ଗାଙ୍ଗପଡା ଗ୍ରାମପଞ୍ଚାୟତରେ ବିଜେଡି କର୍ମୀ ସମ୍ମିଳନୀ

କେନ୍ଦ୍ରାପଡ଼ା, ୩୦ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତରେ ବିଜୁଜନତାଦଳର ଏକ କର୍ମୀ ସମ୍ମିଳନୀ ଜିଲ୍ଲା ସଭାପତିଙ୍କ ଆହ୍ୱାନକ୍ରମେ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଜିଲ୍ଲା ପରିଷଦ ଉପସଭାପତି ମମତାରାଣୀ ଧଳଙ୍କ ସଭାପତିତ୍ୱରେ ଗୋଗୁଆବଜାର ଠାରେ ଅନୁଷ୍ଠିତ ଏହି କର୍ମୀ ସମ୍ମିଳନୀରେ…

ବସନ୍ତକୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟର ଅଷ୍ଟଦଶତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡା,୩୦ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁରର ବସନ୍ତ କୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଅଷ୍ଟଦଶତମ ବାର୍ଷିକ ଉତ୍ସବ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଚିକିତ୍ସାଳୟର ପ୍ରତିଷ୍ଠାତା ପ୍ରଫେସର ଡା. ବିମଳକାନ୍ତ ତ୍ରିପାଠୀଙ୍କ…

ଜମଧର ସରପଞ୍ଚଙ୍କ ପକ୍ଷରୁ ଆମ୍ବୁଲାନ୍ସ ସୋ

କେନ୍ଦ୍ରାପଡ଼ା, ୩୦ା୩: ଗତ କିଛିଦିନ ହେବ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଜମଧର ପଞ୍ଚାୟତର କଟକ-ଦୁହୁରିଆ ରାସ୍ତାରେ ବହୁ ଦୁର୍ଘଟଣାରେ ହୋଇଛି । ଠିକ ସମୟରେ ଲୋକମାନେ ଆମ୍ବୁଲାନ୍ସ ସୁବିଧା ପାଇବାରୁ ବଞ୍ôଚତ ହେଉଛନ୍ତି । ତେଣୁ ଜମଧର ପଞ୍ଚାୟତ ସରପଞ୍ଚ ରାଜକିଶୋର…

କେନ୍ଦ୍ରାପଡାରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ

କେନ୍ଦ୍ରାପଡ଼ା, ୩୦ା୩: କେନ୍ଦ୍ରାପଡା ସହର ଓ ଆଖପାଖ ଅଞ୍ଚଳରେ ବଡ ଧୁମଧାମରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ଛାମୁ ମେଳଣରେ ବିଭିନ୍ନ ଅଞ୍ଚଳରୁ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି…

ରାଜନଗର ରାଜନୀତି ସରଗରମ: ଅଂଶୁମାନଙ୍କ ସମର୍ଥକଙ୍କୁ ମନାଇବାକୁ କସରତ

• ରାଜନଗର, ପଟ୍ଟାମୁଣ୍ତାଇରେ ପୃଥକ୍‌ ବୈଠକ ପଟ୍ଟାମୁଣ୍ତାଇ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଓ ପୂର୍ବତନ ବିଧାୟକ ଧ୍ରୁବଚରଣ ସାହୁଙ୍କୁ ନେଇ ଏବେ ରାଜନଗର ରାଜନୀତିରେ ହଟଚମଟ ଲାଗିରହିଛି । ବିଜେଡି କେନ୍ଦ୍ରାପଡ଼ା ଲୋକସଭା ଆସନରୁ ଅଂଶୁମାନଙ୍କୁ ଓ ରାଜନଗର ନିର୍ବାଚନମଣ୍ତଳୀରୁ…