କେନ୍ଦ୍ରାପଡ଼ା,୧୪ା୨: ଅଖିଳ ଭାରତ କଂଗ୍ରେସ କମିଟି ଅନୁମୋଦନ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦେଶ କଂଗ୍ରେସ କମିଟିର ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ରୂପେ ଲୋକନାଥ ମହାରଥୀଙ୍କୁ ନିଯୁକ୍ତ କରିଛନ୍ତି । ଶ୍ରୀ ମହାରଥୀ ପୂର୍ବରୁ ରାଜ୍ୟ ଯୁବ କଂଗ୍ରେସ ସଭାପତି, ରାଜ୍ୟ ଛାତ୍ର କଂଗ୍ରେସ ଉପସଭାପତି ଓ ପିସିସି ସଭ୍ୟ, ମହାକାଳପଡା ଭଳି ବହୁ ଗୁରୁତ୍ୱପୂର୍ଣ୍ଣ […]

କେନ୍ଦ୍ରାପଡ଼ା, ୧୪ା୨: କେନ୍ଦ୍ରାପଡା ସହର ଉପକଣ୍ଠ ଗୁଲନଗର ପଞ୍ଚାୟତର ସୁଜାନଗର ଗ୍ରାମରେ ଥିବା ବାଲିଯାତ୍ରା ପଡିଆରେ ଏନ୍‌.କେ. ରୋଲେକ୍କ ସର୍କସ ଉଦଘାଟନ ହୋଇଯାଇଛି । ଏହାକୁ ମୁଖ୍ୟ ଅତିଥି ଭାବରେ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଯୋଗଦେଇ ଉଦ୍‌ଘାଟିତ କରି କହିଲେ ଯେ ଆଧୂନିକ ଯୁଗରେ ସର୍କସର ଚାହିଦା କମିଆସୁଥିବା ବେଳେ ଏହା ବର୍ତ୍ତମାନ ଇତିହାସ ପାଲଟି ଯାଇଛି । ଏହି ସର୍କସ କେନ୍ଦ୍ରାପଡା ସହର ଓ ଆଖପାଖ ଅଞ୍ଚଳର […]

ସାଧାରଣ ନିର୍ବାଚନ ୨୦୨୪ ତାରିଖ ପାଖେଇ ଆସୁଥିବା ବେଳେ କେନ୍ଦ୍ରପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀର ରାଜନୀତି ପାଣିପାଗ ମଧ୍ୟ ଧିରେଧିରେ ଗରମ ହେବାରେ ଲାଗିଲାଣି । ଦଳୀୟ କନ୍ଦଳ, ଦଳୀୟ ଅସନ୍ତୁଷ୍ଟ ଓ ଦଳ ବଦଳ ନୀତି ଜୋର ଧରିଥିବା ବେଳେ ଦଳରୁ ବରିଷ୍ଠ ନେତା ଇସ୍ତଫା ଦେବାର ଖବର ସାମ୍ନାକୁ ଆସିଲାଣି । ଶାସକ ଓ ବିରୋଧୀ ଦଳ ୨୦୨୪ ନିର୍ବାଚନ ପାଇଁ ସଜବାଜ ହେଉଥିବାବେଳେ ବିରୋଧୀ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ନୂତନ ତହସିଲଦାରଙ୍କ ନିକଟରେ ଜଣାଇଛନ୍ତି ।ଏହି ତହସିଲ ଉପରେ ୩୧ ପଂଚାୟତର ୧୫୫ ଗ୍ରାମର ଜନସାଧାରଣ, ଛାତ୍ରୀଛାତ୍ର ଜମିଜମା କାଗଜପତ୍ର ଓ ସାର୍ଟିଫିକେଟ ପାଇଁ ନିର୍ଭରଶୀଳ ବୋଲି ଅନୁମାନ ନୁହେଁ ଅନ୍ୱେଷଣରୁ ଜଣାପଡିଛି […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ଅନ୍ତର୍ଗତ ବନ୍ତୋ ସେଂଟ ଜ୍ୟାଭିୟର ସ୍କୁଲର ୧୨ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲ ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଲଷ୍ମୀକାନ୍ତ ବେହେରା, ଉତିକଣ ଚାଷୀମୁଲିଆ ସଂଘ ଆବାହକ ଭାସ୍କର ରାଉତରାୟ ମୁଖ୍ୟବକ୍ତା, ଚନ୍ଦନନଗର ସରପଂଚ ବନୋଜ ସେଠୀ, ସ୍କୁଲ ପ୍ରତିଷ୍ଠାତା ଖଗେଶ୍ୱର ପାଗଳ,ସି ଆର ସି […]

ପଟ୍ଟାମୁଣ୍ଡାଇ/ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଗତ ୯ବର୍ଷ ମଧ୍ୟରେ ଲଗାତାର ଭାବେ ଶ୍ରମିକ-କୃଷକ ମାରଣ ନୀତି ନେବା ସହିତ କୃଷି ଓ ଗ୍ରାମୀଣ ବିକାଶ କ୍ଷେତ୍ରରେ ଅର୍ଥ ବିନିଯୋଗ କମାଇବାର ଲାଗିଛି । ଅନ୍ୟ ପକ୍ଷରେ ଦରଦାମ ଆଶାତୀତ ବୃଦ୍ଧି ହେବା ସାଙ୍ଗକୁ ଟିକସ ବୃଦ୍ଧି କରୁଥିଲା ବେଳେ କର୍ପୋରେଟ କ୍ଷେତ୍ରକୁ ଟିକସ କମାଇବା ସହିତ ଋଣ ଛାଡ କରାଯାଇଛି । ବେକାରୀ ସର୍ବକାଳୀନ ରେକର୍ଡ ଭାଙ୍ଗିଛି । ମୋଦୀ […]

କେନ୍ଦ୍ରାପଡ଼ା, ୧୩ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗର ଟପ୍ପର ହୋଇଥିବା ଛାତ୍ରୀ ସୁଶ୍ରୀ ଶୁଭଶ୍ରୀ ଦାସଙ୍କୁ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ ପାଳନ ଅବସରରେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ଯୋଗଦେଇ ଛାତ୍ରୀ ସୁଶ୍ରୀ ଦାସଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ […]

କେନ୍ଦ୍ରାପଡ଼ା,୧୩ା୨: ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଗତ ୯ବର୍ଷ ମଧ୍ୟରେ ଲଗାତାର ଭାବେ ଶ୍ରମିକ-କୃଷକ ମାରଣ ନୀତି ନେବା ସହିତ କୃଷି ଓ ଗ୍ରାମୀଣ ବିକାଶ କ୍ଷେତ୍ରରେ ଅର୍ଥ ବିନିଯୋଗ କମାଇବାର ଲାଗିଛି ।ଅନ୍ୟ ପକ୍ଷରେ ଦରଦାମ ଆଶାତୀତ ବୃଦ୍ଧି ହେବା ସାଙ୍ଗକୁ ଟିକସ ବୃଦ୍ଧି କରୁଥିଲା ବେଳେ କର୍ପୋରେଟ କ୍ଷେତ୍ରକୁ ଟିକସ କମାଇବା ସହିତ ଋଣ ଛାଡ କରାଯାଇଛି ।ବେକାରୀ ସର୍ବକାଳୀନ ରେକର୍ଡ ଭାଙ୍ଗିଛି ।ମୋଦୀ ସରକାର ଭୋଟ […]

କେନ୍ଦ୍ରାପଡା, ଓଡ଼ିଶାରେ ଡାହାଣୀ ଆଖ୍ୟା ଓ ଡାହାଣୀ ଶିକାର ଏକ ନିନ୍ଦିତ, ଘୃଣ୍ୟ, ଅସମାନତା ସୃଷ୍ଟିକାରୀ ଏବଂ ଅଧିକାର କ୍ଷୁର୍ଣ୍ଣକାରୀ ପ୍ରଥା। ଏଭଳି ଅନ୍ଧ ବିଶ୍ୱାସ ଓ କୁସଂସ୍କାରକୁ ସମାଜରୁ ଦୂରେଇବା ପାଇଁ  କେନ୍ଦ୍ରାପଡା ଜିଲ୍ଲାପ୍ରଶାସନ ସଦଭାବନା ସଭାଗୃହରେ ଡାହାଣୀ ଶିକାର ପ୍ରତିରୋଧ ଅଧିନିୟମ ଓ ଦଣ୍ଡ ବିଧାନ ଉପରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଜିଲ୍ଲାସ୍ତରୀୟ କର୍ମଶାଳାରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ […]