କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘ ଆନୁକୂଲ୍ୟରେ ମହାକାଳପଡା ବ୍ଲକ ଅନ୍ତର୍ଗତ ବିଜୟନଗର ଠାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ ସଭାପତି ସୁରେନ୍ଦ୍ର କୁମାର ବେହେରା ସଭାପତିତ୍ୱ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସଭାପତି ଶରତ କୁମାର ବେହେରା, ସମ୍ପାଦକ ସୁମନ୍ତ କୁମାର ରାଉତ, କାର୍ଯ୍ୟକାରୀ ସଭାପତି ଗୋଲେଖ ଚନ୍ଦ୍ର ପଢିହାରୀ, କୋଷାଧ୍ୟକ୍ଷ ସୁସିଲ କୁମାର ସାମଲ, […]
Day: 3 March 2024
କେନ୍ଦ୍ରାପଡା ୩/୩ -ଗରୀବ ବାସହୀନ ଲୋକଙ୍କୁ ପକ୍କାଗୃହ ଯୋଗାଇ ଦେବା ଲକ୍ଷ୍ୟରେ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁପକ୍କାଘର ଭଳି ଯୋଜନା କାର୍ଯ୍ୟକାରୀ କରିଛନ୍ତି । ହେଲେ କେତେଜଣ ବିଭାଗୀୟ ଅଧିକାରୀଙ୍କ ଅବହେଳା ଓ ଆନ୍ତରିକତାର ଅଭାବରୁ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ହିତାଧିକାରୀ ପାଇପାରୁନାହାଁନ୍ତି । ଗରିବ ଲୋକଟିକୁ ଆବାସ ମିଳୁ ନ ଥିବା ବେଳେ କୋଠା ଘରେ ରହୁଥିବା ଲୋକଙ୍କୁ ମିଳୁଥିବା ଖବର ଅନୁମାନାରେ ନୁହେଁ ଅନ୍ୱେଷଣରୁ […]
କେନ୍ଦ୍ରାପଡ଼ା, ୩ା୩ : ମାଙ୍କଡଙ୍କ ଉପଦ୍ରବ ଯୋଗୁଁ ଫସଲ ଉଜୁଡି ଯାଉଥିବା ନେଇ ଚାଷୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ କୁରୁଜଙ୍ଗା ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମ ଗୁଡିକରେ ଶହ ଶହ ସଂଖ୍ୟାରେ ମାଙ୍କଡଙ୍କ ଉପଦ୍ରବ ହେତୁ ଚାଷଜମି ଓ ବାଡିବଗିଚାରେ ଫସଲ ସବୁ ଉଜୁଡି ଯାଉଥିବାରୁ ଚାଷୀମାନେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିବା ସହିତ ଏହାର ତୁରନ୍ତ ପ୍ରତିକାର କରାଯିବାକୁ ଦାବି […]
କେନ୍ଦ୍ରପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ କିଆରବାଙ୍କ ଡିଆରଡିଓ ଅଫିସରେ ସୈନ୍ୟବାହିନୀର ଜଣେ ଯବାନଙ୍କ ଆତ୍ମହତ୍ୟା । ଯବାନ ଜଣଙ୍କ ନିଜକୁ ଗୁଳିକରି ହତ୍ୟା କରିଛନ୍ତି ବୋଲି ଆଲୋଚନା ହେଉଛିି । । ମୃତକ ଯବାନ ହେଲେ ତାମିଲନାଡୁର ରାଜେଶ କରନ୍(୩୫) ।
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍ ଅନ୍ତର୍ଗତ ତାଳଚୁଆ ପଂଚାୟତ ରାଜେନ୍ଦ୍ରନଗର ଗାଁରେ ଚାଂଚଲ୍ୟକର ଘଟଣା ଘଟିଛି । ଏକ ଘରୁ ମା’, ବାପା, ଏବଂ ପୁଅଙ୍କ ମୃତଦେହ ରାଜନଗର ପୋଲିସ ଉଦ୍ଧାର କରିଛି । ମୃତକ ହେଲେ ବାପା ଶ୍ରୀଦାମ ମଣ୍ଡଳ(୫୩), ମା’ ଜୟନ୍ତୀ ମଣ୍ଡଳ(୪୫) ଓ ପୁଅ ପରୀକ୍ଷିତ ମଣ୍ଡଳ(୨୭) । ଆଜି ସକାଳେ ଶ୍ରୀଦାମ ମଣ୍ଡଳଙ୍କ ଝୁଲନ୍ତା ମୃତଦେହ ଛାତରୁ ତଳକୁ ଓହଳିଥିବା ଦେଖି ଗାଁ ଲୋକେ […]










