ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

21 February 2024 kanika odisha 0

କେନ୍ଦ୍ରାପଡ଼ା,୨୧ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମ ପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ଆୟୋଜିତ କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞର ଦ୍ୱିତୀୟ ଦିବସରେ ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ପୁରସ୍କାର […]

ଯୁକ୍ତ ୨ ଓ ମାଟ୍ରିକ ପରୀକ୍ଷା ସମୟରେ ଡିଜେ ଓ ମାଇକ ଶବ୍ଦର କ୍ଷିପ୍ରତାରେ ଅତିଷ୍ଠ ପରୀକ୍ଷାର୍ଥୀ

21 February 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲାର ସମଗ୍ର ଅଞ୍ଚଳରେ ବର୍ତ୍ତମାନ ଯୁକ୍ତ ୨ ଓ ମାଟ୍ରିକ ପରୀକ୍ଷା ଚାଲିଛି । ସହର ଠାରୁ ଆରମ୍ଭକରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସବୁଆଡେ ଯାତ୍ରାପାଟିର ବିକଟାଳ ଶବ୍ଦରେ ପ୍ରଚାର କରିବା, ବିଭାଘର ରୋଷଣୀରେ […]

ଚନ୍ଦନନଗର ଓ  ଦିହୁଡିପୁର ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

21 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଚନ୍ଦନନଗର ଓ ଦିହୁଡିପୁର ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଚନ୍ଦନନଗର ପଂଚାୟତ ସରପଞ୍ଚ ବନୋଜ ସେଠୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ  ରାଜନଗର […]

୫ କୋଟି ଟଙ୍କା ବ୍ୟୟରେ ଗଣ୍ଡକୁଳ-ସାତଭଉଣୀ ସ୍କୁଲ ରାସ୍ତା ଶିଳାନ୍ୟାସ

21 February 2024 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ଡିହାପଡା ପଂଚାୟତର ଗଣ୍ଡକୁଳ ଠାରୁ ସାତଭଉଣୀ ପର୍ଯ୍ୟନ୍ତ ରାସ୍ତା ପୁନଃନିର୍ମାଣ ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାର ପୁନଃନିର୍ମାଣ କରାଗଲେ ଏ ଅଂଚଳ ଜନସାଧାରଣ […]

ଜିଲ୍ଲା କାୟାକଳ୍ପ ଟିମ ସାନଜରିଆ ପି ଏଚ ସି ପରିଦର୍ଶନ

21 February 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ଏଡିଏମଓ ଡାକ୍ତର ପ୍ରଦୀପ ଦାସଙ୍କ ନେତୃତ୍ୱରେ ଏକ ଚାରିଜଣିଆ କାୟାକଳ୍ପ ଟିମ ସାନଜରିଆ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ପ୍ରାଥମିକ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ପରିଦର୍ଶନରେ ଆସିଥିଲେ । […]

ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ ଅନିଦ୍ଧିଷ୍ଠ କାଳ ପର୍ଯ୍ୟନ୍ତ ଧାରଣାରେ ବସିଲେ

20 February 2024 kanika odisha 0

କେନ୍ଦ୍ରାପଡ଼ା,୨୦ା୨ : ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ସମୁହ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି । ଜିଲ୍ଲାର ସମସ୍ତ ଅଣ ଗେଜେଟେଡ ରାଜସ୍ୱ କ୍ଷେତ୍ର ଅଧିକାରୀମାନେ ଦାବି […]

ଜିଲ୍ଲାର ପ୍ରଥମ ପ୍ୟାକ୍ସ ଭାବେ ଭରତପୁର ପ୍ରାଥମିକ କୃଷି ସମବାୟ ସମିତି ସମ୍ପୂର୍ଣ୍ଣ କମ୍ପ୍ୟୁଟରୀକରଣ ହେଲା

20 February 2024 kanika odisha 0

କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ଜିଲ୍ଲାର ପ୍ରଥମ ସମବାୟ ସମିତି(ପ୍ୟାକ୍ସ) ଭାବରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପ୍ରାଥମିକ କୃଷି ସମବାୟ ସମିତିକୁ ସମ୍ପୂର୍ଣ୍ଣ କମ୍ପ୍ୟୁଟରୀ କରଣ ବ୍ୟବସ୍ଥା ଆଜି ଉଦଘାଟିତ ହୋଇଯାଇଛି । ସମବାୟ […]

ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ଜିଲ୍ଲାର ୧୮ହଜାର ୯୭୭ଜଣ ପରୀକ୍ଷାର୍ଥୀ ୧୦୩ଟି କେନ୍ଦ୍ରରେ ସାହିତ୍ୟ ପରୀକ୍ଷା ଦେଲେ

