କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଅନ୍ୟତମ ଗଣପର୍ବ ତଥା ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ ହୋଇଛି । ଏହି ଉପଲକ୍ଷେ କଳସ ଶୋଭାଯାତ୍ରା କରାଯାଇ ପବିତ୍ର ବ୍ରାହ୍ମଣୀ ନଦୀରୁ ଶୁଦ୍ଧ ଜଳ ଅଣାଯାଇ ଯଜ୍ଞ କାର୍ଯ୍ୟ ଶୁଭାରମ୍ଭ କରାଯାଇଛି । ବହୁ ବିଦ୍ୱାନ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତଙ୍କ ମନ୍ତ୍ର ଧ୍ୱନି ଓ ହୋମ ଯଜ୍ଞ ମଧ୍ୟରେ ବିଶ୍ୱଶାନ୍ତି ମହାଯଜ୍ଞ କାର୍ଯ୍ୟ ଆରମ୍ଭ କରାଯାଇଛି ଓ ମହାଯଜ୍ଞ ପାଇଁ […]
Day: 16 February 2024
କେନ୍ଦ୍ରର ମୋଦି ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତି ବିରୁଦ୍ଧରେ ଦେଶର ଅଧିକାଂଶ କୃଷକ,ଶ୍ରମିକ ଓ କର୍ମଚାରୀ ସଂଗଠ ମାନଙ୍କ ପକ୍ଷରୁ ଶୁକ୍ରବାର ସାଧାରଣ ଧର୍ମଘଟ ଓ ଗ୍ରାମୀଣ ଭାରତ ବନ୍ଦ ପରିପ୍ରେକ୍ଷୀରେ ପଟ୍ଟାମୁଣ୍ଡାଇ ବାଇପାସ ରେ ଗଣଧାରଣା ସହିତ ରାସ୍ତାରୋକ ସଂଗଠିତ ହୋଇଯାଇଛି । ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ମାନଙ୍କ ମିଳିତ ମଂଚ,କଳିଙ୍ଗ ଭାରତ ଶ୍ରମିକ ସଂଘ ଓ ସ୍ୱାଧୀନ ଫେଡରେସନ ସମୂହ ପକ୍ଷରୁ […]
କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ବ୍ଲକର ତରଡ଼ିପାଳ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ ତରଡ଼ିପାଳ ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି । ଏହି ଅନୁଦାନରେ ଯୁବବିକାଶ କେନ୍ଦ୍ର, ମିଶନଶକ୍ତି ଗୃହ ନିର୍ମାଣ, ଦେବାଦେବୀ ମନ୍ଦିର ଉନ୍ନତିକରଣ, ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ସ୍କୁଲ ଗୃହ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଶ୍ରୀରାମପୁର ପଂଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଶ୍ରୀରାମପୁର ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି । ଏହି ଅନୁଦାନରେ ଯୁବବିକାଶ କେନ୍ଦ୍ର, ମିଶନଶକ୍ତି ଗୃହ ନିର୍ମାଣ, ଦେବାଦେବୀ ମନ୍ଦିର ଉନ୍ନତିକରଣ, ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ସ୍କୁଲ […]
କେନ୍ଦ୍ରାପଡ଼ା,୧୬ା୨: ଫକିରାବାଦ୍ର ଆଜାଦ କ୍ଲବ ଆନୁକୂଲ୍ୟରେ ଆଜି ଅପରାହ୍ନରେ କେନ୍ଦ୍ରାପଡା ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ସର୍ବଭାରତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚ୍ ଉଦଘାଟିତ ହୋଇଯାଇଛି । ଏହି ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚରେ ବରଗଡର ୟୁନାଇଟେଡ ସ୍ପୋର୍ଟସ କ୍ଲବ କୋଲକାତାର ହିନ୍ଦୁସ୍ତାନ ହିରୋଜ୍ ଫୁଟବଲ୍ ଏକାଡେମୀକୁ ୧-୦ ଗୋଲରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛି । କାଲିର […]
କେନ୍ଦ୍ରାପଡା ୧୬/୨- ଗରଦପୁର ବ୍ଲକ ଭଗବାନପୁର ପଞ୍ଚାୟତରେ ବିଜେଡି କଳି ଘରୁ ବାହାରକୁ ଆସି ପଦାରେ ପଡିଯାଇଛି । ଏହି ପଞ୍ଚାୟତର ସରପଞ୍ଚ ରାଜେନ୍ଦ୍ର କୁମାର ମଲ୍ଲିକ ବିଧାୟିକା ସାବିତ୍ରୀ ଅଗ୍ରୱାଲଙ୍କ ଅନୁଗତ ହୋଇନଥିବା ହେତୁ ଆଜି ଅନୁଷ୍ଠିତ ହେଉଥିବା ଆମ ଓଡ଼ିଶା ଓ ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ବ୍ଲକ ପ୍ରଶାସନ ପକ୍ଷରୁ ବିଡ଼ିଓ,ଜିପିଓଙ୍କ ସମେତ ବ୍ଲକ ଅଧ୍ୟକ୍ଷ ବି ଯୋଗ ନଦେବା ଆଲୋଚନା ବିଷୟ ପାଲଟିଛି । […]
କେନ୍ଦ୍ରାପଡ଼ା,୧୬ା୨: ଓଡିଶାର ବିଭିନ୍ନ ଜିଲ୍ଲାରେ ଗ୍ରାମାଞ୍ଚଳ ଲୋକମାନଙ୍କ ଗମନାଗମନରେ ସୁବିଧା ପାଇଁ ଲକ୍ଷ୍ମୀ ବସ୍ ଗଡିଥିବା ବେଳେ ଆଜି କେନ୍ଦ୍ରାପଡାରେ ଲକ୍ଷ୍ମୀ ବସ୍ ଗଡିଲା । ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ବସ୍ ସଂଯୋଗ ସୁନିଶ୍ଚିତ କରିବା ସହ ସୁଲଭ ଓ ନିର୍ଭର ଯୋଗ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଏହି ଐତିହାସିକ ଯୋଜନା ପାଇଁ କେନ୍ଦ୍ରାପଡାର ଗ୍ରାମାଞ୍ଚଳର ଜନସାଧାରଣଙ୍କ ମନରେ ଅଙ୍କୁରିତ ହୋଇଛି ଆଶା ଓ ବିଶ୍ୱାସ । ପଞ୍ଚାୟତର […]
କେନ୍ଦ୍ରାପଡ଼ା,୧୬ା୨: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ପରୀକ୍ଷା ଆରମ୍ଭ ହୋଇଛି । ପ୍ରଥମ ଦିନରେ +୨ ବିଜ୍ଞାନର ମାତୃଭାଷା ଓଡିଆ ବିଷୟରେ ୭୭୫ପରୀକ୍ଷାର୍ଥୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୫୧୦ଜଣ ଛାତ୍ରଛାତ୍ରୀ ଥିବା ବେଳେ ୨୬୪ଜଣ ହେଉଛନ୍ତି ଅନ୍ୟ ଆବାସୀକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକର । ଏହି ପରୀକ୍ଷା କେନ୍ଦ୍ରର ଅଧିକ୍ଷକ […]
ରାଜ୍ୟ ସରକାରଙ୍କ ପକ୍ଷରୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ବ୍ଲକର ଅମୃତମଣୋହି ପଂଚାୟତରେ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଅମୃତମଣୋହି ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି । ଏହି ଅନୁଦାନରେ ଯୁବବିକାଶ କେନ୍ଦ୍ର, ମିଶନଶକ୍ତି ଗୃହ ନିର୍ମାଣ, ଦେବାଦେବୀ ମନ୍ଦିର ଉନ୍ନତିକରଣ, ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ସ୍କୁଲ ଗୃହ ଉନ୍ନତିକରଣ ଆଦି […]










