ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମର୍ଯ୍ୟାଦା ଜନକ କେନ୍ଦ୍ରାପଡ଼ା ଲୋକସଭା ଆସନର ବିଜେଡି ପ୍ରାର୍ଥୀ ଭାବେ ଟାଣୁଆ ଯୁବନେତା ଅଂଶୁମାନ ମହାନ୍ତି ଓ ରାଜନଗର ବିଧାନସଭା ଆସନର ପ୍ରାର୍ଥୀ ଭାବେ ଅଭିଜ୍ଞ ବିଧାୟକ ଧ୍ରୁବ ସାହୁଙ୍କ ନାମ ଘୋଷଣା କରିବା ପରେ ପ୍ରଥମ ଥର ପାଇଁ ଉଭୟ ଅଂଶୁମାନ ଓ ଧ୍ରୁବ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଧାୟକ ପ୍ରତାପ ଜେନାଙ୍କ ସହିତ ମଙ୍ଗଳବାର ସନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଅଂଚଳକୁ […]

କେନ୍ଦ୍ରାପଡା ୨ ।୪: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା କଂଗ୍ରେସର ଇସ୍ତଫା ଦେଇଛନ୍ତି । ଏନେଇ ସେ ଏକ୍ସରେ ସୂଚନା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଥିବା କହିଛନ୍ତି ।ଇସ୍ତଫା ପତ୍ରରେ ସେ ଲେଖିଛନ୍ତି, ମୁଁ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି । କଂଗ୍ରେସ ଦଳ ମୋତେ ବିଧାୟକ ତଥା […]