କେନ୍ଦ୍ରାପଡ଼ା,୨୨ା୨ : କେନ୍ଦ୍ରାପଡା ପୈାର ପରିଷଦର ପୂର୍ବତନ ନଗରପାଳ ଧିରେନ କୁମାର ସାହୁଙ୍କୁ ବିଜେଡି ଜିଲ୍ଲା ସଭାପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଥିବାରୁ ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ ଭି.କେ.କାର୍ତ୍ତିକେୟନ ପାଣ୍ଡିଆନ, ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ମନ୍ତ୍ରୀ ପ୍ରତାପ କେଶରୀ ଦେବ, ବିଧାୟକ ଶଶିଭୂଷଣ ବେହେରା, ବିଧାୟିକା ସାବିତ୍ରୀ ଅଗ୍ରୱାଲ, ବିଧାୟକ ଧ୍ରୁବ ଚରଣ ସାହୁ, […]
Day: 22 February 2024
କେନ୍ଦ୍ରାପଡ଼ା,୨୨ା୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଢ ନେତୃତ୍ୱ, ଲୋକପ୍ରିୟତା ଓ ଦକ୍ଷ ସୁଶାସନରେ ଅନୁପ୍ରାଣିତ ହୋଇ ଏବଂ ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇଙ୍କ ପ୍ରଚେଷ୍ଟା ଫଳରେ ଆଜି କେନ୍ଦ୍ରାପଡାରେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି । ଏହି ଉପଲକ୍ଷେ କେନ୍ଦ୍ରାପଡାର ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇଙ୍କ ପୈାରହିତ୍ୟରେ ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୈାରୀଶଙ୍କର ହୋଟେଲ ପରିସରରେ ଅନୁଷ୍ଠିତ […]
କେନ୍ଦ୍ରାପଡ଼ା,୨୧ା୨: ଶୁକ୍ରବାର ଦିନ ସ୍ଥାନୀୟ ସହରସ୍ଥ ଆଇଡିଆଲ୍ ପବ୍ଲିକ ସ୍କୁଲର ୩୩ତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ସଭାପତି ସ୍ୱରାଜ ରାଜ୍ ସିଂହଙ୍କ ସଭାପତିତ୍ୱରେ ଟାଉନ୍ ହଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, କେନ୍ଦ୍ରାପଡା ପୌରାପାଳିକାର ଅଧ୍ୟକ୍ଷା ସରିତା ସାହୁ ମୁଖ୍ୟବକ୍ତା ଏବଂ ଅନୁଷ୍ଠାନର ସମ୍ପାଦକ ପ୍ରଭାତ ଅଧିକାରୀ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ଆଦର୍ଶ ଶିକ୍ଷାର୍ଥୀ […]
କେନ୍ଦ୍ରାପଡ଼ା,୨୨ା୨ : କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ମାଧପୁର ଗ୍ରାମର ମା’ବାସୁଳେଇ କ୍ଲବର ନବ ନିର୍ମିତ ଗୃହ ଆଜି ଅପରାହ୍ନରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ କ୍ଲବ ପରିସରରେ ୧୦ନମ୍ବର ୱାର୍ଡର କାଉନସିଲର ରଶ୍ମିତା ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟକ ଆଞ୍ଚଳିକ ପାଣ୍ଠିରେ ନିର୍ମିତ ମା’ ବାସୁଳେଇ କ୍ଲବର ନବ ନିର୍ମିତ ଗୃହକୁ ଉଦଘାଟନ କରିଥିଲେ […]
କେନ୍ଦ୍ରାପଡା, ୨୨/୨: ଅନ୍ତର୍ଜାତିକ ମାତୃଭାଷା ଦିବସ ପାଳନ ଅବସରରେ କେନ୍ଦ୍ରାପଡା ପୌରସଂସ୍ଥା ଟାଉନ ହଲ୍ରେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ସଭାପତି ଡ. ବାସୁଦେବ ଦାସଙ୍କ ପୌରହିତ୍ୟରେ ଏକ ସାହିତ୍ୟ ସଭା ଅନୁଷ୍ଠିତ ହୋଇଯାଇଛି । ଓଡିଆ ଭାଷା ବିକାଶ ସମିତି ଆହ୍ୱାନରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା କହିଲେ ଯେ, ମାତୃଭାଷା ଆମର ଜୀବନ ଜୀବିକାର ଭାଷା ହେବା […]
କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ସହର ଉପଖଣ୍ଡ ଗରାପୁର ଠାରେ ନୂତନ ଇଂଗ୍ରାଜୀ ପ୍ଲେ ସ୍କୁଲ ଇନରିଚ ପବ୍ଲିକ ସ୍କୁଲ ଉଦ୍ଘାଟିତ ହୋଇଯାଇଛି । କେନ୍ଦ୍ରାପଡାର ପୌରପରିଷଦର ପୌରାଧ୍ୟକ୍ଷା ସରିତା ସାହୁ ମୁଖ୍ୟ ଅତିଥି ଓ କେନ୍ଦ୍ରାପଡା ସ୍ୱୟଂଶାଶିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡଃ ଏସକେ ସମସୁର ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ଫିତାକାଟି ଉଦ୍ଘାଟିତ କରି କହିଥିଲେ ଯେ ଜଣେ ମା ଯେପରି ଶିଶୁଟିକୁ ଯତ୍ନ କରି ଭଲ ମଣିଷ କରାଏ […]