20 February 2024 kanika odisha 0

କେନ୍ଦ୍ରାପଡ଼ା,୨୦ା୨ : ଆଜି ଠାରୁ ମାଟ୍ରିକ ପରିକ୍ଷା ଆରମ୍ଭ ହୋଇଛି । ଏହି ପରୀକ୍ଷାର ପ୍ରଥମ ଦିନରେ ସାହିତ୍ୟ ବିଷୟରେ ଜିଲ୍ଲାର ୧୦୩ଟି ପରୀକ୍ଷା କେନ୍ଦ୍ରରେ ୧୮,୯୭୭ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି […]

ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

20 February 2024 kanika odisha 0

କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମ ପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ଆୟୋଜିତ କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞର ଦ୍ୱିତୀୟ ଦିବସରେ ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ପୁରସ୍କାର […]

No Image

ମହାକାଳପଡାର ଚିତ୍ତରଞ୍ଜନ ଦାସ ବିଜେଡିରୁ ନିଲମ୍ବିତ

20 February 2024 kanika odisha 0

  କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ଜିଲ୍ଲା ଅନ୍ତର୍ଗତ ମହାକାଳପଡାର ଚିତ୍ତରଞ୍ଜନ ଦାସଙ୍କୁ ଦଳ ବିରୋଧୀ କାର୍ଯ୍ୟ ନିମନ୍ତେ ବିଜୁ ଜନତା ଦଳର ରାଜ୍ୟ ସଭାପତିଙ୍କ ଅନୁମୋଦନ କ୍ରମେ ଦଳରୁ ନିଲମ୍ବନ କରାଯାଇଥିବା ବିଜେଡି ରାଜ୍ୟ […]

କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ହେଲେ ଧିରେନ କୁମାର ସାହୁ

20 February 2024 kanika odisha 0

କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡା ପୌର ପରିଷଦର ପୂର୍ବତନ ପୌରାଧ୍ୟକ୍ଷ ଯଥା ବରିଷ୍ଠ ର୍ନିବାଦିୟ ବିଜେଡି ନେତା ଧିରେନ କୁମାର ସାହୁ ଆଜି କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ଭାବେ ଦଳ ପକ୍ଷରୁ ଅବସ୍ଥାପିତ […]

ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

20 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଲକର ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା […]

ବିଲିକଣା ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

20 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବିଲିକଣା ପଂଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ସରପଂଚ ଲଷ୍ମୀପ୍ରିୟା ଷଢଙ୍ଗୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ […]

ପଟ୍ଟାମୁଣ୍ଡାଇରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୨୫୭୮, କପି ରୋକିବାକୁ କଡା ପଦକ୍ଷେପ

20 February 2024 kanika odisha 0

ଆଜି ଠାରୁ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି । ଏହି ପରୀକ୍ଷା ସୁପରିଚାଳନା ପାଇଁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ କଷଣଅଣ୍ଟା ହାଇସ୍କୁଲ ପ୍ରଶ୍ନପତ୍ର ହବ କେନ୍ଦ୍ର କରାଯାଇଛି ।  ସମୁଦାୟ […]

ସେତେବେଳେ ଶିକ୍ଷକଙ୍କୁ ଦେଖିଲେ ମନରେ ଶଙ୍କା କରୁଥିଲା ଛାତ୍ର , ଏବେ ଛାତ୍ରକୁ ଦେଖି ଶିକ୍ଷକ ଭୟଭିତ । ମଉଳି ଯାଉଛି ଶିକ୍ଷକ ଛାତ୍ରର ସମ୍ପର୍କ । ଅଳପୁଆ ହାଇସ୍କୁଲ ୧୯୭୭ ବ୍ୟାଚ ବନ୍ଧୁମିଳନ ଓ ଗୁରୁ ପୂଜନ ଉତ୍ସବ

19 February 2024 kanika odisha 0

ଦୁରେଇ ଦୁରେଇ ଯାଉଛି ଗୁରୁ ଶିଷ୍ୟର ସମ୍ପର୍କ । ସେଦିନ ପରି ଗୁରୁଙ୍କୁ ଭକ୍ତି କରୁନି ଛାତ୍ର ଆଉ ଛାତ୍ର ମଧ୍ୟ ଗୁରୁଙ୍କ ସ୍ନେହ ଶ୍ରଦ୍ଧାରୁ ବଞ୍ଚିତ ହେବାରେ ଲାଗିଛି । କିନ୍ତୁ ଆପଣ […]

ଆଜିଠୁଁ ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା

19 February 2024 kanika odisha 0

କେନ୍ଦ୍ରାପଡ଼ା,୧୯ା୨ : ଆଜି ଠାରୁ ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ସମୁହ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି । ଜିଲ୍ଲାର ସମସ୍ତ ରାଜସ୍ୱ କ୍ଷେତ୍ର ଅଧିକାରୀମାନେ ଆଜି […]

କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ବିଜ୍ଞାନର ଇଂରାଜୀ ବିଷୟରେ ୮୬୨ ପରୀକ୍ଷାର୍ଥୀ

