କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଲକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବାଇଧର ମଲିକଙ୍କୁ ଟାଣିନେଇଛି କୁମ୍ଭୀର। ହଂସୁଆ ନଦୀରେ ଗ୍ରାମବାସୀ, ବନବିଭାଗ ଓ ଅଗ୍ନିଶମ ବାହିନୀ ର ଖୋଜା ଖୋଜି ପରେ ନଦୀରୁ ମୃତ ଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ୯ଟା ବେଳେ ବାଇଧର ଓ ତାଙ୍କ ସ୍ତ୍ରୀ […]
Day: 8 March 2024
ଚଳିତ ମାସ ୯ ତାରିଖରେ କେନ୍ଦ୍ରାପଡ଼ାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। କେନ୍ଦ୍ରାପଡ଼ା ସିଭିଲ କୋର୍ଟ ସମେତ ଆଳି, ରାଜନଗର, ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସୂଚନା ଦେଇଛନ୍ତି। ଏଥିରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧୀନ ଓ ପ୍ରାକ ମକଦ୍ଦମା ସ୍ତରୀୟ ଫୌଜଦାରୀ(ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ରାଜସ୍ବ […]