ଜିଲ୍ଲା ସ୍ତରିୟ ପ୍ରତିଭା ସମ୍ମାନ ଉତ୍ସବ ନାମରେ ବୀମା କାର୍ଯ୍ୟକ୍ରମ :  ଆସିଲେ ନାହିଁ ଅତିଥି ଫିକା ପଡିଲା ଉତ୍ସବ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କ୍ରେଜ ମହଲଠାରେ ରବିବାର ଜୀବନ ସୁରକ୍ଷା କଳ୍ୟାଣ ସମିତି ପକ୍ଷରୁ ଜିଲ୍ଲା ସ୍ତରିୟ ପ୍ରତିଭା ସମ୍ମାନ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଜୀବନ କଲ୍ୟାଣ ସମିତି ଆବାହକ ରଞନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ…

ଗାଁ ସାଥି(ମେଟ୍‌)ସଙ୍ଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜିଲ୍ଲା ସ୍ତରୀୟ ବିଶାଳ ସମାବେଶ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୧ା୨ : ଗାଁ ସାଥି(ମେଟ୍‌) ସଙ୍ଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ବିଶାଳ ସମାବେଶ କରାଯିବା ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ଗରାପୁରସ୍ଥିତ ଗୋପାଳଜୀଉଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସମ୍ପାଦକ ଅନିଲ…

କେନ୍ଦ୍ରାପଡା କଲେଜ ପଦାର୍ଥ ବିଜ୍ଞାନ ବିଭାଗର ଆଲୋଚନାଚକ୍ର

କେନ୍ଦ୍ରାପଡ଼ା,୧୧ା୨ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପଦାର୍ଥ ବିଜ୍ଞାନ ବିଭାଗ ପକ୍ଷରୁ ଏକ ଦୁଇଦିନିଆ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବିଭାଗୀୟ ମୁଖ୍ୟ ପ୍ରଫେସର ବଶ୍ୱରଞ୍ଜନ ପୁହାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରର ପ୍ରଥମ ଦିନରେ ପ୍ରାକ୍ତନ ଅଧ୍ୟକ୍ଷ…

ପାୟଲ ମ୍ୟୁଜିକ ସ୍କୁଲର ଗ୍ରାମୀଣ ମହୋତ୍ସବ

କେନ୍ଦ୍ରାପଡ଼ା,୧୧ା୨ : କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ ଇନ୍ଦୁପୁର ପାୟଲ ମ୍ୟୁଜିକ୍ ସ୍କୁଲର ଏକବିଂଶତମ ଗ୍ରାମୀଣ ମହୋତ୍ସବ ଦୁଇଦିନ ବ୍ୟାପି ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ସଭାପତି ନୀଳମାଧବ ପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଆନ୍ତର୍ଜାତୀୟ…

ଓଡିଶା ରାଜ୍ୟ ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘର ଜିଲ୍ଲା ସ୍ତରୀୟ ତ୍ରୟବାର୍ଷିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୧୧ା୨ : ଓଡିଶା ରାଜ୍ୟ ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘର ଜିଲ୍ଲା ସ୍ତରୀୟ ତ୍ରୟବାର୍ଷିକ ସମ୍ମିଳନୀ ଆଜି ଟାଉନହଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସୁକାନ୍ତ କୁମାର ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ…

ମହାନ ସ୍ୱାଧୀନତା ସଂଗ୍ରାମୀ ସୁରେନ୍ଦ୍ର ଦ୍ୱିବେଦୀଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା,୧୧ା୨ : ମହାନ୍ ସ୍ୱାଧୀନତା ସଂଗ୍ରାମୀ ବିପ୍ଳବୀ ଜନନେତା, ପୂର୍ବତନ ସାଂସଦ, ଅରୁଣାଚଳ ପ୍ରଦେଶର ପ୍ରାକ୍ତନ ରାଜ୍ୟପାଳ ସୁରେନ୍ଦ୍ର ଦ୍ୱିବେଦୀଙ୍କ ୧୧୨ତମ ଜୟନ୍ତୀ ଆଜି କେନ୍ଦ୍ରାପଡାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ସଭାପତି ଗୁରୁ ପ୍ରସାଦ…

ଚତୁର୍ଥ କେନ୍ଦ୍ରାପଡ଼ା ସାହିତ୍ୟ ଉତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା, ୧୧/୨: କେନ୍ଦ୍ରାପଡ଼ା ସାହିତ୍ୟ ଉତ୍ସବ ଆଜି ଉଦଯାପିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାଞ୍ଚଳ ଆରଡିସି ତଥା ବିଶିଷ୍ଟ କବି ରଞ୍ଜନ ଦାସ ଯୋଗଦେଇ କହିଥିଲେ ଯେ ସାହିତ୍ୟ ସମାଜକୁ ରୁଦ୍ଧିମନ୍ତ ଓ ରଙ୍ଗମୟ କରେ ।…

ବେଲତଳରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବେଲତଳ ଗ୍ରାମର ସୁଦର୍ଶନ ଦାଶଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ଚାଳଛପର ଘର ସମେତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ପ୍ରାୟ ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ…

ବ୍ରାହ୍ମଣୀ ନଦୀରୁ ଯୁବକର ମୃତ ଦେହ ଉଦ୍ଧାର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଓ ଆଳି ଥାନାର ସଂଯୋଗସ୍ଥଳୀ ପତ୍ରପୁର ପୋଲ ଉପରୁ ଜଣେ ଅଜଣା ଯୁବକ ଗତ  ୭ ତାରିଖ ବୁଧବାରରେ ବ୍ରାହ୍ମଣୀ ନଦୀ ମଧ୍ୟକୁ ଡେଇଁ ଆତ୍ମ ହତ୍ୟା ଉଦ୍ୟମ କରିଥିଲେ । ଏହି ଖବର ମିଳିବା ପରେ…

ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୬ତମ ଜନ୍ମୋତ୍ସବ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସତସଙ୍ଗ କେନ୍ଦ୍ର ଆନୁକୂଲ୍ୟରେ ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୬ତମ ଜନ୍ମୋତ୍ସବ ତଥା ସତସଙ୍ଗ କେନ୍ଦ୍ର ବାର୍ଷିକ ଉତ୍ସବ ସତସଙ୍ଗ ବିହାର ଠାରେ ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରତ୍ୟୁଷରୁ ଉଷା…

କେନ୍ଦ୍ରାପଡା କଲେଜ ଦର୍ଶନଶାସ୍ତ୍ର ବିଭାଗର ଆଲୋଚନାଚକ୍ର

କେନ୍ଦ୍ରାପଡ଼ା,୧୦ା୨ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନ ଶାସ୍ତ୍ର ବିଭାଗ ଆନୁକୂଲ୍ୟରେ “ଅତି ଭୈାତିକ ବିଦ୍ୟା ଅନୁସାରେ ଆତ୍ମାର ପରିଚୟ ଏବଂ ପରିଭାଷା”ଶୀର୍ଷକ ଏକ ଆଲୋଚନାଚକ୍ର ବିଭାଗୀୟ ସେମିନାର ହଲରେ ଆଜି ଅନୁଷ୍ଠିତ ହୋଇଯାଇଛି । ଦର୍ଶନଶାସ୍ତ୍ର ବିଭାଗ ମୁଖ୍ୟ…

ହାଇସ୍କୁଲ ପ୍ରଧାନ ଶିକ୍ଷକ ଭିଜିଲାନ୍ସ ଜାଲରେ

କେନ୍ଦ୍ରାପଡ଼ା,୧୦ା୨ : କେନ୍ଦ୍ରାପଡା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ନିରଞ୍ଜନ ଅତି ଆଜି ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିବା ଜଣାପଡିଛି । ଘଟଣା ଅନୁଯାଇ ସେହି ହାଇସ୍କୁଲର ପିଅନ ସନ୍ତୋଷ କୁମାର କୁଣ୍ଡୁଙ୍କର ଦ୍ୱିତୀୟ…