ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଠାରେ ପରମକାରୁଣିକ ଠାକୁର ଶ୍ରୀଶ୍ରୀ ଅଭିରାମ ପରମହଂସଦେବଙ୍କ ସତସଙ୍ଗ ଓ ଭକ୍ତମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସନ୍ୟାସୀ ଭୀମସେନ ଦାସ ମହାରାଜ ଓ ବାବାଜୀ ଜଗବନ୍ଧୁ ଦାସ ମହାରାଜଙ୍କ ତତ୍ୱାବଧାନରେ ଭଜନ ଜଣାଣ ଗୋଷ୍ଟିସ୍ତବ, ଷୋଡ଼ଶ ଉପଚାରପୂଜା, ପ୍ରବଚନ, ମଣୋହି ଆବାହନ କୀର୍ତନ ଆଦି ନୀତିକାନ୍ତ ଯଥାରୀତି ସମ୍ପନ୍ନ ହୋଇଥିଲା । ସମବାୟବିତ ଚିତରଞ୍ଜନ ମଲ୍ଲିକଙ୍କ ସଂଯୋଜନାରେ ଆୟୋଜିତ ଏହି ଗୋଷ୍ଠୀ […]
Day: 4 March 2024
କେନ୍ଦ୍ରାପଡ଼ା, ୪ା୩: ମାର୍ଚ୍ଚ ୫ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଣ୍ଡିଖୋଲ ଗସ୍ତ କାର୍ଯ୍ୟକ୍ରମ ବେଳେ ପାରାଦୀପ- କେନ୍ଦ୍ରାପଡା- କେଉଁଝର ଯାତ୍ରିବାହୀ ଟ୍ରେନ ଚଳାଚଳର ଶୁଭାରମ୍ବ କରିବାକୁ ଘୋଷଣା କରାଯାଇଛି । ଏଥିସହିତ କୁହାଯାଇଛି କେନ୍ଦ୍ରାପଡାବାସୀଙ୍କର ଅନେକ ଦିନର ସ୍ୱପ୍ନ ସାକାର ହେବାକୁ ଯାଉଛି । ଏଠି ପ୍ରଶ୍ନ ଆସୁଛି କେନ୍ଦ୍ରାପଡା ଜିଲ୍ଲା ସବୁ ଦୃଷ୍ଟିରୁ ପଛୁଆ । ଜିଲ୍ଲାବାସୀଙ୍କ ବହୁ ଦିନର ଦାବି ଗୁଡିକ ମଧ୍ୟରୁ ଜିଲ୍ଲାକୁ ରେଳ […]
କେନ୍ଦ୍ରାପଡ଼ା, ୪ା୩: କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର ଗରାପୁରସ୍ଥିତ ଜିଲ୍ଲା ମୁଖ୍ୟ କାର୍ଯ୍ୟଳୟରେ ଜିଲ୍ଲା କାର୍ଯକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ପ୍ରଭାକର ପଲାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ଯାଦବ ମାନେ ନିର୍ବାଚନରେ ଭାଗ ନେବା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଧାର୍ଯ୍ୟ ସମୟ ମଧ୍ୟରେ ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ପାର୍ôଥମାନେ ଆବେଦନ କରିଥିବା ଆବେଦନ ପତ୍ରକୁ ସ୍କ୍ରିନିଂ କମିଟି […]
କେନ୍ଦ୍ରାପଡ଼ା, ୪ା୩: ତୃତୀୟପକ୍ଷ ଠିକାଦାରଙ୍କ ଜୁଲମ ବିରୋଧରେ ଏଆରଟେଲ ଅଧିନରେ ନିଯୁକ୍ତିପ୍ରାକ୍ତ ଟେକନିସିଆନମାନେ ଆଜି କେନ୍ଦ୍ରାପଡା ସଦର ଥାନା ସମ୍ମୁଖରେ ପ୍ରତିବାଦ କରିଥିବା ଦେଖାଯାଇଛି । ପ୍ରତାପ ଟେକ୍ନୋକ୍ରାଟ ପ୍ରାଇଭେଟ ଲିମିଟେଡ ନାମକ ଏକ ତୃତୀୟ ପକ୍ଷ ଠିକାଦର ବିକାଶ ଚନ୍ଦ୍ର ନାୟକ ନାମକ ଜନୈକ ଟେକନିସିଆନଙ୍କ ନାମରେ କେନ୍ଦ୍ରାପଡା ସଦର ଥାନାରେ କରିଥିବା ମିଥ୍ୟା ଅଭିଯୋଗକୁ ନେଇ ନିଖିଳ ଓଡିଶା ଭାରତୀ ଇନଫ୍ରାଟେଲ କଣ୍ଟ୍ରାକଚୁଆଲ ଟେକନିସିଆନସ ୟୁନିଅନ ପକ୍ଷରୁ […]
କେନ୍ଦ୍ରାପଡ଼ା, ୪ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ନୂତନ ଅଧ୍ୟକ୍ଷା ଭାବେ ସୁଲୋଚନା ଦେହୁରୀ ଯୋଗଦେଇଛନ୍ତି । ଏଥିପୂର୍ବରୁ ଶ୍ରୀମତୀ ଦେହୁରୀ ଯାଜପୁର ଜିଲ୍ଲାର ଡୋଲିପୁରସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ବରିଷ୍ଠ ପ୍ରଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ । ଏଠାରେ ଯୋଗଦେବା ପରେ ପୂର୍ବତନ କାର୍ଯ୍ୟାଳୟ ସହକାରୀ ରାଜକିଶୋର ଲେଙ୍କା ଅଧ୍ୟକ୍ଷା ଶ୍ରୀମତୀ ଦେହୁରୀଙ୍କୁ ପୁଷ୍ପଗୁଛ ପ୍ରଦାନ କରି ସ୍ୱାଗତ […]
କେନ୍ଦ୍ରାପଡ଼ା ୪/୩: ଆଜି କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ଗରାପୁର କଂଗ୍ରେସ କାର୍ଯ୍ୟାଳୟଠାରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଏକ ସାମ୍ବାଦିକ ସମ୍ମିଳନୀ ଆହୂତ କରି କହିଛନ୍ତି ଯେ ହରିଦାସପୁର-ପାରାଦ୍ୱୀପ ରେଳପଥରେ ଯାତ୍ରୀବାହୀ ରେଳ ଚଳାଚଳ ନିଷ୍ପତ୍ତି କଂଗ୍ରେସର ଏକ ବଡ ବିଜୟ । ଏହି ବିଜୟ ପାଇଁ ସେ କେନ୍ଦ୍ରାପଡାବାସୀ ଓ ସମସ୍ତ ସହଯୋଗୀ କଂଗ୍ରେସ କର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଶ୍ରୀ ବେହେରା ଆହୁରି […]
କେନ୍ଦ୍ରାପଡା -୪/ ୩ – ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ପ୍ରମୂଖ କର୍ମକର୍ତ୍ତା ଗଣ ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ ହେବା ଅନୁଷ୍ଠାନ ପାଇଁ ଗୌରବର ବିଷୟ । ସାରସ୍ୱତ ପ୍ରତିଷ୍ଠାନ କୈବଲ୍ୟ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଭୁବନେଶ୍ୱର ବୁଦ୍ଧ ମନ୍ଦିର ପରିସରରେ ପ୍ରାୟୋଜିତ “ଲୋକ ଗଳ୍ପ ମହୋତ୍ସବ ଓ ସାରସ୍ୱତ ସମାରୋହ’ ରେ ପ୍ରାୟୋଜିତ ସାରସ୍ୱତ ସମ୍ମିଳନୀରେ ଅନୁଷ୍ଠାନର ପ୍ରତିଷ୍ଠାତା ଡଃ ସଂଗ୍ରାମ କେଶରୀ […]
କେନ୍ଦ୍ରାପଡା, ୪/୨୪ : କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ କମାରଖଣ୍ଡି ଗ୍ରାମର ସୁଦର୍ଶନ ବେହେରାଙ୍କ ପୁତ୍ର ପ୍ରଦୀପ ବେହେରା ଦୀର୍ଘ ୧ବର୍ଷ ହେବ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇ ଦୁଇଟିଯାକ କିଡ୍ନୀ ନଷ୍ଟ ହୋଯାଇଛି । ଯାହାଫଳରେ ସପ୍ତାହକୁ ଦୁଇଥର ଡାଇଲିସିସ୍ ହେଉଅଛି । ଗତ କିଛିଦିନ ତଳେ ଦୁଇଥର ଅସ୍ତ୍ରୋପଚାର କରାଯାଇଛି । ରାଜ୍ୟ ସରକାରଙ୍କର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଥିଲେ ମଧ୍ୟ ୫ଲକ୍ଷରୁ ଉର୍ଦ୍ଧ୍ୱରୁ ଅଧିକ ଟଙ୍କା […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ଶାସନ ପଂଚାୟତ ନିମପୁର ଗ୍ରାମର ବ୍ରାହ୍ମଣୀ ନଦୀ ତୁଠରେ ଗତ ୨ ତାରିଖ ଦିନ ୧୨ ଟା ବେଳେ ରଙ୍ଗ କାମ କରୁଥିବା ୨ ଜଣ ଅଣଓଡିଆ ଶ୍ରମିକ ଗାଧୋଇବା ପାଇଁ ବ୍ରାହ୍ମଣୀ ନଦୀକୁ ଯାଇ ଗୋଡ ଖସି ଯିବାରୁ ସେମାନେ ନଦୀ ସୁଅରେ ଭାସି ଯାଇ ନିଖୋଜ ହୋଇ ଯାଇଥିଲେ । ଖବର ପାଇ ପଟ୍ଟାମୁଣ୍ଡାଇ ଦମକଳ ବାହିନୀ ବୋଟ ସହ […]










