ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ ଅନିଦ୍ଧିଷ୍ଠ କାଳ ପର୍ଯ୍ୟନ୍ତ ଧାରଣାରେ ବସିଲେ

କେନ୍ଦ୍ରାପଡ଼ା,୨୦ା୨ : ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ସମୁହ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି । ଜିଲ୍ଲାର ସମସ୍ତ ଅଣ ଗେଜେଟେଡ ରାଜସ୍ୱ କ୍ଷେତ୍ର ଅଧିକାରୀମାନେ ଦାବି ପୁରଣ ହେବା ପର୍ଯ୍ୟନ୍ତ କେନ୍ଦ୍ରାପଡାର ସମସ୍ତ…

ଜିଲ୍ଲାର ପ୍ରଥମ ପ୍ୟାକ୍ସ ଭାବେ ଭରତପୁର ପ୍ରାଥମିକ କୃଷି ସମବାୟ ସମିତି ସମ୍ପୂର୍ଣ୍ଣ କମ୍ପ୍ୟୁଟରୀକରଣ ହେଲା

କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ଜିଲ୍ଲାର ପ୍ରଥମ ସମବାୟ ସମିତି(ପ୍ୟାକ୍ସ) ଭାବରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପ୍ରାଥମିକ କୃଷି ସମବାୟ ସମିତିକୁ ସମ୍ପୂର୍ଣ୍ଣ କମ୍ପ୍ୟୁଟରୀ କରଣ ବ୍ୟବସ୍ଥା ଆଜି ଉଦଘାଟିତ ହୋଇଯାଇଛି । ସମବାୟ ସମିତି ସମୁହର ଉପନିବନ୍ଧକ ମୋନିକା ରାଓ…

ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ଜିଲ୍ଲାର ୧୮ହଜାର ୯୭୭ଜଣ ପରୀକ୍ଷାର୍ଥୀ ୧୦୩ଟି କେନ୍ଦ୍ରରେ ସାହିତ୍ୟ ପରୀକ୍ଷା ଦେଲେ

କେନ୍ଦ୍ରାପଡ଼ା,୨୦ା୨ : ଆଜି ଠାରୁ ମାଟ୍ରିକ ପରିକ୍ଷା ଆରମ୍ଭ ହୋଇଛି । ଏହି ପରୀକ୍ଷାର ପ୍ରଥମ ଦିନରେ ସାହିତ୍ୟ ବିଷୟରେ ଜିଲ୍ଲାର ୧୦୩ଟି ପରୀକ୍ଷା କେନ୍ଦ୍ରରେ ୧୮,୯୭୭ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥିସହିତ ୨ଟି କେନ୍ଦ୍ରରେ ମୁକ୍ତ…

ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମ ପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ଆୟୋଜିତ କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞର ଦ୍ୱିତୀୟ ଦିବସରେ ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ମହାଆଡମ୍ବରରେ ଆଶ୍ରମର ପ୍ରତିଷ୍ଠାତ୍ରୀ…

ମହାକାଳପଡାର ଚିତ୍ତରଞ୍ଜନ ଦାସ ବିଜେଡିରୁ ନିଲମ୍ବିତ

  କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ଜିଲ୍ଲା ଅନ୍ତର୍ଗତ ମହାକାଳପଡାର ଚିତ୍ତରଞ୍ଜନ ଦାସଙ୍କୁ ଦଳ ବିରୋଧୀ କାର୍ଯ୍ୟ ନିମନ୍ତେ ବିଜୁ ଜନତା ଦଳର ରାଜ୍ୟ ସଭାପତିଙ୍କ ଅନୁମୋଦନ କ୍ରମେ ଦଳରୁ ନିଲମ୍ବନ କରାଯାଇଥିବା ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ…

କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ହେଲେ ଧିରେନ କୁମାର ସାହୁ

କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡା ପୌର ପରିଷଦର ପୂର୍ବତନ ପୌରାଧ୍ୟକ୍ଷ ଯଥା ବରିଷ୍ଠ ର୍ନିବାଦିୟ ବିଜେଡି ନେତା ଧିରେନ କୁମାର ସାହୁ ଆଜି କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ଭାବେ ଦଳ ପକ୍ଷରୁ ଅବସ୍ଥାପିତ କରାଯାଇଛି । ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ…

ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଲକର ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ପାଇଁ ଏକ ସଭା ଆୟୋଜନ କରାଯାଇଥିଲା…

ବିଲିକଣା ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବିଲିକଣା ପଂଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ସରପଂଚ ଲଷ୍ମୀପ୍ରିୟା ଷଢଙ୍ଗୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ…

ପଟ୍ଟାମୁଣ୍ଡାଇରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୨୫୭୮, କପି ରୋକିବାକୁ କଡା ପଦକ୍ଷେପ

ଆଜି ଠାରୁ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି । ଏହି ପରୀକ୍ଷା ସୁପରିଚାଳନା ପାଇଁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ କଷଣଅଣ୍ଟା ହାଇସ୍କୁଲ ପ୍ରଶ୍ନପତ୍ର ହବ କେନ୍ଦ୍ର କରାଯାଇଛି ।  ସମୁଦାୟ ପରୀକ୍ଷା ପରିଚାଳନା ପାଇଁ ୧୩ ହବ…