ସେତେବେଳେ ଶିକ୍ଷକଙ୍କୁ ଦେଖିଲେ ମନରେ ଶଙ୍କା କରୁଥିଲା ଛାତ୍ର , ଏବେ ଛାତ୍ରକୁ ଦେଖି ଶିକ୍ଷକ ଭୟଭିତ । ମଉଳି ଯାଉଛି ଶିକ୍ଷକ ଛାତ୍ରର ସମ୍ପର୍କ । ଅଳପୁଆ ହାଇସ୍କୁଲ ୧୯୭୭ ବ୍ୟାଚ ବନ୍ଧୁମିଳନ ଓ ଗୁରୁ ପୂଜନ ଉତ୍ସବ

ଦୁରେଇ ଦୁରେଇ ଯାଉଛି ଗୁରୁ ଶିଷ୍ୟର ସମ୍ପର୍କ । ସେଦିନ ପରି ଗୁରୁଙ୍କୁ ଭକ୍ତି କରୁନି ଛାତ୍ର ଆଉ ଛାତ୍ର ମଧ୍ୟ ଗୁରୁଙ୍କ ସ୍ନେହ ଶ୍ରଦ୍ଧାରୁ ବଞ୍ଚିତ ହେବାରେ ଲାଗିଛି । କିନ୍ତୁ ଆପଣ ଜାଣି ବିଶ୍ମିତ ହେବେ କି ୪୬…

ଆଜିଠୁଁ ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା

କେନ୍ଦ୍ରାପଡ଼ା,୧୯ା୨ : ଆଜି ଠାରୁ ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ସମୁହ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି । ଜିଲ୍ଲାର ସମସ୍ତ ରାଜସ୍ୱ କ୍ଷେତ୍ର ଅଧିକାରୀମାନେ ଆଜି ଠାରୁ ଦାବି ପୁରଣ ହେବା ପର୍ଯ୍ୟନ୍ତ…

କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ବିଜ୍ଞାନର ଇଂରାଜୀ ବିଷୟରେ ୮୬୨ ପରୀକ୍ଷାର୍ଥୀ

କେନ୍ଦ୍ରାପଡ଼ା,୧୯ା୨: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ବିଜ୍ଞାନର ଇଂରାଜୀ ବିଷୟରେ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୮୬୨ଜଣ ପରୀକ୍ଷାର୍ଥୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ଦେଇଛନ୍ତି । ଏଥିସହିତ କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦ୍ରାପଡ଼ା, ୧୯ା୨: ଜଣେ ଦୁଷ୍କର୍ମ ଅଭିଯୁକ୍ତକୁ କେନ୍ଦ୍ରାପଡା ଫାଷ୍ଟଟ୍ରାକ ଆଡହକ୍ କୋର୍ଟର ଅତିରିକ୍ତ ଜିଲ୍ଲାଜଜ୍ ତ୍ରିବିକ୍ରମ କେଶରୀ ଚିନ୍ନାରା ୧୦ବର୍ଷ ଜେଲଦଣ୍ଡାଦେଶ ସହ ୨୫ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଥାନା…

ଜିଲ୍ଲାରେ ୧୯ହଜାର ୨୫୨ଜଣ ମାଟ୍ରିକ ପରୀକ୍ଷାର୍ଥୀ ୧୦୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେP

କେନ୍ଦ୍ରାପଡ଼ା,୧୯ା୨ : କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ ପରିକ୍ଷା ନିମନ୍ତେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଚଳିତ ବର୍ଷ ଜିଲ୍ଲାରେ ୧୦୩ ଟି ପରୀକ୍ଷା କେନ୍ଦ୍ରରେ ୧୯,୨୫୨ ଜଣ ଛାତ୍ରଛାତ୍ରୀ…

କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର ନିଷ୍ପତ୍ତି ଚିତ୍ତରଞ୍ଜନ ଦାସ ମହାକାଳପଡ଼ାର ବିଧାୟକ ପାର୍ଥୀ

କେନ୍ଦ୍ରାପଡା, ୧୮/୨: ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର ସଭାପତି ପ୍ରଭାକର ପଲାଇଙ୍କ ସଭାପତିତ୍ୱରେ ଜିଲ୍ଲା ଯାଦବ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ନିଷ୍ପତ୍ତି ପ୍ରକାଶ ପାଇଛି । କେନ୍ଦ୍ରାପଡ଼ା ଜିଲ୍ଲାରେ ଯାଦବମାନଙ୍କ ସଂଖ୍ୟା ୩ଲକ୍ଷ ୩୧ହଜାର ଥିବାବେଳେ ଆଗାମୀ…

ଖଡ଼ିଅଣ୍ଟା ଓ ବଡପଡା ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଡ଼ିଅଣ୍ଟା ଓ ବଡପଡା ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ  ଖଡ଼ିଅଣ୍ଟା ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ…