ଶିକ୍ଷକ ନିର୍ମଳ ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର,ଜିଲ୍ଲାର ଶ୍ରେଷ୍ଠ ହିନ୍ଦୀ ଶିକ୍ଷକ ପୁରସ୍କାର ପାଇଲେ ଶିକ୍ଷକ ନିର୍ମଳ କୁମାର

5 February 2024 kanika odisha 0

କେନ୍ଦ୍ରାପଡ଼ା,୫ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଗ୍ରାମର ତଥା କୁସୁନପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ନିର୍ମଳ କୁମାର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି । […]

ଦିବାରାତ୍ର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ପାଇଁ ପ୍ରସ୍ତୁତି ବୈଠକ

5 February 2024 kanika odisha 0

କେନ୍ଦ୍ରାପଡ଼ା,୫ା୨ : ଫକିରାବାଦ୍‌ର ଆଜାଦ କ୍ଲବ ଆନୁକୂଲ୍ୟରେ ଆସନ୍ତା ଫେବୃଆରୀ ମାସ ୧୫ରୁ ୧୮ତାରିଖ ପର୍ଯ୍ୟନ୍ତ ଏକ ସର୍ବଭାରତୀୟ ସ୍ତରୀୟ ୪ଦିନିଆ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟକେନ୍ଦ୍ରାପଡା ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ହେବ । ଏହି […]

କେନ୍ଦ୍ରାପଡ଼ାରେ ମିଳିତ ଅଭିଯୋଗ ଶୁଣାଣି ଶିବିର

5 February 2024 kanika odisha 0

କେନ୍ଦ୍ରାପଡ଼ା, ତା ୦୫/୦୨: କେନ୍ଦ୍ରାପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ଣ ୧୦ ଘଟିକା ଠାରୁ ଅପରାହ୍ଣ ୧ ଘଟିକା […]

ଓଲଟିଲା ବାଲି ବୋଝେଇ ହାଇୱା, ଅଳ୍ପକେ ବର୍ତିଲେ ଡ୍ରାଇଭର ଓ ହେଲପର

5 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ-ଚଉଦକୁଲାଟ ଘେରିବନ୍ଧ ରାସ୍ତାର ଚଉଦକୁଲାଟ ପାଳ ସେତୁ ନିକଟରେ ଏକ ବାଲି ବୋଝେଇ ହାଇୱା ଟ୍ରକଟି ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟି ପଡିଛି । ଏହି ଦୁର୍ଘଟଣାରୁ […]

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ସମ୍ମାନିତ ହେଲେ ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଭାପତି ଡକ୍ଟର ରାମଚନ୍ଦ୍ର ବେହେରା

5 February 2024 kanika odisha 0

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ସମ୍ମାନିତ ହେଲେ ବିଶେଷ ପ୍ରତିଭା । ଓଡ଼ିଆ ଭାଷା ପ୍ରତି ବିଶେଷ ଅବଦାନ ଓ ସମ୍ମାନ ଲାଭ କରି ଗର୍ବ ଆଣିଥିବା ବିଶେଷ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ […]

ପଟ୍ଟାମୁଣ୍ଡାଇ କଲେଜ ଗଣିତ ବିଭାଗର ରାଜ୍ୟସ୍ତରୀୟ ଆଲୋଚନାଚକ୍ର

5 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ  ମହାବିଦ୍ୟାଳୟରେ ଗଣିତ ବିଭାଗ ପକ୍ଷରୁ “ସ୍ତୋକାଷ୍ଟିକ ପ୍ରୋସେସ ଓ କଂପ୍ଲେକ୍ସ ଡିନାମିକସ ” ରାଜ୍ୟ ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁଙ୍କ […]

ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲ ବାର୍ଷିକ ଉତ୍ସବ : ଉତ୍ତମ ଶିକ୍ଷା ସଫଳତା ଓ ପରିବର୍ତନର ମାର୍ଗଦର୍ଶନ କରିଥାଏ

4 February 2024 kanika odisha 0

ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ଦୁନିଆରେ ଉତ୍ତମ ଗୁଣାତ୍ମକ ଶିକ୍ଷା ଛାତ୍ରଛାତ୍ରୀଙ୍କୁ ସବୁକ୍ଷେତ୍ରରେ ସଫଳ କରିବା ସହିତ ସାମାଜିକ ପରିବର୍ତନ ପାଇଁ ମାର୍ଗଦର୍ଶନ କରିଥାଏ ବୋଲି ପଟ୍ଟାମୁଣ୍ଡାଇ ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲର ୧୫ତମ ବାର୍ଷିକ ପୁରସ୍କାର […]

ଜ୍ୟେଷ୍ଠେ କଦଳୀ ଆଷାଢେ କିଆ,ଡାକ ନ ଡାକ ହୋଇବି ଠିଆ : ଦଳିତ କଂଗ୍ରେସ କର୍ମୀ ସମ୍ମିଳନୀରେ କଂଗ୍ରେସ ନେତାଙ୍କ ପ୍ରତିଶ୍ରୁତି

4 February 2024 kanika odisha 0

କେନ୍ଦ୍ରାପଡ଼ା, ୪ା୨: କେନ୍ଦ୍ରାପଡା ମ୍ୟୁନିସିପାଲିଟି ଟାଉନ ହଲ୍‌ଠାରେ ଆଜି କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏକ ଅନୁସୂଚିତ ଜାତି କଂଗ୍ରେସ କର୍ମୀ ସମ୍ମିଳନୀ ବ୍ଲକ ଦଳିତ କଂଗ୍ରେସ ସଭାପତି ପ୍ରଭାତ କୁମାର ଉଡାଣସିଂଙ୍କ ସଭାପତିତ୍ୱରେ […]

ନିକିରାଇ ପଞ୍ଚାୟତରେ ଓଡିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ

4 February 2024 kanika odisha 0

କେନ୍ଦ୍ରାପଡ଼ା, ୪ା୨: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ନିକିରାଇ ଗ୍ରାମ ପଞ୍ଚାୟତରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ସୁନାମଧନ୍ୟ ପାଲାଗାୟକ ଲକ୍ଷ୍ମଣ ରାଉତ, […]

ଆର୍ଥିକ ସାକ୍ଷରତା ଓ ସଚେତନତା ପାଇଁ ୱାକଥନ୍‌

3 February 2024 kanika odisha 0

କେନ୍ଦ୍ରାପଡ଼ା, ୦୩/୦୨: ଜନସାଧାରଣଙ୍କ ମଧ୍ୟରେ ଆର୍ଥିକ ସାକ୍ଷରତା ଓ ସଚେତନତା ସୃଷ୍ଟି ଲକ୍ଷ୍ୟରେ ଭୁବନେଶ୍ୱରସ୍ଥିତ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏକ ୱାକଥନ୍ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ସହର ଗାଣାମାହାଲ ସ୍ଥିତ ସିଦ୍ଧ […]

ବିଶ୍ୱ ଆଦ୍ରଭୂମି ଦିବସ ପାଳିତ

3 February 2024 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମାଟିଆପଡା ଉଚ୍ଚବିଦ୍ୟାଳୟରେ ବିଶ୍ୱ ଆଦ୍ରଭୂମି ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ କବି ମନୋଜ ଶତପଥୀଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମକୁ ପରିବେଶବିତ ବିଜୟ କବି ଉଦଘାଟନ କରିଥିଲେ । ଭାରତୀୟ […]

ଚକ୍ରୋଡା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ୧୯୮୬ବ୍ୟାଚ ବନ୍ଧୁ ମିଳନ

3 February 2024 kanika odisha 0

କେନ୍ଦ୍ରାପଡ଼ା,୩ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ୧୯୮୬ ମାଟ୍ରିକ ବ୍ୟାଚର ଏକ ବନ୍ଧୁ ମିଳନ ଉତ୍ସବ ଭରତପୁର ବେଣାଜୋରି ବଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ […]

ବାଲାବାବା କ୍ଲବ ଫାଇନାଲରେ

3 February 2024 kanika odisha 0

କେନ୍ଦ୍ରାପଡ଼ା,୩ା୨ : କେନ୍ଦ୍ରାପଡାର ବାଲାବାବା କ୍ଲବ ମା’ଖରାଖାଇ କ୍ଲବକୁ ମା’ଶଙ୍କଟ ତାରିଣୀ ଡିଉଜବଲ୍ ଟୁର୍ଣ୍ଣାମେଣ୍ଟର ସେମିଫାଇନାଲ ମ୍ୟାଚରେ ହରାଇ ଫାଇନାଲକୁ ପ୍ରବେଶ କରିଛି । ପ୍ରଥମେ ବାଲାବାବା କ୍ଲବ ଟଚ୍ ଜିତି ବ୍ୟାଟିଂ କରିବାକୁ […]

ଏଥରବି କ’ଣ ଉଜେଇ ଦିଆହେବ କେନ୍ଦ୍ରାପଡା କଲେଜର ଶୈକ୍ଷିକ ସ୍ୱାର୍ଥ

3 February 2024 kanika odisha 0

କେନ୍ଦ୍ରାପଡ଼ା,୩ା୨ : ନିର୍ବାଚନ ଆସିଲେ ଆମ ପ୍ରଶାସନକୁ ଖୋଜାପଡେ ନିର୍ବାଚନ କାମ କରିବାକୁ ବଡବଡ ସୁରକ୍ଷିତ କୋଠା । ଯେଉଁ ଘର ଚାହିଁଁବେ ତାକୁ ନେଇ ପାରିବେ । କୁହାଯାଏ ଏହା ଜାତୀୟ ଆବଶ୍ୟକତା […]

ପଟ୍ଟାମୁଣ୍ଡାଇ :ବିମଳ ତରାଇଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମନ୍ତ୍ରୀ, ବିଧାୟକ

3 February 2024 kanika odisha 0

ପଟ୍ଟାମୁଣ୍ଡାଇ ଓ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ କିଶୋର ତରାଇଙ୍କ ପିତା ପୂର୍ବତନ ଅବକାରୀ ନିରୀକ୍ଷକ ବିମଳ ତରାଇଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୁପୁର ଠାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମନ୍ତ୍ରୀ, […]

ପଟ୍ଟାମୁଣ୍ଡାଇ ବ୍ଲକରେ ବିଶ୍ୱ ଓଡ଼ିଆ ସମ୍ମିଳନୀ -୨୦୨୪ : ମୁଖ୍ୟମନ୍ତ୍ରୀଙ୍କ ଭାଷା ବିପ୍ଳବ ଭାଷାସଂସ୍କୃତିକୁ ଶକ୍ତିଶାଳୀ କରିବ

3 February 2024 kanika odisha 0

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମକ୍ରମେ ସାରା ରାଜ୍ୟର କୋଣ ଅନୁକୋଣରେ ବିଶ୍ୱ ଓଡ଼ିଆ ସମ୍ମିଳନୀ ଆୟୋଜିତ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ଭାଷା ବିପ୍ଳବ ଓଡ଼ିଆ ଭାଷା ସଂସ୍କୃତି ଓ ସାହିତ୍ୟ କୁ ଶକ୍ତିଶାଳୀ ଓ […]

କେନ୍ଦ୍ର ବଜେଟ ୨୦୨୪-୨୫କୃଷକ ବିରୋଧୀ ଓ ଗ୍ରାମୀଣ ବିକାଶ ପାଇଁ ଅନୁଦାନ ନୈରାଶଜନକ

2 February 2024 kanika odisha 0

କେନ୍ଦ୍ରାପଡ଼ା,୨ା୨ : ନିର୍ବାଚନ ବର୍ଷ ହେଇଥିଲେ ବି ଅର୍ଥମନ୍ତ୍ରୀଙ୍କ ଦ୍ୱାରା ଆଗତ ଅନ୍ତରୀଣ ବଜେଟ ୨୦୨୪-୨୫ରେ କୃଷି, ଗ୍ରାମୀଣ ବିକାଶ, ଖାଦ୍ୟ ସୁରକ୍ଷା, ମନରେଗା ଏବଂ ଗ୍ରାମୀଣ ଋଣ ପ୍ରଦାନ କ୍ଷେତ୍ର ପାଇଁ ଅନୁଦାନ […]

ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ଆଲୋଚନାଚକ୍ର

2 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ଆୟ ଉତ୍ପାଦନ ପରିମାଣ ଓ ନିୟୋଜନ ନିର୍ଦ୍ଧାରଣରେ ଶାସ୍ତ୍ରୀୟ ଅର୍ଥଶାସ୍ତ୍ରୀ ଓ କେନସଙ୍କ ବିତର୍କ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ […]

