ଅଖିଳ ଭାରତ ପୋଷ୍ଟମ୍ୟାନ, ଏମଟିଏସ ଓ ଗ୍ରାମୀଣ ଡାକ ସେବକସଙ୍ଘର ବାର୍ଷିକ ସମ୍ମିଳନୀ

25 February 2024 kanika odisha 0

କେନ୍ଦ୍ରାପଡ଼ା,୨୫ା୨ : ଅଖିଳ ଭାରତ ପୋଷ୍ଟମ୍ୟାନ, ଏମଟିଏସ ଓ ଡାକ ସେବକସଙ୍ଘର ଦ୍ୱିତୀୟ ବାର୍ଷିକ ସମ୍ମିଳନୀ ସହରର ହୋଟେଲ ଗୋଲଡେନ ପ୍ୟାଲେସରେ ଅନୁଷ୍ଠିତ ହୋଇଯାଇଛି । ଲିୟାକତ ଅଲ୍ଲୀ, ସୂର୍ଯ୍ୟକାନ୍ତ ସାମଲ, ଅଶୋକ କୁମାର […]

ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ପର୍ଶୁରାମ ସ୍ୱାଇଁଙ୍କର ପ୍ରତିମୂର୍ତ୍ତୀ ଅନାବରଣ

25 February 2024 kanika odisha 0

କେନ୍ଦ୍ରାପଡା, ୨୫/୨- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଧୂମାତ ନୂଆସାହିଠାରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ସ୍ୱର୍ଗତ ପର୍ଶୁରାମ ସ୍ୱାଇଁଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତୀ ଉନ୍ମୋଚିତ ହୋଇଅଛି । ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ […]

ଶ୍ରୀ ସିଦ୍ଧ ମହାପୁରୁଷ ମହୋତ୍ସବ

25 February 2024 kanika odisha 0

କେନ୍ଦ୍ରାପଡା ୨୫/୨ – ବାରୁଅ ସ୍ଥିତ ଅଗ୍ରଣୀ ସାସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହାୟତାରେ ଶ୍ରୀ ସିଦ୍ଧ ମହାପୁରୁଷ ମହୋତ୍ସବ […]

ଛତ୍ରପତି ଶିବାଜୀ ଟାଇକୋଣ୍ଡୋରେ ବେଲ୍ଟ ଟେଷ୍ଟ

25 February 2024 kanika odisha 0

କେନ୍ଦ୍ରାପଡା ୨୫/୨- କେନ୍ଦ୍ରାପଡାସ୍ଥିତ ଜଜାଙ୍ଗପାର୍କ ପଡିଆରେ ଛତ୍ରପତି ଶିବାଜୀ ଟାଇକୋଣ୍ଡୋ ଏକାଡେମୀ ତରଫରୁ “ବେଲ୍ଟ ପ୍ରମୋସନ ଟେଷ୍ଟ” ଅନୁଷ୍ଠିତ ହୋଇଯାଇଛି । ଏହି ପରୀକ୍ଷାରେ ୫୦ ରୁ ଉର୍ଦ୍ଧ୍ୱ ବାଳକ ଓ ବାଳିକା ଜିଲ୍ଲାର […]

ଗୁରୁଙ୍କ ଯୋଗୁଁ ମନରେ ଶକ୍ତି ଓ ଭକ୍ତି ଆସିଥାଏ :ମନ୍ତ୍ରୀ ଅତନୁସବ୍ୟସାଚୀ, ଗଣ୍ଡକୂଳ ରାଜ୍ୟସ୍ତରୀୟ ନିଗମାନନ୍ଦ ଭକ୍ତ ସମ୍ମିଳନୀ ୨ୟ ଦିବସ

25 February 2024 kanika odisha 0

ଗୁରୁ ଙ୍କ ଯୋଗୁଁ ମନରେ ଶକ୍ତି ଓ ଭକ୍ତି ଆସିବା ସହିତ ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିଥାଏ ବୋଲି ରାଜ୍ୟ ଖାଦ୍ୟ ଯୋଗାଣ ଖାଉଟିକଲ୍ୟାଣ, ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚି […]

ପଟ୍ଟାମୁଣ୍ଡାଇ ବିଶ୍ୱଶାନ୍ତି ମହାଯଜ୍ଞ ପୂର୍ଣ୍ଣାହୂତି

25 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବଣିକ ସଂଘ ଆନୁକୂଲ୍ୟରେ ଦୀର୍ଘ ୭୫ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଥିବା ଏ ଅଂଚଳର ଅନ୍ୟତମ ଗଣପର୍ବ ତଥା ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞ ଗତ ୧୬ ତାରିଖ […]

ତୈଳିକ ବୈଶ୍ୟ ସମାଜର ଆରାଧ୍ୟ ମଦନମୋହନଜୀଉଙ୍କ ବାର୍ଷିକୋତ୍ସବ

25 February 2024 kanika odisha 0

କେନ୍ଦ୍ରାପଡ଼ା, ୨୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗରସ୍ଥିତ ତୈଳିକ ବୈଶ୍ୟ ସାମାଜର ଆରାଧ୍ୟ ମଦନମୋହନଜୀଉଙ୍କ ପ୍ରଥମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଭକ୍ତମାନଙ୍କ ଦ୍ୱାରା କଳସ ଆଣାଯାଇ ଘଟ […]

କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୩୭ତମ ପ୍ରତିଷ୍ଠା ଦିବସ

25 February 2024 kanika odisha 0

କେନ୍ଦ୍ରାପଡ଼ା,୨୪ା୨ : କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର ୩୭ତମ ପ୍ରତିଷ୍ଠା ଦିବସ ବ୍ୟାଙ୍କର ସମ୍ମିଳନୀ କକ୍ଷରେ ପରିଚାଳନା ପରିଷଦ ସଭାପତି ଗୁରୁ ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଗାନ୍ଧୀଙ୍କ ପ୍ରିୟ […]

ଭରତପୁର ଗ୍ରାମରେ ପାଗଳା ମାଙ୍କଡ ଆକ୍ରମଣରେ ୧୮ ଆହତ ବନ ବିଭାଗକୁ ବାରମ୍ବାର ଅଭିଯୋଗ ପରେବି ଫଳ ଶୂନ

25 February 2024 kanika odisha 0

କେନ୍ଦ୍ରାପଡ଼ା,୨୪ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମରେ ଗତ ସୋମବାର ଠାରୁ ଏକ ପାଗଳା ମାଙ୍କଡ ଆକ୍ରମଣରେ ୧୮ରୁ ଉର୍ଦ୍ଧ୍ୱ ମହିଳା, ପୁରୁଷ             ଓ ଯୁବକମାନେ ଗୁରୁତ୍ତର ଭାବେ ଆହତ ହୋଇ […]

ଦୃଷ୍ଟି ବାଧିତ ବିଦ୍ୟାଳୟରେ ଶ୍ରୀଧର ରାଉତଙ୍କ ଷଷ୍ଠ ବାର୍ଷିକ ଶ୍ରାଦ୍ଧ ଦିବସ ପାଳନ

25 February 2024 kanika odisha 0

କେନ୍ଦ୍ରାପଡ଼ା ୨୪/୨: କେନ୍ଦ୍ରାପଡା ପୌରାଞ୍ଚଳ ଅଯୋଧ୍ୟା ନଗର ସ୍ଥିତ ପୌର ସଂସ୍ଥା ଦୃଷ୍ଟିହୀନ ବିଦ୍ୟାଳୟରେ ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ସ୍ୱର୍ଗତ ଶ୍ରୀଧର ରାଉତଙ୍କ ଷଷ୍ଠ ବାର୍ଷିକ ଶ୍ରକ୍ଷଦ୍ଧ ଦିବସ ପାଳନ କରାଯାଇଛି । ପ୍ରଧାନଶିକ୍ଷକ […]

ଦୁଇ ବାଇକ ମୁହାମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର

24 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ରାଜନଗର ରାସ୍ତା ମହାଜନ ସାହି ନିକଟରେ ଶନିବାର ରାତ୍ରି ୯ ଟାରେ  ଦୁଇଟି ବାଇକ ମଧ୍ୟରେ ମୁହାମୁହିଁ ଧକ୍କା ହେବାରୁ ଜଣେ ବାଇକ ଆରୋହିଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ […]

ଶିବାନନ୍ଦ ଆଶ୍ରମରେ ବିଶ୍ୱ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ

23 February 2024 kanika odisha 0

କେନ୍ଦ୍ରାପଡ଼ା,୨୩ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ବିଶ୍ୱ କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞ ଗତ ୧୭ତାରିଖରୁ ଆରମ୍ଭ ହୋଇଛି । ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ […]

କୃଷକ ହତ୍ୟା ବିରୋଧରେ କେନ୍ଦ୍ରାପଡାରେ କଳା ଦିବସ ପାଳନ

23 February 2024 kanika odisha 0

କେନ୍ଦ୍ରାପଡ଼ା, ୨୩ା୨: ପଞ୍ଜାବ-ହରିୟାଣା ସୀମାର ଖାନାଉରୀ ଠାରେ ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରୁଥିବା କୃଷକଙ୍କ ଉପରକୁ ରବର ଗୁଳି ମାଡ଼ ଭଳି ବର୍ବର ଆକ୍ରମଣକୁ ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ମାନଙ୍କର […]

ଇନଡୋର ଷ୍ଟାଡିୟମ ଉଦଘାଟନୀ କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ସୁଚନା ନାହିଁ, ତ୍ରୁଟି ଲୁଚାଇବା ପାଇଁ ଗଣମାଧ୍ୟମକୁ ଦୂରେଇ ରଖାଯାଉଛି

23 February 2024 kanika odisha 0

ସରକାରୀ କାର୍ଯ୍ୟକ୍ରମକୁ ଲୋକ ଲୋଚନକୁ ଆଣିବାରେ ଗଣମାଧ୍ୟମ ପ୍ରମୁଖ ଭୁମିକା ଗ୍ରହଣ କରିଥାଏ । ସରକାରୀ କର୍ମଚାରୀ ଠିକ୍ ଭାବରେ କାର୍ଯ୍ୟ କରୁଛନ୍ତି କି ନାହିଁ ସର୍ବସାଧାରଣ ଜାଣିବା ଆବଶ୍ୟକ ରହିଛି । ଏସବୁକୁ […]

ନିଖୋଜ ଯୁବକର ମୃତ ଶବ ଉଦ୍ଧାର

23 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ନୀଳକଣ୍ଠପୁର-ଜଗନ୍ନାଥପୁର ନିକଟ ବ୍ରାହ୍ମଣୀ ନଦୀରେ ଶୁକ୍ରବାର ଦିନ ୧୦ଟା ବେଳେ ଏକ ଶବ ଭାସୁଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇ ଚଉଦକୁଲାଟ ଫାଣ୍ଡିକୁ ଜଣାଇଥିଲେ । ଖବର ପାଇ […]

ନୀଳକଣ୍ଠପୁର ଶନିଶ୍ଚରମହା ଗ୍ରହଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

23 February 2024 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଶନିଶ୍ଚର ମହାଗ୍ରହଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବହୁ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତଙ୍କ ଦ୍ୱାରା ଶନିଶ୍ଚର ମହାଗ୍ରହଙ୍କ ନୂତନ ବିଗ୍ରହ […]

ପୈାରାଞ୍ଚଳର ୧୦ ନମ୍ବର ୱାର୍ଡରେ ନୂତନ ବର୍ଦ୍ଧିତ ଭତ୍ତା ବଣ୍ଟନ

23 February 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୨ : କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ୧୦ନମ୍ବର ୱାର୍ଡରେ ଭତ୍ତା ହିତାଧିକାରୀମାନଙ୍କୁ ଆଜି ନୂତନ ବର୍ଦ୍ଧିତ ଭତ୍ତା ବଣ୍ଟନ କରାଯାଇଛି । ଏହି ଉପଲକ୍ଷେ ୧୦ନମ୍ବର ୱାର୍ଡର ମାଧପୁର ଠାରେ ୱାର୍ଡ କାଉନସିଲର ରଶ୍ମିତା […]

ନବନିଯୁକ୍ତ ବିଜେଡି ଜିଲ୍ଲା ସଭାପତି ଧିରେନ ସାହୁଙ୍କୁ ଶୁଭେଛା

22 February 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୨ : କେନ୍ଦ୍ରାପଡା ପୈାର ପରିଷଦର ପୂର୍ବତନ ନଗରପାଳ ଧିରେନ କୁମାର ସାହୁଙ୍କୁ ବିଜେଡି ଜିଲ୍ଲା ସଭାପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଥିବାରୁ ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ ଭି.କେ.କାର୍ତ୍ତିକେୟନ […]

ପୂର୍ବତନ ବିଧାୟକ କିଶୋର ତରାଇଙ୍କ ପ୍ରଚେଷ୍ଟାରେ ବିଜେଡିରେ ଯୋଗଦେଲେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ

22 February 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଢ ନେତୃତ୍ୱ, ଲୋକପ୍ରିୟତା ଓ ଦକ୍ଷ ସୁଶାସନରେ ଅନୁପ୍ରାଣିତ ହୋଇ ଏବଂ ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇଙ୍କ ପ୍ରଚେଷ୍ଟା ଫଳରେ ଆଜି କେନ୍ଦ୍ରାପଡାରେ ଶତାଧିକ କଂଗ୍ରେସ […]

ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

22 February 2024 kanika odisha 0

  କେନ୍ଦ୍ରାପଡ଼ା,୨୧ା୨: ଶୁକ୍ରବାର ଦିନ ସ୍ଥାନୀୟ ସହରସ୍ଥ ଆଇଡିଆଲ୍ ପବ୍ଲିକ ସ୍କୁଲର ୩୩ତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ସଭାପତି ସ୍ୱରାଜ ରାଜ୍ ସିଂହଙ୍କ ସଭାପତିତ୍ୱରେ ଟାଉନ୍ ହଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ […]

ମା’ ବୁଢି ବାସୁଳେଇ କ୍ଲବର ନୂତନ ଗୃହ ଉଦଘାଟିତ

22 February 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୨ : କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ମାଧପୁର ଗ୍ରାମର ମା’ବାସୁଳେଇ କ୍ଲବର ନବ ନିର୍ମିତ ଗୃହ ଆଜି ଅପରାହ୍ନରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ କ୍ଲବ ପରିସରରେ ୧୦ନମ୍ବର ୱାର୍ଡର କାଉନସିଲର ରଶ୍ମିତା […]

ଆନ୍ତର୍ଜାତିକ ମାତୃଭାଷା ଦିବସରେ ବିଧାୟକ ଶଶିଭୂଷଣ ବେହେରାଙ୍କ ରଣ ହୁଙ୍କାର

22 February 2024 kanika odisha 0

କେନ୍ଦ୍ରାପଡା, ୨୨/୨: ଅନ୍ତର୍ଜାତିକ ମାତୃଭାଷା ଦିବସ ପାଳନ ଅବସରରେ କେନ୍ଦ୍ରାପଡା ପୌରସଂସ୍ଥା ଟାଉନ ହଲ୍‌ରେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ସଭାପତି ଡ. ବାସୁଦେବ ଦାସଙ୍କ ପୌରହିତ୍ୟରେ ଏକ ସାହିତ୍ୟ ସଭା ଅନୁଷ୍ଠିତ ହୋଇଯାଇଛି […]

ନୂତନ ଇନରିଚ ପ୍ଲେ ପବ୍ଲିକ ସ୍କୁଲ ଉଦ୍‌ଘାଟିତ

22 February 2024 kanika odisha 0

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ସହର ଉପଖଣ୍ଡ ଗରାପୁର ଠାରେ ନୂତନ ଇଂଗ୍ରାଜୀ ପ୍ଲେ ସ୍କୁଲ ଇନରିଚ ପବ୍ଲିକ ସ୍କୁଲ ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ରାପଡାର ପୌରପରିଷଦର ପୌରାଧ୍ୟକ୍ଷା ସରିତା ସାହୁ ମୁଖ୍ୟ ଅତିଥି ଓ କେନ୍ଦ୍ରାପଡା […]

ଆମ ଓଡିଶା ନବୀନ ଓଡିଶା(ସହରୀ) ଯୋଜନାରେ ସହରାଞ୍ଚଳ ବିକାଶ ସମ୍ପର୍କରେ ସଚେତନତା ଶିବିର

21 February 2024 kanika odisha 0

କେନ୍ଦ୍ରାପଡ଼ା, ୨୧ା୨: “ଆମ ଓଡ଼ିଶା ନବୀନ ଓଡ଼ିଶା(ସହରୀ)” ଯୋଜନାରେ ରାଜ୍ୟ ସରକାରଙ୍କ ସହରାଞ୍ଚଳର ବିକାଶ ସମ୍ପର୍କରେ ରାଜ୍ୟର ସର୍ବପୁରାତନ କେନ୍ଦ୍ରାପଡ଼ା ପୌରପରିଷଦର ବିଭିନ୍ନ ୱାର୍ଡ ଗୁଡିକର ଉନ୍ନତିକରଣ ପାଇଁ ନିଆଯାଇଥିବା ଜନହିତକର ଯୋଜନା ଗୁଡିକ […]