କେନ୍ଦ୍ରାପଡ଼ା, ୪/୪: ରାଜନଗରର ପୂର୍ବତନ ବିଧାୟିକା ସ୍ୱର୍ଗତ ସରସ୍ୱତୀ ଦେବୀଙ୍କ ୨୩ତମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ଏହି ଅବସରରେ ଉପସ୍ଥିତ ଥିବା ସଦସ୍ୟମାନେ ପ୍ରଥମେ ସେଠାରେ ଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ମୃର୍ତ୍ତିରେ ପୁଷ୍ପମାଲ୍ୟ ଦେବା ପରେ ସ୍ୱର୍ଗତ ସରସ୍ୱତୀ ଦେବୀଙ୍କ ପ୍ରତିମୃର୍ତ୍ତିରେ ପୁଷ୍ପମାଲ୍ୟ ଦେଇଥିଲେ । ତତ୍କାଳୀନ ସମୟରେ ଗମନାଗମନର ସୁବିଧା ନଥିବା ରାଜନଗର ଓ ମହାକାଳପଡା ଅଞ୍ଚଳରେ ଚିକିତ୍ସା ସୁବିଧା ଓ ଶିକ୍ଷାର […]

କେନ୍ଦ୍ରାପଡ଼ା, ୪/୦୪: ରାଜ୍ୟସରକାରଙ୍କ ସୁପାରିଶ କ୍ରମେ ରାଜ୍ୟ ସମବାୟ ନିବନ୍ଧକ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କ ପରିଚାଳନା ପରିଷଦର ନିର୍ଦ୍ଦେଶକ ଭାବେ ବର୍ଷିୟାନ ସମାଜସେବୀ ଶଙ୍କର୍ଷଣ ପଣ୍ଡା ଓ ବରିଷ୍ଠ ଆଇନଜୀବୀ ଧିରେନ କୁମାର ସାହୁଙ୍କୁ ମନୋନୀତ କରିଛନ୍ତି । ରାଜ୍ୟ ସମବାୟ ସମୂହର ନିବନ୍ଧକଙ୍କ ପକ୍ଷରୁ ଏଥିନେଇ ବିଧିବଦ୍ଧ ଭାବେ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କ ସିଇଓଙ୍କୁ ଜଣାଇ ଦିଆଯାଇଛି । ଓଡିଶା ସମବାୟ ଆଇନ-୧୯୬୨ର ଧାରା ୩୧(୧) ଅନୁ୍‌ଯାୟୀ ରାଜ୍ୟ […]

ଆସନ୍ତା ସାଧାରଣ ନିର୍ବାଚନ ପାଇଁ ରାଜନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକର ୧୯ ପଂଚାୟତକୁ ନେଇ ଏକମିଳିତ ବିଶାଳ କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ବନ୍ତୋ ଠାରେ ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ବିଶାଳ ସମାବେଶରେ କେନ୍ଦ୍ରାପଡ଼ା ଲୋକସଭା ବିଜେଡି ପ୍ରାର୍ଥୀ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଓ ରାଜନଗର ବିଧାୟକ ତଥା […]

ପଟ୍ଟାମୁଣ୍ଡାଇ କଲେଜ ରେଡକ୍ରସ ଓ ରେଡରିବନ କ୍ଲବ ପକ୍ଷରୁ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସଚେତନତା ସଭାରେ ପ୍ରାଧ୍ୟାପକ ସର୍ବେଶ୍ୱର ସାହୁ ଓ ପ୍ରାଧ୍ୟାପକ ଡ଼ ଫକୀର ଚରଣ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ଏଡ଼ସ ରୋଗର କାରଣ ଓ ନିରାକରଣ ସମ୍ପର୍କରେ ସଚେତନତା […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ କଖାରୁଣି ପଂଚାୟତ ଓସଙ୍ଗରା ଗାଁରେ ଗୁରୁବାର ସଂନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଥିବା ଖବର ମିଳିଛି । ପୋଖରୀରେ ବୁଡି ୪ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି ବୋଲି କେତେ ଜଣ କହୁଥିବା ବେଳେ ସେପ୍ଟି ଟାଙ୍କିରେ ପଡି ଶିଶୁ ପୁତ୍ରର ମୃତ ହୋଇଥିବା କେତେଜଣ କହୁଛନ୍ତି । ମାତ୍ର ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଆଇଆଇସିଙ୍କୁ ପଚାରିବାରେ ଚିକିତ୍ସାଳୟରେ ପହଁଚିବା ପୁର୍ବରୁ ଶିଶୁଟିର […]

କଟକ : ମୁକୁଳା ଡ୍ରେନ୍‌ରେ ପଡ଼ି ଜଣକର ଜୀବନ ଯାଇଛି । ସିଆରଆରଆଇ ଥାନା ଅନ୍ତର୍ଗତ ନୂଆବଜାର ମହିମାନଗରରେ ଘଟିଛି ଏହି ଅଘଟଣ । ଗୁରୁବାର ସକାଳୁୁ ମୃତକ ଜଣକ ରାସ୍ତା ପାର୍ଶ୍ୱ ମୁକୁଳା ଡ୍ରେନ୍‌ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏସ୍‌ସିବି ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ […]