ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏହି ଅନୁଯାୟୀ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ମେ’ ୧୩, ୨୦, ୨୫ ଏବଂ ଜୁନ୍ ୧ରେ ଆମ ରାଜ୍ୟରେ ନିର୍ବାଚନ ହେବ […]
Day: 16 March 2024
୨୦୨୪ ଲୋକ ସଭା ସହ ଓଡ଼ିଶା ବିଧାନସଭା ଲାଗି ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଦେଶରେ ୭ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଜୁନ୍ ୪ରେ ଫଳାଫଳ ଆସିବ । ନିର୍ବାଚନ ତାରିଖ ଘୋଷଣା ହେବା ସହ ସାରା ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ତେବେ ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ କରିବା ଲାଗି ନିର୍ବାଚନ ଆୟୋଗ ଦ୍ୱାରା ପ୍ରସ୍ତୁତ ନିୟମକୁ […]
ଭୁବନେଶ୍ୱର,୧୬ା୩- ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି । ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି । ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ଦେଶରେ ମେ ୧୩ ଚତୃର୍ଥ ପର୍ଯ୍ୟାୟ ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ […]
କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ପୌରସଂସ୍ଥା ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସହରର ତିନିମୁହାଣି ମାର୍କେଟ୍ରେ ପଲିଥିନ ବିରୋଧୀ ଅଭିଯାନ ଚାଲିଥିବା ବେଳେ ପଲିଥିନ ଜବତକୁ ନେଇ ଜନୈକ ବ୍ୟବସାୟୀ ପୌର କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହିତ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । କେନ୍ଦ୍ରାପଡା ପୌରସଂସ୍ଥା ସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ଏମ୍ଏଚ୍ପିସି ସୁକାନ୍ତ ବିଶ୍ୱାଳ, ସାନିଟାରି ଏକ୍ସପର୍ଟ୍ ଓ ପୌର କର୍ମଚାରୀମାନେ ଟାଉନ ଥାନା ପୋଲିସ ଉପସ୍ଥିତିରେ ତିନିମୁହାଣୀ ମାର୍କେଟର […]
କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭାରତୀୟ ସ୍ଥଳସେନା ପକ୍ଷରୁ ଅଗ୍ନିବୀର ସ୍କିମ୍ ସମ୍ପର୍କରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଏନ୍ସିସି ୟୁନିଟ୍ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଶିବିରରେ ପ୍ରଶିକ୍ଷକ ଭାବେ ଭାରତୀୟ ସ୍ଥଳସେନାର ମେଜର ଡ. ହିମନ୍ଦ୍ର ସିଂ, ସୁବେଦାର ଏମ୍.ଏମ୍. ରଏ, ସୁବେଦାର ଗୋପାଳ କାଲେ, ହାବିଲଦାର ଗଙ୍ଗାଧର ସ୍ୱାଇଁ, ଏନ୍ସିସି ଅଫିସର ସତ୍ୟରଞ୍ଜନ ମିଶ୍ର ଓ ସହଯୋଗୀ ଏନ୍ସିସି ଅଫିସର କ୍ୟାପ୍ଟେନ […]
କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ନିଖିଳ ଓଡିଶା ଆଶାକର୍ମୀ ସଂଘ ସିଏଚ୍ସି କମିଟି ପକ୍ଷରୁ ଆଜି ଗଣଧାରଣା ଦିଆଯାଇଥିଲା । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟକୁ ସୁଚାରୁ ରୂପେ ସମ୍ପାଦନ କରିବା ନିମନ୍ତେ ଆବଶ୍ୟକୀୟ ସରଞ୍ଜାମ ପାଇଁ ୧୦ହଜାର ଟଙ୍କା ଜିଲ୍ଲାର ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ଆଶାକର୍ମୀମାନଙ୍କୁ ପ୍ରଦାନ କରାଯାଇଥିବା ବେଳେ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ଜଣେ ବି ଆଶାକର୍ମୀଙ୍କୁ ଏହି […]
ଲୋକ ସଭା ନିର୍ବାଚନ ସହ ଓଡିଶା ସମେତ ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ କେନ୍ଦ୍ର ନିର୍ବାଚନ କମିଶନ ଘୋଷଣା କରିଛନ୍ତି । ଓଡିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ମେ ୧୩ରୁ ଆରମ୍ଭ ହୋଇ ଜୁନ ୧ ତାରିଖ ପର୍ଯ୍ୟନ୍ତ ୪ ପର୍ଯ୍ୟାୟରେ ଭୋଟ ଦାନ ଅନୁଷ୍ଠିତ ହେବ । ଜୁନ ୧ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଭୋଟ ଦାନ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳର ବନ୍ୟା ବିପନ୍ନ ଲୋକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ଘୋଷଣା ପୂର୍ବରୁ ଏକ ବୃହତ ସୌର ଆଲୋକୀକରଣ ପ୍ରକଳ୍ପ ଭେଟି ଦେଇଛନ୍ତି । କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବନ୍ୟାବିପନ୍ନ ଧୋୟାଂଚଳର ଅଣ୍ଢରା, ଅମୃତମଣୋହି, ବଲୁରିଆ, ପେଣ୍ଠପାଳ, ତରଡ଼ିପାଳ ଓ ଅଳପୁଆ ଆଦି ପଂଚାୟତର ଲୋକମାନେ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯୟ ସମୟରେ ବିଦ୍ୟୁତ ସେବାରୁ ବଂଚିତ ହୋଇଥାନ୍ତି […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ବିଲିକଣା ଗ୍ରାମର ଶ୍ରୀଧର ବେହେରାଙ୍କ ଘରେ ଭୋଜି ଖାଇ ୪୦ ଜଣ ଅସୁସ୍ଥ ହୋଇପଡିଛନ୍ତି । ଏମାନଙ୍କ ମଧ୍ୟରୁ ୧୬ ଜଣ ମେଡିକାଲରେ ଭର୍ତି ହୋଇଥିବା ବେଳେ ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡିଦିଆଯାଇଛି ବୋଲି ମେଡିକାଲ ପକ୍ଷରୁ ସୁଚନା ଦିଆଯାଇଛି । ଗତକାଲି ଠାରୁ ପଟ୍ଟାମୁଣ୍ଡାଇ ମେଡିକାଲରୁ ଏକ ଟିମ ଗାଁକୁ ଯାଇ ଭୋଜି ଖାଇଥିବା ସବୁଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି […]
ଭୁବନେଶ୍ୱର,୧୬ା୩: ବାଜିଲା ନିର୍ବାଚନୀ ବିଗୁଲ୍ । ଶନିବାର ସାଧାରଣ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି । ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି । ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ପାଇଁ ତାରିଖ ଘୋଷଣା ହୋଇଛି । ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ […]