କେନ୍ଦ୍ରାପଡ଼ା, ୧୯ା୩: ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରତିଯୋଗୀତାରେ କେନ୍ଦ୍ରାପଡ଼ାସ୍ଥିତ ପି.ଏମ୍.ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଏନ୍.କେ. କୁନାଲ୍ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି । ମହିଳା ଓ ଶିଶୁବିକାଶ ବିଭାଗ ଏବଂ ଓଡିଶା ରାଜ୍ୟ ଶିଶୁକଲ୍ୟାଣ ପରିଷଦର ମିଳିତ ସହଯୋଗରେ ହୋଟେଲ ନିୟୁ ମାରିୟନରେ ଆୟୋଜିତ ଏହି ପୁରସ୍କାର ବିତରଣ ଉତ୍ସବରେ ଓଡିଶା ରାଜ୍ୟ ଶିଶୁସୁରକ୍ଷା ଆୟୋଗର ପୂବର୍ତନ ଅଧ୍ୟକ୍ଷା କସ୍ତୁରୀ ମହାପାତ୍ର, […]
Day: 19 March 2024
ସୋମବାର ନବୀନ ନିବାସରେ ପୁରୀ ଓ କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରର ନେତା ଏବଂ ବିଧାୟକ ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକଙ୍କୁ ନେଇ ଏକ ବୈଠକ ବସିଛି। ନିର୍ବାଚନ ତାରିଖ ଘୋଷଣା ହେବା ପରେ, ଜୋରଦାର ଲଢେଇ ପାଇଁ ସୋମବାର ନବୀନ ନିବାସରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ପୁରୀ ଓ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ରର ନେତାମାନଙ୍କୁ ଡାକି ବିଜେଡି ସୁପ୍ରିମୋ ପ୍ରାର୍ଥୀ ଚୟନ ନେଇ ଆଲୋଚନା କରିଛନ୍ତି । କେଉଁ ବିଧାନସଭା […]
ଆଗାମୀ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ ଭାଜପା ନେତୃତ୍ୱଙ୍କ ନିର୍ଦେଶରେ କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ଭାଜପା ପକ୍ଷରୁ ଦଳର ସଂଗଠନକୁ ତୃଣମୂଳ ସ୍ତରରେ ମଜଭୁତ କରି ଦଳକୁ ଯଶସ୍ୱୀ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ରାଜନଗର ନିର୍ବାଚନମଣ୍ଡଳୀ ୧୮ ନମ୍ୱର ଜୋନ ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମରରେ ଭାଜପା ଯୁବନେତା ଅଜୟ ବେହେରାଙ୍କ ନେତୃତ୍ୱରେ ବିଭିନ୍ନ ଦଳର ନେତା ଓ କର୍ମୀମାନେ […]










