Day: 14 February 2024

ଲୋକନାଥ ମହାରଥୀ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ସଭାପତି ନିଯୁକ୍ତ

କେନ୍ଦ୍ରାପଡ଼ା,୧୪ା୨: ଅଖିଳ ଭାରତ କଂଗ୍ରେସ କମିଟି ଅନୁମୋଦନ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦେଶ କଂଗ୍ରେସ କମିଟିର ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ...

କେନ୍ଦ୍ରାପଡାରେ ଉଦ୍‌ଘାଟତି ହେଲା ସର୍କସ

କେନ୍ଦ୍ରାପଡ଼ା, ୧୪ା୨: କେନ୍ଦ୍ରାପଡା ସହର ଉପକଣ୍ଠ ଗୁଲନଗର ପଞ୍ଚାୟତର ସୁଜାନଗର ଗ୍ରାମରେ ଥିବା ବାଲିଯାତ୍ରା ପଡିଆରେ ଏନ୍‌.କେ. ରୋଲେକ୍କ ସର୍କସ ଉଦଘାଟନ ହୋଇଯାଇଛି । ଏହାକୁ ମୁଖ୍ୟ...

ଅଂଶୁମାନଙ୍କ ଇସ୍ତଫାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ; ସରଗରମ ହେଉଛି ରାଜନଗର ରାଜନୀତି !

ସାଧାରଣ ନିର୍ବାଚନ ୨୦୨୪ ତାରିଖ ପାଖେଇ ଆସୁଥିବା ବେଳେ କେନ୍ଦ୍ରପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀର ରାଜନୀତି ପାଣିପାଗ ମଧ୍ୟ ଧିରେଧିରେ ଗରମ ହେବାରେ ଲାଗିଲାଣି ।...

ତହସିଲ୍ କାର୍ଯ୍ୟାଳୟ ପରିସରରେ ନାହିଁ ଶୌଚାଳୟ: ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଜନସାଧାରଣ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାକୁ ନେଇ ସେମାନଙ୍କ...

ସେଂଟ ଜ୍ୟାଭିୟର ସ୍କୁଲ ୧୨ତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ଅନ୍ତର୍ଗତ ବନ୍ତୋ ସେଂଟ ଜ୍ୟାଭିୟର ସ୍କୁଲର ୧୨ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲ...

ଫେବୃୟାରୀ ୧୬ କୃଷକ-ଶ୍ରମିକ ଦେଶବ୍ୟାପୀ ଧର୍ମଘଟକୁ ପଟ୍ଟମୁଣ୍ଡାଇରେ ସଫଳ ପାଇଁ ପ୍ରସ୍ତୁତି ବୈଠକ

ପଟ୍ଟାମୁଣ୍ଡାଇ/ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଗତ ୯ବର୍ଷ ମଧ୍ୟରେ ଲଗାତାର ଭାବେ ଶ୍ରମିକ-କୃଷକ ମାରଣ ନୀତି ନେବା ସହିତ କୃଷି ଓ ଗ୍ରାମୀଣ ବିକାଶ କ୍ଷେତ୍ରରେ ଅର୍ଥ...

କେନ୍ଦ୍ରାପଡା କଲେଜ ଦର୍ଶନଶାସ୍ତ୍ର ବିଭାଗର ଟପ୍ପର ଶୁଭଶ୍ରୀ ସମ୍ବର୍ଦ୍ଧିତ

କେନ୍ଦ୍ରାପଡ଼ା, ୧୩ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗର ଟପ୍ପର ହୋଇଥିବା ଛାତ୍ରୀ ସୁଶ୍ରୀ ଶୁଭଶ୍ରୀ ଦାସଙ୍କୁ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ ପାଳନ ଅବସରରେ ସମ୍ବର୍ଦ୍ଧନା...

ଫେବୃୟାରୀ ୧୬ କୃଷକ-ଶ୍ରମିକ ଦେଶବ୍ୟାପୀ ଧର୍ମଘଟକୁ ସିପିଆଇ(ଏମ) ସମର୍ଥନ କରିବ

କେନ୍ଦ୍ରାପଡ଼ା,୧୩ା୨: ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଗତ ୯ବର୍ଷ ମଧ୍ୟରେ ଲଗାତାର ଭାବେ ଶ୍ରମିକ-କୃଷକ ମାରଣ ନୀତି ନେବା ସହିତ କୃଷି ଓ ଗ୍ରାମୀଣ ବିକାଶ କ୍ଷେତ୍ରରେ...

ଡାହାଣୀ ପ୍ରଥା ନିରୋଧ ଆଇନ ସଚେତନତା କାର୍ମଶାଳା : ଗୁଣିଆ ନୁହେଁ ଡାକ୍ତର ପାଖକୁ ଯାଆନ୍ତୁ

କେନ୍ଦ୍ରାପଡା, ଓଡ଼ିଶାରେ ଡାହାଣୀ ଆଖ୍ୟା ଓ ଡାହାଣୀ ଶିକାର ଏକ ନିନ୍ଦିତ, ଘୃଣ୍ୟ, ଅସମାନତା ସୃଷ୍ଟିକାରୀ ଏବଂ ଅଧିକାର କ୍ଷୁର୍ଣ୍ଣକାରୀ ପ୍ରଥା। ଏଭଳି ଅନ୍ଧ ବିଶ୍ୱାସ ଓ...