ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବୁଧବାର ସନ୍ଧ୍ୟା ସୁଦ୍ଧା ୧୫ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବାହ୍ନରେ ଦଳ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୯ଟି ଲୋକସଭା ଏବଂ ୭୨ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା । ଦ୍ୱିତୀୟ ପର୍ଯ୍ୟାୟ ଘୋଷଣାରେରେ […]
Month: March 2024
କେନ୍ଦ୍ରାପଡା,ତା୨୭/୩-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ବୁଢାଗୋବିନ୍ଦଜୀଉ ମନ୍ଦିର ପରିସରରେ ୪୨ତମ ବାର୍ଷିକ ଶ୍ରୀମଦ୍ ଭାଗବତ ପାରାୟଣ ସପ୍ତାହ ମାର୍ଚ୍ଚ ୧୯ତାରିଖ ମଙ୍ଗଳବାର ଠାରୁ ୨୫ତାରିଖ ସୋମବାର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସୋମବାରଦିନ ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଧାଗୋବିନ୍ଦଜୀଉଙ୍କ ନିକଟରେ ନୂତନ ପାଞ୍ଜିକା ପଠନ କରାଯିବା ପରେ ଶ୍ରୀମଦ୍ ଭଗବତ ଗୀତା ଘୃତଯଜ୍ଞ କରାଯାଇ ପାରାୟଣ ଉଦ୍ଯାପନ କରାଯାଇଥିଲା । ଏହାପରେ ଦୋଳପୂର୍ଣ୍ଣିମାଠାରୁ ପାଞ୍ଚଦିନ […]
୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଥିବା ବେଳେ ଏପ୍ରିଲ ୧୯ରୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ଏହା ସହ ଜୁନ୍ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ । ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୯ରେ ହେବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ମେ ୭, ଚତୁର୍ଥ ପର୍ଯ୍ୟାୟ ମେ ୧୩, ପଞ୍ଚମ […]
ଭୁବନେଶ୍ୱର,୨୭ ।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି । ବିଧାନସଭା ଏବଂ ଲୋକ ସଭା ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ତାଲିକାରେ କିଛି ନୂଆ ମୁହଁ ଦେଖାଯାଇଥିଲେ ହେଁ ଦଳ ପୁରୁଣା ନେତାଙ୍କ ଉପରେ ଭରସା ଦେଖାଇଛି । ଆଜି ମୁଖ୍ୟମନ୍ତ୍ରୀ ୭୧ଟି ବିଧାନସଭା ଆସନ ପାଇଁ […]
କେନ୍ଦ୍ରପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ଆନୁକୂଲ୍ୟରେ ପ୍ରତିବର୍ଷ ପରି ଆସନ୍ତା ଏପ୍ରିଲ ମାସ ପହିଲାରେ ପବିତ୍ର ଉତ୍କଳ ଦିବସ ମହା ସମାରୋହରେ ପାଳନ କରାଯିବ। ନିମନ୍ତେ ଏକ ପୂର୍ଣ୍ଣାଙ୍ଗ ପ୍ରସ୍ତୁତି ବୈଠକ ସଭାପତି ଗୋପୀବଲ୍ଲଵ ନାୟକଙ୍କ ପୌରାହିତ୍ୟରେ ସ୍ଥାନୀୟ ପଟ୍ଟାମୁଣ୍ଡାଇ ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ସମ୍ପାଦକ ଗୋପୀନାଥ ତ୍ରିପାଠୀ ବୈଠକରେ କାର୍ଯ୍ୟକ୍ରମର ରୂପରେଖ ତଥା ଅତିଥି ଓ ବକ୍ତାଙ୍କୁ ଆମନ୍ତ୍ରଣ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏହି […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ବଡ଼ମୂଳବସନ୍ତ ଗ୍ରାମର ସରକାରୀ ଓକିଲ ଭୀମସେନ ପ୍ରଧାନଙ୍କ ଘରୁ ଚୋରୀ ଓ ଆକ୍ରମଣ ଘଟଣାରେ ବାଲେଶ୍ୱର ଜିଲ୍ଲା ସିମୁଳିଆରୁ ଜଣେ ଅଭିଯୁକ୍ତକୁ ସୋମବାର ପଟ୍ଟାମୁଣ୍ଡାଇ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ ବାଲେଶ୍ୱର ଜିଲ୍ଲା ସିମୁଳିଆ ଅବଜୁନା ଗ୍ରାମର କାଳନ୍ଦି ଦାସଙ୍କ ପୁଅ ରଞନ ଦାସ । ରଞନ ଗିରଫ ହେବା ସମ୍ପର୍କରେ ଅନ୍ୟ […]
କେନ୍ଦ୍ରାପଡ଼ା:୨୫/୦୩ :ଗାଙ୍ଗପଡା ପଞ୍ଚାୟତ କଂଗ୍ରେସର ଏକ କର୍ମୀ ବୈଠକ ଦୋବନ୍ଧା ଠାରେ ପଞ୍ଚାୟତ କଂଗ୍ରେସ ସଭାପତି ଅଙ୍କୁର ଚରଣ ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇ ଯାଇଛି. ଏହି ବୈଠକ ରେ ବୁଥୟାରୀ ଦଳର ସ୍ଥିତି ସମୀକ୍ଷା କରାଯାଇ ଅଛି ଆସନ୍ୟ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ବାବଦରେ ଆଲୋଚନା ସହ ପଂଚାୟତ ନିର୍ବାଚନ କମିଟି ଓ ବୁଥ ନିର୍ବାଚନ କମିଟି ଗଠନ କରା ଯାଇଛି । […]
କେନ୍ଦ୍ରାପଡା ମହିପାଳ ସରକାରୀ ହାଇସ୍କୁଲର ଚିତ୍ରକଳା ଶିକ୍ଷକ ତଥା କ୍ରିଷ୍ଣା ଆର୍ଟ ଆଣ୍ଡ କଲଚର ଏକାଡେମୀର ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ଅଯୋଧ୍ୟାରେ ଅନୁଷ୍ଠିତ ହୋଇଥିବା “ରାମ ଉତ୍ସବ” ଶୀର୍ଷକ ଚିତ୍ର କର୍ମଶାଳାରେ ସମ୍ମାନୀତ କରାଯାଇଅଛି । ଚଳିତ ମାସ ୧୬ ତାରିଖରୁ ୨୨ ତାରିଖ ଟେଣ୍ଟ ସିଟି ଉତ୍ତର ପ୍ରଦେଶ ଠାରେ ସଂସ୍କାର ଭାରତୀ ଓ ଲଳିତକଳା ଏକାଡେମୀ ଉତ୍ତରପ୍ରଦେଶ ମିଳିତ ଉଦ୍ୟମରେ ଦେଶର ପ୍ରତି ରାଜ୍ୟର […]
ଦୋଳେ ଚ ଦୋଳଗୋବିନ୍ଦଂ ଚାପେ ଚ ମଧୁସୂଧନମ୍ । ରଥେ ତୁ ବାମନଂ ଦୃଷ୍ଟା ପୁନର୍ଜନ୍ମ ନବିଦ୍ୟତେ । ଦୋଳରେ ବା ବିମାନରେ ଦୋଳଗୋବିନ୍ଦଙ୍କୁ, ଚାପରେ ମଧୁସୂଦନ ଶ୍ରୀହରିଙ୍କୁ ଓ ରଥରେ ବାମନ ରୂପୀ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ମନୁଷ୍ୟର ଆଉ ପୁନର୍ଜନ୍ମ ହୁଏ ନାହିଁ ବୋଲି ବିଶ୍ୱାସ ରହିଛି । ଏହି ବିଶ୍ୱାସ ଲୋକମାନଙ୍କ ମଧ୍ୟରେ ପୁଞ୍ଜିଭୂତ ହୋଇ ରହିଛି । ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ। […]
କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ପେଣ୍ଠ ବେଳାଭୂମିରେ ସାଗରବେଳା ମହୋତ୍ସବ ପଚଂମ ସଂସ୍କରଣର ଦ୍ୱିତୀୟ ସଂନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି । ମହୋତ୍ସବର ସଭାପତି ଡାକ୍ତର ଅଭୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାକୁ କ୍ଷୀରୋଦ କୁମାର ମଲ୍ଲିକ ସଂଯୋଜନା କରିଥିଲେ । ମୁଖ୍ୟ ଅତିଥି ଭାବେ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ, ବରେଣ୍ୟ ଅତିଥି ଭାବେ ବ୍ରାହ୍ମାବଧୂତ ଅଭୟ ବାବା, ମୁଖ୍ୟବକ୍ତା ଭାବେ ବ୍ରହ୍ମାବଧୂତ ଚିତ ବାବା ପ୍ରଦୀପ […]
କେନ୍ଦ୍ରାପଡ଼ା, ୨୪ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣିତିଆରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚତୁର୍ଦ୍ଧା ମୂରତି ସ୍ଥାପନ ଉତ୍ସବ ଶନିବାର ଠାରୁ ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି । ଏଥିରେ ଶ୍ରୀକ୍ଷେତ୍ର ପୁରୀର ପଣ୍ଡିତ ପଦ୍ମନାଭ ତ୍ରିପାଠୀଶର୍ମା, ପଣ୍ଡିତ ଭୁବନେଶ୍ୱର ତ୍ରିପାଠୀଶର୍ମା, ମୁକ୍ତିମଣ୍ଡପର ପଣ୍ଡିତ ମହେନ୍ଦ୍ରନାଥ ଷଡଙ୍ଗୀ ଓ ପଣ୍ଡିତ ହେମନ୍ତ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ଶନିବାର ଯଜ୍ଞାଧିବାସ, ମଣ୍ଡଳକରଣ, ଅଙ୍କୁରାରୋପଣ, ଦେବତା […]
କେନ୍ଦ୍ରାପଡ଼ା, ୨୪ା୩: କେନ୍ଦ୍ରାପଡାର ପ୍ରତିଷ୍ଠିତ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବଟବାବା ସାସ୍କୃତିକ ସଂଗଠନ, ତୁଣୁପୁରର ତ୍ରିଦିବସ ବ୍ୟାପି ୨୯ତମ ନାର୍ଷିକ ଉତ୍ସବ ଉଦଘାଟିତ ହୋଇଯାଇଛି । ଉତ୍ସବର ପ୍ରଥମ ଦିବସରେ ବଗଡା ପଞ୍ଚାୟତର ୨୦ଜଣ ବୟୋଜ୍ୟେଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ପୂର୍ବକ ପୂଜାର୍ଚ୍ଚନା କରାଯାଇଥିଲା । ଏହି ଉପଲକ୍ଷେ ସଂଗଠନର ସଭାପତି ନିତ୍ୟାନନ୍ଦ ଜେନାଙ୍କ ସଭାପତିତ୍ୱରେ ଆୟୋଜିତ ଉଦଘାଟନୀ ସଭାରେ ପ୍ରାକ୍ତନ ଅଧ୍ୟକ୍ଷ ପ୍ରାଧ୍ୟାପକ ମୋହନ ଚରଣ ଜେନା ମୁଖ୍ୟଅତିଥି, […]
କେନ୍ଦ୍ରାପଡ଼ା, ୨୪/୩: କେନ୍ଦ୍ରାପଡା ଆମ୍ ଆଦମି ପାର୍ଟି ପକ୍ଷରୁ ଶ୍ୟାମସୁନ୍ଦରପୁର ଗଡାସ୍ଥିତ ପାର୍ଟି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ପାର୍ଟିର ଜିଲ୍ଲା ସଭାପତି ସନ୍ଦୀପ୍ତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସଭାପତି ଶ୍ରୀ ଦାସ ସାମ୍ବାଦିକମାନଙ୍କୁ କହିଥିଲେ ଯେ ଆମ୍ ଆଦମି ପାର୍ଟିର ରାଷ୍ଟ୍ରୀୟ ସଭାପତି ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଥ୍ୟା ଅଭିଯୋଗରେ ଗିରଫ କରାଯିବା ସମ୍ବନ୍ଧରେ ସାଂଘାତିକ ତଥ୍ୟ ପଦାକୁ ଆସିଛି […]
କେନ୍ଦ୍ରାପଡା ୨୪/୩: ଆଜି ତା. ୨୪.୦୩.୨୦୨୪ (ରବିବାର) କେନ୍ଦ୍ରାପଡ଼ାର ଅଗ୍ରଣୀ ଅନୁଷ୍ଠାନ ସଂଖ୍ୟାଲଘୁ ବିକାଶ ଟ୍ରଷ୍ଟ ତରଫରୁ କେନ୍ଦ୍ରାପଡ଼ା ଟେଲେଣ୍ଟ ସର୍ଚ ପରୀକ୍ଷା (କେ.ଟି.ଏସ୍)-୨୦୨୪, କେନ୍ଦ୍ରାପଡ଼ା ଗୋପସ୍ଥିତ ଜାଭିୟର ହାଇସ୍କୁଲରେ ସକାଳ ୯ଘଟିକାରେ ଅନୁଷ୍ଠିତ ହୋଇଥିଲା । ସଂଖ୍ୟାଲଘୁ ବିକାଶ ଟ୍ରଷ୍ଟ ବିଭିନ୍ନ ସମୟରେ ଶିକ୍ଷାର ମାନ ବୃଦ୍ଧି ଓ ଶିକ୍ଷା ପ୍ରଚାର ପ୍ରସାର ନିମନ୍ତେ ସଦା ସର୍ବଦା ଚେଷ୍ଟିତ । ଏହି ଟ୍ରଷ୍ଟ ତରଫରୁ ବିଗତ ଦିନରେ ଶିକ୍ଷା […]
ମୋବାଇଲ ଟାୱାର ନିର୍ମାଣ ଯନ୍ତ୍ରାଂଶ ନେଇ ଯାଉଥିବା ଏକ ଟ୍ରକକୁ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୋଲିସ ସନ୍ଦେହରେ ଅଟକ ରଖି ଛାନଭିନ୍ ଆରମ୍ଭ କରିଛି । ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତିରେ ମୋବାଇଲ ଟାୱାର ଯନ୍ତ୍ରାଂଶ ନେଇ ଏପି ୩୯ ୟୁଜେ ୨୪୪୫ନଂ ଟ୍ରକ କଟକ /ଭୁବନେଶ୍ୱର ଅଭିମୁଖେ ଯାଉଥିବାବେଳେ ପଟ୍ଟାମୁଣ୍ଡାଇ ବାଇପାସ ଠାରେ ସ୍ଥାନୀୟ ପୋଲିସ ସନ୍ଦେହରେ ଅଟକ ରଖି ଛାନଭିନ ଆରମ୍ଭ ସହ କାଗଜପତ୍ର ଯାଂଚ […]
ଭୁବନେଶ୍ୱର,୨୪ ।୩: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ପଞ୍ଚମ ପର୍ଯ୍ୟାୟରେ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି । ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ଏହି ଘୋଷଣା କରିଛି । ଏହି କ୍ରମରେ ଭାଜପା କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ପୁରୀ ପାଇଁ ସମ୍ବିତ ପାତ୍ର, ସମ୍ବଲପୁର […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଳକ ବଡପଡା ପଚାଂୟତ କାଠିଆପଡା ଠାରେ ୩୬ତମ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଟିତ ହୋଇଯାଇଛି । ଗତ ସୋମବାର ୧୮ ତାରିଖରେ ବିଶ୍ୱଶାନ୍ତି ମହାଯଜ୍ଞର ଅଙ୍କୁର ରୋପଣ ୧୯ରେ କଳସଯାତ୍ରା ଯଜ୍ଞଶାଳା ପୂଜା ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତା କାଲି ଦୋଳପୂର୍ଣ୍ଣିମା ସୋମବାର ଉଦ୍ଯାପିତ ହେବ । ପଣ୍ଡିତ ପ୍ରଶାନ୍ତ ପଣ୍ଡାଙ୍କ ତତ୍ୱାବଧାନରେ ୯ ଜଣ ପଣ୍ଡିତ ଅନୁଷ୍ଠିତ ମହାଯଜ୍ଞରେ ପ୍ରତ୍ୟେହ ସୂର୍ଯ୍ୟ ପୂଜା, ଗୀତାପାଠ, ଚଣ୍ଡିପାଠ, […]
ଭୁବନେଶ୍ୱର, ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ‘ବିଜନେସ ଏମିନେନ୍ସ ଆୱାର୍ଡ ୨୦୨୪’ ଶନିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି । ‘ବିଜନେସ ଏମିନେନ୍ସ ଆୱାର୍ଡ’ର ଏହି ଚତୁର୍ଥ ସଂସ୍କରଣରେ ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ସ୍ୱାଗତ ଭାଷଣ ଦେବା ସହିତ କାର୍ଯ୍ୟକ୍ରମ ଉଦ୍ଦେଶ୍ୟରେ ଆଲୋକାତ କରିଥିଲେ । କାର୍ଯ୍ୟକ୍ରମରେ ଇଲୋକେଟ୍ରାନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର […]
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ପ୍ରବଳ ଖରା ସାଙ୍ଗକୁ ଗରମ ଅନୁଭୂତ ହେଉଛି । ଅଜି ଶନିବାର ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି । ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି । ମାତ୍ର ବେଆଇନ ନାଲି ଇଟାଭାଟିର ନିଆଁଯୋଗୁ ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ବୃଦ୍ଧି ହୋଇ ତାତି ବେଶି ବଢ଼ିବାରେ ଲାଗିଛି ବୋଲି […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ପଡା ଉପ୍ରା ବିଦ୍ୟାଳୟରେ ବିଶ୍ୱ ଜଙ୍ଗଲ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ପ୍ରମୋଦ ସ୍ୱାଇଁଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ବଡପଡା ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା ନିରାକାର ସେଠୀ, ସିଆରସିସି ଏମ ଡି ମସିଉଲ୍ଲା, ପୂର୍ବତନ ପ୍ରଧାନଶିକ୍ଷକ ବିଧୁଭୂଷଣ ମହାନ୍ତି, ସ୍କୁଲ ପରିଚାଳନା କମିଟି ସଭାପତି ସତ୍ୟବ୍ରତ ରାଉତ ଓ ସହକାରୀ ଶିକ୍ଷକ କବି ଅନ୍ତର୍ଯ୍ୟାମୀ ବେଜ ଯୋଗ ଦେଇ ପରିବେଶ ସୁରକ୍ଷା […]
କେନ୍ଦ୍ରାପଡ଼ା, ୨୩ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଗ୍ରାମର ବାସନ୍ତୀ ଦେବୀ ମନ୍ଦିର ନିକଟରେ ଥିବା ଏକ ଗୋଚର ଜମି ଉପରେ “ଆମ ଗାଁ ଆମ ବିକାଶ ଯୋଜନାରେ ଗତ ୨୦୧୯ମସିହାରେ ୩ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳରେ ବେଆଇନ ଭାବରେ ଏକ ଗୋଷ୍ଠିକେନ୍ଦ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ସଂପୃକ୍ତ କାର୍ଯ୍ୟଟିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ବାହ କରାଯାଉଥିବାରୁ ଏସମ୍ପର୍କରେ ତତକାଳୀନ ଜିଲ୍ଲାପାଳ ଓ ତହସିଲଦାରଙ୍କ […]
କେନ୍ଦ୍ରାପଡ଼ା,୨୩/୩: କପାଳେଶ୍ୱର ପଞ୍ଚାୟତରେ ଏକ କର୍ମୀ ସମ୍ମିଳନୀ ଗରାପୁର ଦି’ ପ୍ୟାଲେସଠାରେ ପୂର୍ବତନ ସରପଞ୍ଚ ବିଶ୍ୱଜିତ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୨୦୧୯ ତୁଳନାରେ ୨୦୨୪ରେ ଗାଁ ୱରୀ କଂଗ୍ରେସର ସ୍ଥିତି ସମୀକ୍ଷା କରାଯାଇଥିଲା । ନିର୍ବାଚନ ନିମନ୍ତେ ଗୋଟିଏ ପଞ୍ଚାୟତ ନିର୍ବାଚନ କମିଟି ସହ ବୁଥ୍ କମିଟିମାନ ଗଠନ କରାଯାଇଥିଲା । ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଯୋଗଦେଇ ୨୦୨୪ ନିର୍ବାଚନର ଗୁରୁତ୍ୱ ଉପରେ […]
କେନ୍ଦ୍ରାପଡ଼ା, ୨୩ା୩: ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରଦେଶ କଂଗ୍ରେସ ନିର୍ଦ୍ଦେଶରେ କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା କଂଗ୍ରେସ ସଭାପତି ଲୋକନାଥ ମହାରଥୀଙ୍କ ପୌରୋହିତ୍ୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଯୋଗଦେଇ କହିଥିଲେ ଯେ କଂଗ୍ରେସର ଇସ୍ତାହାର ହେଉଛି କଂଗ୍ରେସର ପବିତ୍ର ପ୍ରତିଶୃତି । ରାଜ୍ୟ ତଥା ରାଜ୍ୟବାସୀଙ୍କ ସେବାରେ ସମର୍ପିତ କଂଗ୍ରେସ ଦଳ ଏକ ସୁଖୀ […]
କେନ୍ଦ୍ରାପଡ଼ା, ୨୩ା୩: ଏକ ନିର୍ଦ୍ଧିଷ୍ଟ ରାଜନୈତିକ ଦଳ ନିମନ୍ତେ କାର୍ଯ୍ୟ କରିବା ଉଦେଶ୍ୟରେ ୩ଜଣ କଲେଜ କର୍ମଚାରୀଙ୍କୁ ନିର୍ବାଚନ ଦାୟୀତ୍ୱରୁ ଅବ୍ୟାହତି ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ଓଳାଭର ମହାବିଦ୍ୟାଳୟର କର୍ମଚାରୀମାନଙ୍କ ଏକ ନାମ ତାଲିକା ନିର୍ବାଚନ ଡ୍ୟୁଟି ପାଇଁ କଲେଜ ପକ୍ଷରୁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ନିକଟକୁ ଆସିଛି । କିନ୍ତୁ ଏହି ତାଲିକାରେ ଜାଣିଶୁଣି ଅଧ୍ୟାପକ […]










