ଦିନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

କେନ୍ଦ୍ରାପଡ଼ା, ୧ା୪: ସ୍ଥାନୀୟ ଦିନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ଦିନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ପରିସରରେ ଥିବା ଉତ୍କଳର ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ ଏକ ସଭା ଅନୁଷ୍ଠିତ…

କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ୮୯ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

କେନ୍ଦ୍ରାପଡା,୧ା୪ : କେନ୍ଦ୍ରାପଡାରେ ୮୯ତମ ଜିଲ୍ଲା ସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜଜାଙ୍ଗସ୍ଥିତ ପୋଲିସ ରିଜର୍ଭ ପଡିଆରେ ଅନୁଷ୍ଠିତ ପ୍ୟାରେଡରେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟରିଆ ଯୋଗଦେଇ ଅଭିବାଦନ ଗ୍ରହଣ କରିଥିଲେ । ଏହି…

କବି ନିରୁପମା ଦାସଙ୍କ “ନୀଳ ଲଫାପାର ଚିଠି”ଲୋକାର୍ପିତ

କେନ୍ଦ୍ରାପଡା,୧ା୪: କେନ୍ଦ୍ରାପଡା ଫ୍ରେଜର ସ୍କୁଲ ପରିସରରେ ସମ୍ବର୍ତକୀ ପକ୍ଷରୁ ଆୟୋଜିତ ଏକ ଉତ୍ସବରେ କବି ନିରୁପମା ଦାସଙ୍କ ପୁସ୍ତକ “ନୀଳ ଲଫାପାର ଚିଠି” ଲୋକାର୍ପିତ ହୋଇଯାଇଛି । ଏହି ଉପଲକ୍ଷେ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରାଧ୍ୟାପକ ନନ୍ଦ କିଶୋର ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ସାପ କାମୁଡାରେ ୧ମୃତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଡାମରପୁର ବାଲିପାଟଣା ଗ୍ରାମର ଶ୍ରୀଚରଣ ନାୟକଙ୍କ ପୁଅ ଚନ୍ଦନ କୁମାର ନାୟକ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଏକ ବିଷଧର ସାପ ତାକୁ କାମୁଡି ଦେଇଥିଲା । ସ୍ଥାନୀୟ ଲୋକମାନେ ସଙ୍ଗେ ସଙ୍ଗେ…

ଧାନେଶ୍ୱରୀ ପୀଠରେ ନୃତ୍ୟ ମହୋତ୍ସବ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଧାନେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ପବିତ୍ର ହୋଲି ମେଳଣ ଅବସରରେ ସାଇ ଇନଫ୍ରା ଟେକ୍ ଦ୍ୱାରା ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।. ମା ଧାନେଶ୍ୱରୀ ସାଂସ୍କୁତିକ ପରିଷଦର କୁନି ପ୍ରତିଭା ମାନଙ୍କୁ ନେଇ…

ପ୍ରସନ୍ନ ପରିଡାଙ୍କ ପକ୍ଷରୁ ବନ୍ଧୁ ମିଳନ ଉତ୍ସବ

କେନ୍ଦ୍ରାପଡ଼ା,୧ା୪: କେନ୍ଦ୍ରାପଡ଼ାର ଗରାପୁରସ୍ଥିତ ସ୍ୱୟଂସିଦ୍ଧା ରିଶୋର୍ଟଠାରେ କେନ୍ଦ୍ରାପଡ଼ା ଲୋକସଭା ଆସନର ପୂର୍ବତନ ଆଶାୟୀ ଭାଜପା ପ୍ରାର୍ଥୀ ପ୍ରସନ୍ନ କୁମାର ପରିଡ଼ାଙ୍କ ଆବାହକତ୍ୱରେ ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁମିଳନ ଉତ୍ସବରେ ସାଲେପୁର, ମାହାଙ୍ଗା, ନିଶ୍ଚିନ୍ତକୋଇଲି, ପଟ୍ଟାମୁଣ୍ଡାଇ,…

ଜିଲ୍ଲାସ୍ତରୀୟ ୮୯ତମ ଓଡ଼ିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ ମାତୃଭାଷାର ପ୍ରଗତିରେ ଜାତିର ଉନ୍ନତି: ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୧ା୪: ବୀରପ୍ରସବିନୀ ଓଡ଼ିଶା ମାଟିର ସୁଯୋଗ୍ୟ ବରପୁତ୍ରମାନେ ଥିଲେ ଦୂରଦ୍ରଷ୍ଟା । ସେମାନେ ବୁଝିଥିଲେ ହୃଦୟର ଭାଷା ଅର୍ଥାତ୍ ମାତୃଭାଷା ହେଉଛି ଆମ ଅତୀତର ଅସ୍ତିତ୍ୱ ପୁଣି ଆମ ଭବିଷ୍ୟତ । ମାତୃଭାଷା ମାଧ୍ୟମରେ ଶିକ୍ଷା ଗ୍ରହଣ କଲେ ପାଠ…

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଶ୍ରୀବଳଦେବଜୀଉଙ୍କ ଆଶ୍ରିର୍ବାଦ ଭିକ୍ଷା କଲେ

କେନ୍ଦ୍ରାପଡ଼ା, ୧ା୪: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଲୋକସଭା ସଂସଦୀୟ କ୍ଷେତ୍ରର ବିଜେପି ସଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ସନ୍ଦ୍ୟାରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି ଆଶ୍ରିର୍ବାଦ ଭିକ୍ଷା କରିଛନ୍ତି । ବିଜେପି…

ଉତ୍କଳ ଦିବସ : ୮୮ ବର୍ଷ ତଳେ ଓଡ଼ିଶାକୁ ମିଳିଥିଲା ଭାଷାଭିତ୍ତିିକ ରାଜ୍ୟ ମାନ୍ୟତା ।

ଉତ୍କଳ ଦିବସ ଓଡିଶା ରାଜ୍ୟ ର ପ୍ରତିଷ୍ଠା ଦିବସ । ପୁରା ରାଜ୍ୟ ରେ ୧ ଅପ୍ରେଲକୁ ଉତ୍କଳ ଦିବସ ରୂପେ ପାଳନ କରାଯାଇଥାଏ । ଉତ୍କଳ ଦିବସ ପାଳନ କରିବା ର ମୂଳ ଉଦ୍ଦେଶ୍ୟ ହେଲା ଓଡିଆ ଭାଷା ଏବଂ…