ଗଣ୍ଡକୁଳ ସାରସ୍ୱତ ସଂଘ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଡିହାପଡା ପଂଚାୟତ ଗଣ୍ଡକୂଳ ଠାରେ ଗତ ୨୩,୨୪,୨୫ ତାରିଖ ତିନି ଦିନ ଧରି ଆୟୋଜିତ ରାଜ୍ୟ ସ୍ତରୀୟ ନିଗମାନନ୍ଦ ସମ୍ମିଳନୀ ଉଦଯାପିତ ହୋଇଯାଇଛି | ଗଣ୍ଡକୁଳ ଜୟ ଗୁରୁ ଆଶ୍ରମ ସମ୍ମୁଖ ପଡିଆରେ ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଭବ୍ୟ ଆୟୋଜନ କରାଯାଇଥିଲା । ସାରସ୍ୱତ ସଂଘ ସଭାପତି ଗଗନେନ୍ଦ୍ର ମହାପାତ୍ର, ସମ୍ପାଦକ ବ୍ରହ୍ମାନନ୍ଦ ବେହେରା, ଦୂର୍ଗା ଚରଣ ଭାଇ,ବରିଷ୍ଠ […]
Day: 25 February 2024
କେନ୍ଦ୍ରାପଡା, ୨୫ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡିଆଠାରେ କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ସୁରମା ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ, ମୁଖ୍ୟବକ୍ତା ଭାବରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର, ବିଶିଷ୍ଟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପିତାମ୍ବର ସାମଲ ଯୋଗ ଦେଇଥିବାବେଳେ କେନ୍ଦ୍ରାପଡା ସ୍ୱୟଂଶାସିତ […]
କେନ୍ଦ୍ରାପଡ଼ା,୨୫ା୨ : ଅଖିଳ ଭାରତ ପୋଷ୍ଟମ୍ୟାନ, ଏମଟିଏସ ଓ ଡାକ ସେବକସଙ୍ଘର ଦ୍ୱିତୀୟ ବାର୍ଷିକ ସମ୍ମିଳନୀ ସହରର ହୋଟେଲ ଗୋଲଡେନ ପ୍ୟାଲେସରେ ଅନୁଷ୍ଠିତ ହୋଇଯାଇଛି । ଲିୟାକତ ଅଲ୍ଲୀ, ସୂର୍ଯ୍ୟକାନ୍ତ ସାମଲ, ଅଶୋକ କୁମାର ପଣ୍ଡାଙ୍କୁ ନେଇ ଗଠିତ ସଭାପତି ମଣ୍ଡଳୀଙ୍କ ଦ୍ୱାରା ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରଥମେ ସହୀଦ ବେଦୀରେ ମାଲ୍ୟାର୍ପଣ ପରେ ସମ୍ମିଳନୀକୁ ଉଦଘାଟନ କରି ଶ୍ରମିକନେତା ଗୟାଧର ଧଳ ଦେଶ ଆଜି ସଙ୍କଟଜନକ ପରିସ୍ଥିତି […]
କେନ୍ଦ୍ରାପଡା, ୨୫/୨- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଧୂମାତ ନୂଆସାହିଠାରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ସ୍ୱର୍ଗତ ପର୍ଶୁରାମ ସ୍ୱାଇଁଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତୀ ଉନ୍ମୋଚିତ ହୋଇଅଛି । ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ରାଜ୍ୟ ସମ୍ପାଦକ ପ୍ରଣବ କୁମାର ଜେନା, ସମାଜସେବୀ ଜନ୍ମେଜୟ ପ୍ରଧାନ, ଭିତରକନିକା ଭାରତୀୟ ଷ୍ଟେଟ୍ବ୍ୟାଙ୍କ ଶାଖା ପରିଚାଳକ ମନୋରଞ୍ଜନ ସ୍ୱାଇଁ, ସ୍ନେହାଂଶୁ ଦାସ, ଅଲେଖ ସ୍ୱାଇଁ, ଶିକ୍ଷାବିତ୍ ଅଭିରାମ ସ୍ୱାଇଁ, ରାଜକିଶୋର […]
କେନ୍ଦ୍ରାପଡା ୨୫/୨ – ବାରୁଅ ସ୍ଥିତ ଅଗ୍ରଣୀ ସାସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହାୟତାରେ ଶ୍ରୀ ସିଦ୍ଧ ମହାପୁରୁଷ ମହୋତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । କଳା ନିକେତନର ପ୍ରତିଷ୍ଠାତା ସଂପାଦକ ସଙ୍ଗୀତ ନେିଦ୍ଦର୍ଶକ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ ମହୋତ୍ସବର ମୁଖ୍ୟ ଅତିଥି ଭାବରେ ପଣ୍ଡିତ୍ ହୃଷିକେଶ ରଥ […]
କେନ୍ଦ୍ରାପଡା ୨୫/୨- କେନ୍ଦ୍ରାପଡାସ୍ଥିତ ଜଜାଙ୍ଗପାର୍କ ପଡିଆରେ ଛତ୍ରପତି ଶିବାଜୀ ଟାଇକୋଣ୍ଡୋ ଏକାଡେମୀ ତରଫରୁ “ବେଲ୍ଟ ପ୍ରମୋସନ ଟେଷ୍ଟ” ଅନୁଷ୍ଠିତ ହୋଇଯାଇଛି । ଏହି ପରୀକ୍ଷାରେ ୫୦ ରୁ ଉର୍ଦ୍ଧ୍ୱ ବାଳକ ଓ ବାଳିକା ଜିଲ୍ଲାର ବିଭିନ୍ନ କୋଣଅନୁକୋଣରୁ ଚୟନୀତ ହୋଇ ପରୀକ୍ଷା ଦେବାପାଇଁ ଆସିଥିଲେ । ଉକ୍ତ ପରୀକ୍ଷାରେ ଶିକ୍ଷାର୍ଥୀ ଶିଖିଥିବା କଳା ଯଥା “ପଞ୍ଚ” ବା ହସ୍ତଯୁଦ୍ଧ କଳା “କିକ୍” ପାଦ ଯୁଦ୍ଧ କଳା ଓ “କାତା” ବା […]
ଗୁରୁ ଙ୍କ ଯୋଗୁଁ ମନରେ ଶକ୍ତି ଓ ଭକ୍ତି ଆସିବା ସହିତ ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିଥାଏ ବୋଲି ରାଜ୍ୟ ଖାଦ୍ୟ ଯୋଗାଣ ଖାଉଟିକଲ୍ୟାଣ, ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚି ନାୟକ ଗଣ୍ଡକୁଳ ସାରସ୍ୱତ ସଂଘ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଡିହାପଡା ପଂଚାୟତ ଗଣ୍ଡକୂଳ ଠାରେ ଆଜି ରାଜ୍ୟ ସ୍ତରୀୟ ନିଗମାନନ୍ଦ ଭକ୍ତ ସମ୍ମିଳନୀର ଦ୍ୱିତୀୟ ସନ୍ଧ୍ୟାରେ ବରେଣ୍ୟ ଅତିଥିଭାବେ ଯୋଗ ଦେଇ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବଣିକ ସଂଘ ଆନୁକୂଲ୍ୟରେ ଦୀର୍ଘ ୭୫ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଥିବା ଏ ଅଂଚଳର ଅନ୍ୟତମ ଗଣପର୍ବ ତଥା ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞ ଗତ ୧୬ ତାରିଖ ଠାରୁ ଆରମ୍ଭ ହୋଇ ଥିବା ବିଶ୍ୱଶାନ୍ତି ମହାଯଜ୍ଞ ୯ଦିନ ବ୍ୟାପି ଆୟୋଜିତ ହୋଇ ୨୪ ତାରିଖ ଅଗ୍ନି ପୂର୍ଣ୍ଣିମା ଅବସରରେ ପୂର୍ଣ୍ଣାହୂତି ଦିଆଯାଇ ଉଦଯାପନ କରାଯାଇଛି । ବହୁ ବିଦ୍ୱାନ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତ […]
କେନ୍ଦ୍ରାପଡ଼ା, ୨୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗରସ୍ଥିତ ତୈଳିକ ବୈଶ୍ୟ ସାମାଜର ଆରାଧ୍ୟ ମଦନମୋହନଜୀଉଙ୍କ ପ୍ରଥମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଭକ୍ତମାନଙ୍କ ଦ୍ୱାରା କଳସ ଆଣାଯାଇ ଘଟ ସ୍ଥାପନ ସହ ଶୁଭାଧିବାସ କରାଯାଇଥିଲା । ଏହି ଅବସରରେ ମନ୍ଦିର ପ୍ରାଙ୍ଗଣରେ ଅଷ୍ଟପ୍ରହର ନାମଯଜ୍ଞ କରାଯିବା ସହ ରାତ୍ରିରେ ଅଗ୍ନି ଉତ୍ସବ ପାଳନ କରାଯାଇଥିଲା । ମାଘ ପୂର୍ଣ୍ଣିମା ଅବସରରେ ଅହୋରାତ୍ର ନାମଯଜ୍ଞରେ ଜିଲ୍ଲାର […]
କେନ୍ଦ୍ରାପଡ଼ା,୨୪ା୨ : କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର ୩୭ତମ ପ୍ରତିଷ୍ଠା ଦିବସ ବ୍ୟାଙ୍କର ସମ୍ମିଳନୀ କକ୍ଷରେ ପରିଚାଳନା ପରିଷଦ ସଭାପତି ଗୁରୁ ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଗାନ୍ଧୀଙ୍କ ପ୍ରିୟ ଭଜନ ‘ବୈଷ୍ଣବ ଜନତୋ’ ସଂଗୀତ ଗାନ ପରେ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଭାଗ୍ୟଲକ୍ଷ୍ମୀ ପଣ୍ଡା ଏହି ଦିବସର ତାତ୍ପର୍ଯ୍ୟ, ପ୍ରତିଷ୍ଠାତା ବ୍ୟକ୍ତିମାନଙ୍କର ବ୍ୟାଙ୍କ ଗଠନରେ ପ୍ରମୁଖ ଭୂମିକା […]
କେନ୍ଦ୍ରାପଡ଼ା,୨୪ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମରେ ଗତ ସୋମବାର ଠାରୁ ଏକ ପାଗଳା ମାଙ୍କଡ ଆକ୍ରମଣରେ ୧୮ରୁ ଉର୍ଦ୍ଧ୍ୱ ମହିଳା, ପୁରୁଷ ଓ ଯୁବକମାନେ ଗୁରୁତ୍ତର ଭାବେ ଆହତ ହୋଇ ଲହୁଲୁହାଣ ହୋଇ ଡାକ୍ତରଖାନାରେ ଚିକିତ୍ସିତ ଥିବା ସମ୍ପର୍କରେ ସ୍ଥାନୀୟ ବନ ବିଭାଗରେ ଅଭିଯୋଗ ହୋଇ ଆସୁଛି । ଏସମ୍ପର୍କରେ ବିଭିନ୍ନ ସମ୍ବାଦପତ୍ରରେ ଖବର ପ୍ରକାଶ ପାଇବା ପରେ ବନ ବିଭାଗର କର୍ମଚାରୀ ଲୋକ ଦେଖାଣିଆ […]
କେନ୍ଦ୍ରାପଡ଼ା ୨୪/୨: କେନ୍ଦ୍ରାପଡା ପୌରାଞ୍ଚଳ ଅଯୋଧ୍ୟା ନଗର ସ୍ଥିତ ପୌର ସଂସ୍ଥା ଦୃଷ୍ଟିହୀନ ବିଦ୍ୟାଳୟରେ ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ସ୍ୱର୍ଗତ ଶ୍ରୀଧର ରାଉତଙ୍କ ଷଷ୍ଠ ବାର୍ଷିକ ଶ୍ରକ୍ଷଦ୍ଧ ଦିବସ ପାଳନ କରାଯାଇଛି । ପ୍ରଧାନଶିକ୍ଷକ ସ୍ୱପ୍ନକ୍ଷଶୁ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ, ମୁଖ୍ୟ ବକ୍ତା ଭାବେ ବଗ ଡକ୍ଷ ସରକାରୀ ଉଚ୍ଚ ବିଦ୍ୟାଳୟର […]