ସାନମାଣିତିଆରେ ଶ୍ରୀଜଗନ୍ନାଥଙ୍କ ଚତୁର୍ଦ୍ଧାମୂର୍ତ୍ତି ସ୍ଥାପନ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବ

କେନ୍ଦ୍ରାପଡ଼ା, ୨୪ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣିତିଆରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚତୁର୍ଦ୍ଧା ମୂରତି ସ୍ଥାପନ ଉତ୍ସବ ଶନିବାର ଠାରୁ ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି । ଏଥିରେ ଶ୍ରୀକ୍ଷେତ୍ର ପୁରୀର ପଣ୍ଡିତ ପଦ୍ମନାଭ…

ବଟବାବା ସାଂସ୍କୃତିକ ସଂଗଠନର ପୂଜ୍ୟପୂଜନ ଉତ୍ସବ

କେନ୍ଦ୍ରାପଡ଼ା, ୨୪ା୩: କେନ୍ଦ୍ରାପଡାର ପ୍ରତିଷ୍ଠିତ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବଟବାବା ସାସ୍କୃତିକ ସଂଗଠନ, ତୁଣୁପୁରର ତ୍ରିଦିବସ ବ୍ୟାପି ୨୯ତମ ନାର୍ଷିକ ଉତ୍ସବ ଉଦଘାଟିତ ହୋଇଯାଇଛି । ଉତ୍ସବର ପ୍ରଥମ ଦିବସରେ ବଗଡା ପଞ୍ଚାୟତର ୨୦ଜଣ ବୟୋଜ୍ୟେଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ପୂର୍ବକ…

କେନ୍ଦ୍ରାପଡା ଆମ୍ ଆଦମି ପାର୍ଟିର ସାମ୍ବାଦିକ ସମ୍ମିଳନୀ : ଅରବିନ୍ଦ କେଜ୍ରିୱାଲଙ୍କୁ ମିଥ୍ୟା ଅଭିଯୋଗରେ ଗିରଫ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦ୍ରାପଡ଼ା, ୨୪/୩: କେନ୍ଦ୍ରାପଡା ଆମ୍ ଆଦମି ପାର୍ଟି ପକ୍ଷରୁ ଶ୍ୟାମସୁନ୍ଦରପୁର ଗଡାସ୍ଥିତ ପାର୍ଟି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ପାର୍ଟିର ଜିଲ୍ଲା ସଭାପତି ସନ୍ଦୀପ୍ତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସଭାପତି ଶ୍ରୀ ଦାସ ସାମ୍ବାଦିକମାନଙ୍କୁ କହିଥିଲେ…

ସଂଖ୍ୟାଲଘୁ ବିକାଶ ଟ୍ରଷ୍ଟ ତରଫରୁ କେନ୍ଦ୍ରାପଡ଼ା ଟେଲେ ସର୍ଚ ପରୀକ୍ଷା (କେ.ଟି.ଏସ୍‌)-୨୦୨୪ ଅନୁଷ୍ଠିତ

କେନ୍ଦ୍ରାପଡା ୨୪/୩: ଆଜି ତା. ୨୪.୦୩.୨୦୨୪ (ରବିବାର) କେନ୍ଦ୍ରାପଡ଼ାର ଅଗ୍ରଣୀ ଅନୁଷ୍ଠାନ ସଂଖ୍ୟାଲଘୁ ବିକାଶ ଟ୍ରଷ୍ଟ ତରଫରୁ କେନ୍ଦ୍ରାପଡ଼ା ଟେଲେଣ୍ଟ ସର୍ଚ ପରୀକ୍ଷା (କେ.ଟି.ଏସ୍‌)-୨୦୨୪, କେନ୍ଦ୍ରାପଡ଼ା ଗୋପସ୍ଥିତ ଜାଭିୟର ହାଇସ୍କୁଲରେ ସକାଳ ୯ଘଟିକାରେ ଅନୁଷ୍ଠିତ ହୋଇଥିଲା । ସଂଖ୍ୟାଲଘୁ ବିକାଶ ଟ୍ରଷ୍ଟ…

ଟାୱାର ଯନ୍ତ୍ରାଂଶ ନେଇ ଯାଉଥିବା ଟ୍ରକ ଜବତ, ପୋଲିସ ତଦନ୍ତ

ମୋବାଇଲ ଟାୱାର ନିର୍ମାଣ ଯନ୍ତ୍ରାଂଶ ନେଇ ଯାଉଥିବା ଏକ ଟ୍ରକକୁ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୋଲିସ ସନ୍ଦେହରେ ଅଟକ ରଖି ଛାନଭିନ୍ ଆରମ୍ଭ କରିଛି । ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତିରେ ମୋବାଇଲ ଟାୱାର ଯନ୍ତ୍ରାଂଶ ନେଇ ଏପି ୩୯…

ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା; କେନ୍ଦ୍ରାପଡାରୁ ବୈଜୟନ୍ତ, ସମ୍ବଲପୁରରୁ ଧର୍ମେନ୍ଦ୍ର

  ଭୁବନେଶ୍ୱର,୨୪ ।୩: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ପଞ୍ଚମ ପର୍ଯ୍ୟାୟରେ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି…

କାଠିଆଡାରେ ୩୬ ତମ ବିଶ୍ୱଶାନ୍ତି ମହାଯଜ୍ଞ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଳକ ବଡପଡା ପଚାଂୟତ କାଠିଆପଡା ଠାରେ ୩୬ତମ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଟିତ ହୋଇଯାଇଛି । ଗତ ସୋମବାର ୧୮ ତାରିଖରେ ବିଶ୍ୱଶାନ୍ତି ମହାଯଜ୍ଞର ଅଙ୍କୁର ରୋପଣ ୧୯ରେ କଳସଯାତ୍ରା ଯଜ୍ଞଶାଳା ପୂଜା ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତା…