Day: 12 February 2024

କେନ୍ଦ୍ରାପଡାବାସୀ ଦୀର୍ଘ ୧୨ବର୍ଷ ପରେ ଦେଖିବେ ସର୍କସ

କେନ୍ଦ୍ରାପଡ଼ା, ୧୨ା୨: ସର୍କସ ଆଜି ଇତିହାସ ହୋଇଯାଇଥିବା ବେଳେ କେନ୍ଦ୍ରାପଡା ବାଲିଯାତ୍ରା କମିଟି ଆନୁକୂଲ୍ୟରେ ସହର ଉପକଣ୍ଠ ଗୁଲନଗର ପଞ୍ଚାୟତର ସୁଜାନଗର ଗ୍ରାମରେ ଥିବା ବାଲିଯାତ୍ରା ପଡିଆରେ...

କେନ୍ଦ୍ରାପଡା ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ

କେନ୍ଦ୍ରାପଡ଼ା,୧୨ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ ଏବଂ ଦୀନବନ୍ଧୁ ସାହୁ ସ୍ମୃତି ସମ୍ମାନ ସମାରୋହ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ...

ବଡ଼ମୂଳବସନ୍ତ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଏକ ବିକଶିତ ସମୃଦ୍ଧ ନୂତନ ଓଡିଶା ଗଠନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିଭିନ୍ନ ମହାବିଦ୍ୟାଳୟରେ ଆୟୋଜନ ପରେ...

ଅଳପୁଆ ପଂଚାୟତର କଂଗ୍ରେସ କର୍ମୀ ସମ୍ମିଳନୀ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଅଳପୁଆ ପଂଚାୟତ ରାମମନ୍ଦ୍‌ିର ପଡିଆଠାରେ କଂଗ୍ରେସ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଳପୁଆ ପଂଚାୟତର କଂଗ୍ରେସ ସଭାପତି ଚନ୍ଦନ...

ସଡକ ଦୁର୍ଘଟଣାରେ ବରିଷ୍ଠ ଆଇନଜୀବୀଙ୍କ ମୃତ୍ୟୁ  

ଗତକାଲି ଦୁର୍ଘଟଣାରେ ଗୁରୁତର ହୋଇଥିବା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ସମାଜସେବୀ ତଥା ସଂସାର ଫଳ ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀ, ବରିଷ୍ଠ ଆଇନଜୀବୀ ଶିବ ପ୍ରସାଦ ସାମନ୍ତରାୟଙ୍କ ପରଲୋକ...

ପଟ୍ଟାମୁଣ୍ଡାଇ ବିଶ୍ୱଶାନ୍ତି ମହାଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା  ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନ୍ୟତମ ଗଣପର୍ବ ତଥା ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞକୁ ବିପୁଳ ଆନନ୍ଦ ଓ ଭକ୍ତିପୂର୍ଣ୍ଣ ଭାବେ ଶାନ୍ତି ଶୃଙ୍ଖଳାର ସହିତ...