କେନ୍ଦ୍ରାପଡ଼ା, ତା ୦୬/୦୩: ମହିଳାମାନଙ୍କ ସାମ୍ବିଧାନିକ ଅଧିକାର, ସାମାଜିକ ସୁରକ୍ଷା ଓ ସର୍ବବିଧ ବିକାଶ ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯାଇଥାଏ । ଏ ବର୍ଷ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ପୂର୍ବାହ୍ଣ ୧୧ […]

  କେନ୍ଦ୍ରାପଡ଼ା, ତା ୦୬/୦୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ପାଟକୁରା, କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେକ୍ଟର ଅଧିକାରୀମାନଙ୍କର ଦ୍ୱିତୀୟ ରାଉଣ୍ଡ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ଯୋଗ ଦେଇ କହିଥିଲେ “ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣଭାବେ ପରିଚାଳନା କରିବାକୁ ହେଲେ […]

ରାଜ୍ୟ ରାଜନୀତିରେ ଏବେ ବଡ଼ ବିସ୍ମୟକର ପରିସ୍ଥିତି ଅନୁଭୂତ ହେଉଛି । ୨୦୨୪ ସାଧାରଣ ନିର୍ବାଚନ ଘୋଷଣା ହେବାର ପ୍ରାକ୍ ଦୃଶ୍ୟପଟ ଜନସାଧାରଣଙ୍କ ମାନସିକତାକୁ ଦୋହଲାଇ ଦେଉଛି । ନିର୍ବାଚନ ପୂର୍ବରୁ ଭାଜପା ଓ ବିଜେଡି ମଧ୍ୟରେ ମେଂଟ ସରକାର ହେବା ଏକପ୍ରକାର ନିଶ୍ଚିତ ବୋଲି କୁହାଯାଉଛି । ଏମିତି ହେଲେ ଉଭୟ ଦଳ ରାଜନଗର ବିଧାନସଭା ଆସନରୁ ଏକାଠି ନିର୍ବାଚନ ଲଢ଼ିବା ଥୟ ବୋଲି ରାଜନୈତିକ ସମିକ୍ଷକ ବିଚାର […]

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଚଣ୍ଡିଖୋଲଠାରେ ୧୯,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏସବୁ ପ୍ରକଳ୍ପ ତୈଳ ଓ ଗ୍ୟାସ୍‌, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ପରମାଣୁ ଶକ୍ତି କ୍ଷେତ୍ର ସହ ଜଡ଼ିତ । ଏହି ଅବସରରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଜଗନ୍ନାଥ ଓ […]