ଲୋକନାଥପୁର ପିୟୁପି ଓ ଧବଳେଶ୍ୱର ଏନୟୁପି ପାଇଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

2 February 2024 kanika odisha 0

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଟ୍ଟାମୁଣ୍ଡାଇ ବ୍ଲକ ପୋହଳ- ବାଟିପଡା ଧବଳେଶ୍ଵର ନୋଡାଲ ୟୁପି ସ୍କୁଲ୍ ଏବଂ ଗଙ୍ଗାରମପୁର ଲୋକନାଥପୁର ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟ ସମେତ ପଟ୍ଟାମୁଣ୍ଡାଇ […]

ପଟ୍ଟାମୁଣ୍ଡାଇ କଲେଜ ସମାଜବିଜ୍ଞାନ ବିଭାଗ ଆଲୋଚନାଚକ୍ର

2 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ସମାଜବିଜ୍ଞାନ ଓ ତୁଳସୀ ମହିଳା କଲେଜ ସମାଜ ବିଜ୍ଞାନ ବିଭାଗ ପକ୍ଷରୁ ମିଳିତ ଭାବେ ପରିବେଶ ସମାଜବିଜ୍ଞାନ ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ […]

ମଧୁ ଦାସ ପୀଠ ର କାଞ୍ଜି ପାଣି ପେଟ ଜନିତ ରୋଗ ପାଇଁ ସର୍ବୋଷଧି ଅଟେ

2 February 2024 kanika odisha 0

କେନ୍ଦ୍ରାପଡା ୨/୨- ଅଜି କାଲି ବିଭିନ୍ନ ପ୍ରକାରର ଅତ୍ୟା ଧୁନିକ ଖାଦ୍ୟ ପାଇଁ ଆମର ଭିନ୍ନ ଭିନ୍ନ ପେଟ ଜନିତ ରୋଗ ଦେଖା ଦେଉଛି । ଆମେ ଏହା ପାଇଁ ମେଡ଼ିକାଲର ଦ୍ୱାରସ୍ଥ ହୋଇଥାଇ […]

କେନ୍ଦ୍ରାପଡା ମହାବିଦ୍ୟାଳୟରେ ନିଯୁକ୍ତି କାର୍ଯ୍ୟକ୍ରମ

2 February 2024 kanika odisha 0

କେନ୍ଦ୍ରାପଡ଼ା, ୨ା୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଏବଂ ବ୍ରେନ୍‌ଟି ଟେକ୍‌ନୋଲୋଜି, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ଏକ ବୃତ୍ତି ପରାମର୍ଶ ଏବଂ ନିଯୁକ୍ତି ସଂସ୍ଥାପନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର […]

ବ୍ଲକ ଯୋଗଣ ଅଫିସରେ ଭଙ୍ଗାରୁଜା ମାରପିଟ ଘଟଣାରେ ଉଭୟଙ୍କ ଏତଲା,ସରପଂଚ ଗିରଫ ,ସାଧାରଣରେ ଅସନ୍ତୋଷ

2 February 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଯୋଗାଣ ବ୍ୟବସ୍ଥା ବିପର୍ଯ୍ୟସ୍ତ ଓ ମନମାନିକୁ ନେଇ ନିଳକଣ୍ଠପୁର ସରପଂଚ ବୁଧବାର ବ୍ଲକ ଅଫିସରେ ଭଙ୍ଗାରୁଜା କରିଥିବା ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଉଭୟ ପରସ୍ପର […]

ଅଦିନିଆ ବର୍ଷାରେ ଧୋୟାଂଚଳରେ ବ୍ୟାପକ ରବି ଫସଲ କ୍ଷତିଗ୍ରସ୍ତ

2 February 2024 kanika odisha 0

ଶୁକ୍ରବାର ଅପରାହ୍ନ ରେ ହଠାତ ହୋଇଥିବା ଝଡ଼ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଏଥିଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ୍ ଧୋୟାଂଚଳରେ ବ୍ୟାପକ ରବି ଫସଲ କ୍ଷତିଗ୍ରସ୍ତ ହୋଇଛି । ଅଧିକାଂଶ ଜମିରେ ହୋଇଥିବା ମୁଗ, […]