ସହରାଞ୍ଚଳ ବିକାଶ ସମ୍ପର୍କରେ ସଚେତନତା ଶିବିର

କେନ୍ଦ୍ରାପଡା, ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟ ସରକାରଙ୍କର ସଂକଳ୍ପ ହେଉଛି ସହରାଞ୍ଚଳର ବିକାଶ । ସର୍ବପୁରାତନ କେନ୍ଦ୍ରାପଡ଼ା ପୌରପରିଷଦ ଅଧୀନରେ ଥିବା ୱାର୍ଡଗୁଡିକର ଉନ୍ନତିକରଣ କରିବାକୁ ନିଆଯାଉଥିବା ଜନହିତକର କାର୍ଯ୍ୟକ୍ରମଗୁଡିକ ବିଷୟରେ ସଚେତନତା ସୃଷ୍ଟି ପାଇଁ ପୌରପରିଷଦ…

ନୂଆ-ଓ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟରେ କେନ୍ଦ୍ରାପଡ଼ା ଜିଲ୍ଲା ମହିଳା ଫୁଟବଲ ଦଳ ଚାମ୍ପିୟାନ

ଭୁବନେଶ୍ୱର ଫୁଟବଲ ଏକାଡେମୀ ପରିସରରେ ଚାଲିଥିବା ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟରେ କେନ୍ଦ୍ରାପଡ଼ା ଜିଲ୍ଲା ମହିଳା ଫୁଟବଲ ଦଳ ଚାମ୍ପିୟାନ ହୋଇଛି । ରାଜ୍ୟ ସରକାରଙ୍କ କ୍ରୀଡା ଏବଂ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ…

ପଞ୍ଚକଳା ଶିକ୍ଷାନୁଷ୍ଠାନ ପାୟଲ ମ୍ୟୁଜିକ୍ ସ୍କୁଲର ୨୧ତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା, ୧୩ା୨: କେନ୍ଦ୍ରାପଡା ଜିଲ୍ଲାର ସର୍ବବୃହତ ପଞ୍ଚକଳା ଶିକ୍ଷାନୁଷ୍ଠାନ ପାୟଲ ମ୍ୟୁଜିକ୍ ସ୍କୁଲର ୨୧ତମ ବାର୍ଷିକ ଉତ୍ସବ ସ୍କୁଲ ପରିସର(ଇନ୍ଦୁପୁର)ରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାୟଲ ମ୍ୟୁଜିକ୍ ସ୍କୁଲର ଚିତ୍ରକଳା ବିଭାଗ ଗୁରୁ ପୁଷ୍ପାଞ୍ଜଳି ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠାନର…

ବଳଭଦ୍ରପୁର ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଏକ ବିକଶିତ ସମୃଦ୍ଧ ନୂତନ ଓଡିଶା ଗଠନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିଭିନ୍ନ ମହାବିଦ୍ୟାଳୟରେ ଆୟୋଜନ ପରେ ଗ୍ରାମାଂଚଳର ବିଭିନ୍ନ ପଂଚାୟତ ଓ ପୌରାଂଚଳର ବିଭିନ୍ନ ୱାର୍ଡରେ ଆରମ୍ଭ ହୋଇଛି ।…

ସେଂଟ ଜ୍ୟାଭିୟର ସ୍କୁଲ ୧୨ତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ଅନ୍ତର୍ଗତ ବନ୍ତୋ ସେଂଟ ଜ୍ୟାଭିୟର ସ୍କୁଲର ୧୨ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲ ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ…

୨୭ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମୋହର : ହଜାରେ ଟଙ୍କା ସହ ମିଳିବ ୨ଟି ଝୋଟ ବ୍ୟାଗ୍ , ଯୁବବର୍ଗଙ୍କ ପାଇଁ ନୂଆ ଯୋଜନା ‘ସ୍ୱୟମ’ ,ବିନା ସୁଧରେ ଯୁବଗୋଷ୍ଠୀଙ୍କୁ ୧ ଲକ୍ଷ ପର୍ଯ୍ୟନ୍ତ ଋଣ

ଭୁବନେଶ୍ୱର,୧୨ା୨: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି । ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି…