ସାରା ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨ହଜାର ସି ଏସ ପି ଜରିଆରେ ସରକାର ଆମ ବ୍ୟାଙ୍କ ସେବା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଭୁବନେଶ୍ୱର ଠାରେ ବିଭାଗୀୟ ମନ୍ତ୍ରୀ ସଚିବଙ୍କ ଉପସ୍ଥିତିରେ ଆମ ବ୍ୟାଙ୍କ ସେବା ଉଦଘାଟନ କରିଛନ୍ତି । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକରେ ୧୩ଟି ପଂଚାୟତରେ ଆମ ବ୍ୟାଙ୍କ ସେବା ଉଦଘାଟିତ ହୋଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ବାଲିପାଟଣା ପଂଚାୟତରେ ଆମ […]

କେନ୍ଦ୍ରାପଡ଼ା,୨୯ା୨ : କେନ୍ଦ୍ରାପଡା ଜିଲ୍ଲାରେ ପ୍ରଥମ ଥର ନିମନ୍ତେ ଜନୈକ ଶିକ୍ଷୟିତ୍ରୀ ଅବସର ଦିନ ଫାଇନାଲ ପେନସନ ମଞ୍ଜୁରୀପତ୍ର ପାଇଥିବା ଦେଖାଯାଇଛି । କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଭରତପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶାନ୍ତିଲତା ବାରିକ ଆଜି କାର୍ଯ୍ୟରୁ ଅବସର ନେଇଥିବା ବେଳେ ତାଙ୍କୁ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସଭାଗୃହରେ ଫାଇନାଲ ପେନସନ ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଏକ ଉତ୍ସବରେ କେନ୍ଦ୍ରାପଡା […]

କେନ୍ଦ୍ରାପଡ଼ା,୨୯ା୨: କେନ୍ଦ୍ରାପଡା ପୈାରସଂସ୍ଥା ଅନ୍ତର୍ଗତ ୫ଟି ୱାର୍ଡର ଅଧିବାସୀଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସୁଦ୍ଧ ପାନୀୟ ଜଳ ପ୍ରକଳ୍ପର ଆଭାସୀ ମାଧ୍ୟମରେ ଲୋକାର୍ପଣ କରିଛନ୍ତି । ଏହି ଉପଲକ୍ଷେ ପୈାରସଂସ୍ଥା ଟାଉନହଲ ପରିସରରେ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମର ଅଧାରରେ ମୁଖ୍ୟମନ୍ତ୍ରୀ ନବୀନ ଶ୍ରୀ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ସହରବାସୀଙ୍କ ପାଇଁ ବିଭିନ୍ନ ସୁବିଧା ଓ ସେବା ମୂଳକ କାର୍ଯ୍ୟକ୍ରମର ଲୋକାର୍ପଣ କରି କହିଲେ ଯେ […]

ଷ୍ଟାର ପ୍ଲସ ଟିଭି ଚ୍ୟାନେଲ ଓ ହଟ ଷ୍ଟାରରେ ହେଉଥିବା ଜାତୀୟ ସ୍ତରରେ ଡ୍ୟାନ୍ସ ରିଅଲିଟି ଶୋ ‘ଡ୍ୟାନ୍ସ ପ୍ଲସ-ପ୍ରୋରେ ଭାଗ ନେଇ କମାଲ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସୁନାମଧନ୍ୟ ଅଗ୍ରଣୀ ଡ୍ୟାନ୍ସ ସ୍କୁଲ ଫିଟ ଅଫ ଫାୟାର ଡ୍ୟାନ୍ସ ଏକାଡେମୀ ଛାତ୍ର ରାକେଶ ସାହୁ । ଏହି ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଓଡିଶା ରାଜ୍ୟର ଏକମାତ୍ର ପ୍ରତିଯୋଗୀ ଭାବେ ବିଭିନ୍ନ ରାଜ୍ୟର ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ପରାସ୍ତକରି […]