କେନ୍ଦ୍ରାପଡ଼ା,୨୭ା୨: ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ସାମାଜିକ ଅନୁଷ୍ଠାନ ମହାବୀର ସାଂସ୍କୃତିକ ସଂଗଠନ ଆନୁକୂଲ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଓଡ଼ିଶାରୁ ବିଲୁପ୍ତ ହେବାକୁ ବସିଥିବା ଲୋକସଙ୍ଗୀତ, ଲୋକନୃତ୍ୟ ଓ ଲୋକବାଦ୍ୟର ପୁନରୁଦ୍ଧାର କରିବା ଲକ୍ଷ୍ୟରେ ଏକ ଲୋକକଳା ମହୋତ୍ସବ ଦୁଇଦିନ ଧରି ଇନ୍ଦୁପୁରଠାରେ ଅନୁଷ୍ଠିତ ହୋଇଯାଇଚି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ କେନ୍ଦ୍ରାପଡ଼ା ଜିଲ୍ଲାର ଏକମାତ୍ର ଲୋକକଳା ସୁତାକଣ୍ଡେଇ ନୃତ୍ୟକୁ ବଞ୍ଚାଇ ରଖିଥିବା […]

କେନ୍ଦ୍ରାପଡ଼ା,୨୭ା୨:ଚକେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ବ୍ରହ୍ମଚାରୀ ନୃସିଂହନାଥ ଦାସ ଆଶ୍ରମ ପରିସରରେ ଏବଂ ଆଳିଜଙ୍ଗା ରାସ୍ତା କଡରେ ବିଭିନ୍ନ ଫଳ ଓ ଫୁଲ ଗଛର ଚାରା ରୋପଣ କରିଛନ୍ତି । ଆଗକୁ ଆସୁଥିବା ପ୍ରବଳ ଗୀଷ୍ମପ୍ରବାହରେ ପଥଚାରୀମାନେ ସେହିସବୁ ବୃକ୍ଷମୂଳରେ ଆଶ୍ରୟ ନେବା ସହ ଗଛର ଫଳ ଓ ଫୁଲକୁ ବ୍ୟବହାର କରିପାରିବେ ବୋଲି ବ୍ରହ୍ମଚାରୀ ଶ୍ରୀ ଦାସ କହିଛନ୍ତି । ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ […]

କେନ୍ଦ୍ରାପଡ଼ା,୨୭ା୨: କେନ୍ଦ୍ରାପଡା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ମିଶନଶକ୍ତି ଅଧିନରେ ଋଣ ନେଇଥିବା ମହିଳା ସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକୁ ଋଣର ସୁଧବାବଦ ଅର୍ଥ ସେମାନଙ୍କୁ ଫେରସ୍ତ ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ ବିଡିଓ ବନ୍ଦନା ଖଟୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ବିଧାୟକ ଶଶିଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ ଏବଂ ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳି ସେଠୀ, ବ୍ଲକ ଅଧ୍ୟକ୍ଷା ରଶ୍ମିତା ସେଠୀ ଓ ପୈାରାଧ୍ୟକ୍ଷା ସରିତା […]

  କେନ୍ଦ୍ରାପଡ଼ା, ୨୭ା୨: ରାଜ୍ୟରେ ୪୨ଟି କ୍ରୀକେଟ ଏକାଡେମୀ, ୪ଟି କ୍ରୀକେଟ ଷ୍ଟାଡିୟମ, ୩ଟି ସ୍ପୋର୍ଟସ କମ୍ପେ୍ଲକ୍ସ, ଗୋଟିଏ ଭାର ଉତ୍ତୋଳନ ଏକାଡେମୀ, ଗୋଟିଏ ୨୦୦ ଖେଳାଳୀ ବିଶିଷ୍ଟ ସ୍ପୋର୍ଟସ ହଷ୍ଟେଲ ମୁଖ୍ୟମନ୍ତ୍ରୀ ଲୋକାର୍ପିତ ଓ ଶୀଳାନ୍ୟାସ କରିଥିବା ବେଳେ କେନ୍ଦ୍ରାପଡା ଜିଲ୍ଲାବାସୀଙ୍କୁ କେବଳ ଧୋକ୍କା ଦିଆଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାବାସୀ ବିଜୁବାବୁଙ୍କୁ ଅତିତରେ ରାଜନୈତିକ ଜୀବନ୍ୟାସ ଦେଇଥିଲେ । ତା’ର ପ୍ରତିବଦଳରେ କେନ୍ଦ୍ରାପଡ଼ା ଜିଲ୍ଲାବାସୀ, ପ୍ରତାରଣା, ପ୍ରତିଶ୍ରୁତି ଓ […]

ଓଡିଶା ପ୍ରଗତିର ସାରଥୀ ମିଶନଶକ୍ତି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଓ ପୂର୍ବରୁ କରିଥିବା ଋଣ ବାବଦକୁ ସୁଧ ଫେରସ୍ତ କରିବା ପାଇଁ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ମିଶନଶକ୍ତି ମହାସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକରେ ମିଶନଶକ୍ତି ମହାସମ୍ମିଳନୀ ଆୟୋଜିତ ହୋଇଥିଲା । ପଟ୍ଟାମୁଣ୍ଡାଇ ବ୍ଲକ ମିଶନଶକ୍ତି […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ ପରିଦର୍ଶନ କରି ଭିତ୍ତିଭୂମି ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି କାୟାକଳ୍ପ ଟିମ ସଦସ୍ୟ। । ସୋମବାର ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ କାୟାକଳ୍ପ ଟିମ ଡା ପ୍ରଶାନ୍ତ ହୋତାଙ୍କ ନେତୃତ୍ୱରେ ବାଲଚନ୍ଦନ ବିଏଲ,ଡା ଅନିଲ ପଟ୍ଟନାୟକ ପ୍ରମୁଖ ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ପରିଦର୍ଶନ କରି ହସ୍ପିଟାଲର ଇନଡୋର୍‌, ଆଉଟ୍‌ ଡୋର୍‌, ଫ୍ଲୁ ସେଣ୍ଟର, ଔଷଧ ଭଣ୍ଡାର, ରୋଗୀ ୱାର୍ଡ, ପ୍ରସୂତି […]

କେନ୍ଦ୍ରାପଡ଼ା,୨୬ା୨: କେନ୍ଦ୍ରାପଡା ସହରର ଜଣେ ଗ୍ୟାରେଜ ମାଲିକଙ୍କ ଖାମଖିଆଲି ଯୋଗୁଁ ଏକ ସ୍କୁଟି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି । ଅଭିଯୋଗରୁ ପ୍ରକାଶ ଯେ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଭରତପୁର ପଞ୍ଚାୟତର ଖଣ୍ଡିଆବନ୍ଧ ଗ୍ରାମର ଶିକ୍ଷକ ସ୍ୱର୍ଗତ ଉତ୍ସବ ସ୍ୱାଇଁଙ୍କ ପୁତ୍ର ରଣଜିତ କୁମାର ସ୍ୱାଇଁ ତାଙ୍କ ଭଉଣୀଙ୍କ ସ୍କୁଟିର ସାଇଲେନ୍ସରରେ ଏକ ହୋଲ ହୋଇଯାଇଥିବାରୁ ତାକୁ ନେଇ ଓଲଡିଂ କରିବାକୁ କଜଳାର ଜ୍ଞାନପିଠ ପାଖରେ ଥିବା […]