୍ରାପଡ଼ା,୯ା୨ : କେନ୍ଦ୍ରାପଡ଼ା ଜିଲ୍ଲାରେ ୨୦୨୪ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍‌ମାନଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛ । ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର ପ୍ରଦୀପ ପ୍ରଜ୍ଜେ୍ୱାଳନ କରି ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରିଥିଲେ […]

କେନ୍ଦ୍ରାପଡ଼ା,୯ା୨ : କେନ୍ଦ୍ରାପଡା ଜିଲ୍ଲାରେ କଳା ତାଲିକାଭୁକ୍ତ ହୋଇଥିବା ମାନବସମ୍ବଳ ଯୋଗାଣକାରୀ ସଂସ୍ଥା ଗୁଡିକ ରାଜ କରୁଥିବା ନେଇ ଅଭିଯୋଗ ହୋଇଛି । ଏମିତିକି ଭାରତ ସରକାରଙ୍କ ଦି ଓଡିଶା ମିନେରାଲ୍ସ ଡେଭଲପମେଣ୍ଟ କମ୍ପାନୀ ଲିଃ(ଓଏମଡିସି) ଭଳି ସରକାରୀ ସଂସ୍ଥା ଦ୍ୱାରା କଳା ତାଲିକା ଭୁକ୍ତ ହୋଇଥିବା ମାନବସମ୍ବଳ ଯୋଗାଣକାରୀ ସଂସ୍ଥା କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ବହୁତ ଗୁଡିଏ ସରକାରୀ ସଂସ୍ଥାରେ ଚୁକ୍ତିକରି କାର୍ଯ୍ୟ କରୁଥିବା […]

କେନ୍ଦ୍ରାପଡା, ୯/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ, ମୁଖ୍ୟବକ୍ତା ଜିଲ୍ଲା ପରିଷଦ ସଦସ୍ୟ ମଧୁଛନ୍ଦା ମହାନ୍ତି, ସମ୍ମାନୀତ ଅତିଥି ବାରୋ ଗ୍ରାମ ପଞ୍ଚାୟତ ସରପଞ୍ଚ ଗୋପୀନାଥ ମଳିକ, ସମିତି ସଭ୍ୟା ସସ୍ମିତା ପଲାଇ, […]

କେନ୍ଦ୍ରାପଡା, ୯/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜଜାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ରୀଡା ପ୍ରତିଯୋଗିତା ଓ ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପିଲାମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅପରାହ୍ନରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସବିତା ପଣ୍ଡା ସଭା ପରିଚାଳନା କରିଥିଲେ । କେନ୍ଦ୍ରାପଡା ଅତିରିକ୍ତ ଶିକ୍ଷା ମଣ୍ଡଳ ଅଧିକାରୀ ହିରଣ୍ୟ କୁମାର ବାରିକ ମୁଖ୍ୟ ଅତିଥି […]

କେନ୍ଦ୍ରାପଡା, ୯/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ନବୋଦୟ ବିଦ୍ୟାଳୟ ପରିସରରେ କେନ୍ଦ୍ର ସରକାରଙ୍କ ଗଣଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ସହିତ ଭାରତୀୟ ଫୁଟବଲ ଫେଡେରସନ୍‌(ଏଆଇଏଫ୍‌ଏଫ୍‌) ଓ ଆନ୍ତର୍ଜାତୀୟ ଫୁଟବଲ ଫେଡେରେସନ୍‌(ଫିଫା)ର ମିଳିତ ଆନୁକୂଲ୍ୟରେ ‘ଫୁଟବଲ ଫର୍ ସ୍କୁଲ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲାର ୧୯୪ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସମୁଦାୟ ୯୪୨ଟି ଫିଫା ଫୁଟବଲ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷ ରୁଦ୍ରପ୍ରସାଦ […]

ଏକ ବିକଶିତ ସମୃଦ୍ଧ ନୂତନ ଓଡିଶା ଗଠନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିଭିନ୍ନ ମହାବିଦ୍ୟାଳୟରେ ଆୟୋଜନ ପରେ ଗ୍ରାମାଂଚଳର ବିଭିନ୍ନ ପଂଚାୟତ ଓ ପୌରାଂଚଳର ବିଭିନ୍ନ ୱାର୍ଡରେ ଆରମ୍ଭ ହୋଇଛି । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକର ଦୋଷିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୋଜନାରେ ଦୋଷିଆ ପଂଚାୟତ ବିକାଶ ପାଇଁ […]