19 February 2024 kanika odisha 0

କେନ୍ଦ୍ରାପଡ଼ା,୧୯ା୨: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ବିଜ୍ଞାନର ଇଂରାଜୀ ବିଷୟରେ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୮୬୨ଜଣ ପରୀକ୍ଷାର୍ଥୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ଦେଇଛନ୍ତି । […]

ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ ଜେଲ ଦଣ୍ଡାଦେଶ

19 February 2024 kanika odisha 0

କେନ୍ଦ୍ରାପଡ଼ା, ୧୯ା୨: ଜଣେ ଦୁଷ୍କର୍ମ ଅଭିଯୁକ୍ତକୁ କେନ୍ଦ୍ରାପଡା ଫାଷ୍ଟଟ୍ରାକ ଆଡହକ୍ କୋର୍ଟର ଅତିରିକ୍ତ ଜିଲ୍ଲାଜଜ୍ ତ୍ରିବିକ୍ରମ କେଶରୀ ଚିନ୍ନାରା ୧୦ବର୍ଷ ଜେଲଦଣ୍ଡାଦେଶ ସହ ୨୫ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି । ଘଟଣାରୁ ପ୍ରକାଶ […]

ଜିଲ୍ଲାରେ ୧୯ହଜାର ୨୫୨ଜଣ ମାଟ୍ରିକ ପରୀକ୍ଷାର୍ଥୀ ୧୦୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେP

19 February 2024 kanika odisha 0

କେନ୍ଦ୍ରାପଡ଼ା,୧୯ା୨ : କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ ପରିକ୍ଷା ନିମନ୍ତେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଚଳିତ ବର୍ଷ ଜିଲ୍ଲାରେ ୧୦୩ ଟି […]

କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର ନିଷ୍ପତ୍ତି ଚିତ୍ତରଞ୍ଜନ ଦାସ ମହାକାଳପଡ଼ାର ବିଧାୟକ ପାର୍ଥୀ

19 February 2024 kanika odisha 0

କେନ୍ଦ୍ରାପଡା, ୧୮/୨: ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର ସଭାପତି ପ୍ରଭାକର ପଲାଇଙ୍କ ସଭାପତିତ୍ୱରେ ଜିଲ୍ଲା ଯାଦବ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ନିଷ୍ପତ୍ତି ପ୍ରକାଶ ପାଇଛି । କେନ୍ଦ୍ରାପଡ଼ା ଜିଲ୍ଲାରେ ଯାଦବମାନଙ୍କ […]

ଖଡ଼ିଅଣ୍ଟା ଓ ବଡପଡା ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

19 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଡ଼ିଅଣ୍ଟା ଓ ବଡପଡା ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ  ଖଡ଼ିଅଣ୍ଟା ପଂଚାୟତ ବିକାଶ ପାଇଁ […]

ଗୁଲନଗର ଗ୍ରାମରେ ଶାରଳା ମେଳା

17 February 2024 kanika odisha 0

କେନ୍ଦ୍ରାପଡା, ୧୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଅଷ୍ଟାଦଶତମ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଯାଇଛି । ଗତ ଗୁରୁବାର ଦିନ ସକାଳେ ମା […]

ପଟ୍ଟାମୁଣ୍ଡାଇରେ ଆମ ହସ୍ପିଟାଲ ରୂପାନ୍ତରିକରଣ କାର୍ଯ୍ୟକ୍ରମ ଭିସି ଯୋଗେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

17 February 2024 kanika odisha 0

ଆଜି ଓଡିଶାର ୧୫ଟି ଜିଲ୍ଲାର ୭୩ଟି ଆମ ହସ୍ପିଟାଲ ରୂପାନ୍ତରିକରଣ କାର୍ଯ୍ୟକ୍ରମକୁ ଭୁବନେଶ୍ୱର ଠାରେ ଭିଡିଓ କନଫରେନ୍ସ ଯୋଗେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଉତ୍ସବରେ ୫ଟି ଅଧ୍ୟକ୍ଷ ଭିକେ […]

କେନ୍ଦ୍ରାପଡାରେ ପିସିସି ସଭାପତିଙ୍କୁ ଉଚ୍ଛସ୍ୱିତ ସମ୍ବର୍ଦ୍ଧନା

17 February 2024 kanika odisha 0

କେନ୍ଦ୍ରାପଡା, ୧୭/୨: ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କେନ୍ଦ୍ରାପଡା ବାଟ ଦେଇ ଚାନ୍ଦବାଲି ଗସ୍ତରେ ଆସିବା ଅବସରରେ ଗରାପୁର କଂଗ୍ରେସ କାର୍ଯ୍ୟାଳୟ ଠାରେ ତାଙ୍କୁ କେନ୍ଦ୍ରାପଡା ବ୍ଲକ ଓ ନଗର […]