କେନ୍ଦ୍ରାପଡ଼ା, ୨୭/୩ : କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ରଞ୍ଜନ କୁମାର ଦାସ ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ଆସି ସାଧାରଣ ନିର୍ବାଚନ ୨୦୨୪ ସମ୍ପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ସମସ୍ତ ପଦକ୍ଷେପ ଉପରେ ସମୀକ୍ଷା କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯାଳୟର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ, ଅତିରିକ୍ତ […]
Day: 27 March 2024
ଦିନରେ ଘୁଷୁରି ପାଳନ, ରାତିରେ ଚୋରି କେନ୍ଦ୍ରାପଡ଼ା,୨୭ା୩ : ଜିଲ୍ଲାର ବିଭିନ୍ନ ସ୍ଥାନରୁ ଘର ତାଡି ଡକାୟତି କରିବା ଅଭିଯୋଗରେ କେନ୍ଦ୍ରାପଡା ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଦିନରେ ଘୁଷୁରି ପାଳନ କରି ରାତିରେ ଡକାୟତି କରିବା ପାଇଁ ଯୋଜନା କରୁଥିଲେ । ରାତିହେଲେ ସେମାନେ ଏକାଠି ହୋଇ ଘରେ କେହି ନଥିବାର ସୁଯୋଗ ନେଇ ଘର କବାଟ ତାଡି ସମସ୍ତ ଅଳଙ୍କାର ନଗଦ […]
ସାଧାରଣ ନିର୍ବାଚନ-୨୦୨୪ ପାଇଁ ବିଜୁ ଜନତା ଦଳ (ବିଜେଡି) ବୁଧବାର ନିଜର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଏଥିରେ ବିଜେଡି ୧୫ ଜଣ ସାଂସଦ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ୭୨ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି । ଏହି କ୍ରମରେ ବିଜେଡି ରାଜନଗର ବିଧାନସଭା ଆସନ ପାଇଁ ରାଜନଗର ବିଧାୟକ ଧ୍ରୁବ ସାହୁ ଓ କେନ୍ଦ୍ରାପଡ଼ା ଲୋକସଭା […]
ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବୁଧବାର ସନ୍ଧ୍ୟା ସୁଦ୍ଧା ୧୫ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବାହ୍ନରେ ଦଳ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୯ଟି ଲୋକସଭା ଏବଂ ୭୨ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା । ଦ୍ୱିତୀୟ ପର୍ଯ୍ୟାୟ ଘୋଷଣାରେରେ […]
କେନ୍ଦ୍ରାପଡା,ତା୨୭/୩-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ବୁଢାଗୋବିନ୍ଦଜୀଉ ମନ୍ଦିର ପରିସରରେ ୪୨ତମ ବାର୍ଷିକ ଶ୍ରୀମଦ୍ ଭାଗବତ ପାରାୟଣ ସପ୍ତାହ ମାର୍ଚ୍ଚ ୧୯ତାରିଖ ମଙ୍ଗଳବାର ଠାରୁ ୨୫ତାରିଖ ସୋମବାର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସୋମବାରଦିନ ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଧାଗୋବିନ୍ଦଜୀଉଙ୍କ ନିକଟରେ ନୂତନ ପାଞ୍ଜିକା ପଠନ କରାଯିବା ପରେ ଶ୍ରୀମଦ୍ ଭଗବତ ଗୀତା ଘୃତଯଜ୍ଞ କରାଯାଇ ପାରାୟଣ ଉଦ୍ଯାପନ କରାଯାଇଥିଲା । ଏହାପରେ ଦୋଳପୂର୍ଣ୍ଣିମାଠାରୁ ପାଞ୍ଚଦିନ […]
୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଥିବା ବେଳେ ଏପ୍ରିଲ ୧୯ରୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ଏହା ସହ ଜୁନ୍ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ । ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୯ରେ ହେବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ମେ ୭, ଚତୁର୍ଥ ପର୍ଯ୍ୟାୟ ମେ ୧୩, ପଞ୍ଚମ […]
ଭୁବନେଶ୍ୱର,୨୭ ।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି । ବିଧାନସଭା ଏବଂ ଲୋକ ସଭା ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ତାଲିକାରେ କିଛି ନୂଆ ମୁହଁ ଦେଖାଯାଇଥିଲେ ହେଁ ଦଳ ପୁରୁଣା ନେତାଙ୍କ ଉପରେ ଭରସା ଦେଖାଇଛି । ଆଜି ମୁଖ୍ୟମନ୍ତ୍ରୀ ୭୧ଟି ବିଧାନସଭା ଆସନ ପାଇଁ […]