ଜାତୀୟ ରାଜପଥ ନିର୍ମାଣରେ ଜଳ ସେଚନ ଓ ନିଷ୍କାସନ ଉପର ଧ୍ୟାନ ଦେବାକୁ କୃଷକ ବିକାଶ ପରିଷଦର ଜିଲ୍ଲାପାଳଙ୍କୁ ଦାବି , ୮ ଲେନ ବିଶିଷ୍ଟ ଜାତୀୟ ରାଜପଥ ନିର୍ମାଣ ସମୟରେ ଜିଲ୍ଲାର ଜଳସେଚନ ଓ ଜଳ ନିଷ୍କାସନ ଉପରେ ଗୁରୁତ୍ୱ ଦେବାକୁ କୃଷକ ବିକାଶ ପରିଷଦର ଦାବି
କେନ୍ଦ୍ରାପଡ଼ା, ୧୩ା୩ : ଦୈତାରୀ ପାରାଦୀପ ଜାତୀୟ ରାଜପଥ ଯାଜପୁର ଜିଲ୍ଲାରୁ ଜଗତସିଂହପୁର ଜିଲ୍ଲାକୁ କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟ ଦେଇ ପାରାଦୀପ ପର୍ଯ୍ୟନ୍ତ ଯାଇଅଛି । ହରିଦାସପୁର–ପାରାଦୀପ ରେଳପଥ ଦୈତାରୀ -ପାରାଦୀପ ଜାତୀୟ ରାଜପଥର […]
