କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ କର୍ମକର୍ତ୍ତାଙ୍କ ସମୂହ ଇସ୍ତଫା

କେନ୍ଦ୍ରାପଡ଼ା, ୫/୪: କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେନ୍ଦ୍ରାପଡା ନଗର କଂଗ୍ରେସ କମିଟି କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ବ୍ଲକର କଂଗ୍ରେସ କର୍ମକର୍ତ୍ତାମାନେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ସମର୍ଥନରେ ଦଳର ପ୍ରାଥମିକ ସଭ୍ୟ ପଦରୁ ସମୂହ ଇସ୍ତଫା ଦେଇଛନ୍ତି । ପିସିସି…

 ସଞ୍ଜିବନୀ ବିଦ୍ୟାମନ୍ଦିରର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା, ୫/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ମାରୁତିଛକ ନିକଟସ୍ଥ ସଞ୍ଜିବନୀ ବିଦ୍ୟାମନ୍ଦିରର ଚତୁର୍ଦ୍ଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟ ପୁରସ୍କାର ବିତରଣ ଉତ୍ସବରେ ପ୍ରଧାନ ଆଚାର୍ଯ୍ୟ ବିଦ୍ୟାଧର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନ୍ଧ ମୁକ ବଧିର ବିଦ୍ୟାଳୟର…

ହାଇକୋର୍ଟରେ ହାଜର ହେଲେ କେନ୍ଦ୍ରାପଡା ଡ୍ରେନେଜ୍ ବିଭାଗ ନିର୍ବାହୀ ଯନ୍ତ୍ରୀ

କେନ୍ଦ୍ରାପଡ଼ା, ୫/୪: ସ୍ଥିତିବାନ୍ ଜମିକୁ ଖୋଳି ନଦୀରେ ମିଶାଇବା ଘଟଣାରେ ରୁଜୁ ଅଦାଲତଙ୍କ ଆଦେଶ ଅବମାନନା ମାମଲାର ଶୁଣାଣି ଗୁରୁବାର ଉଚ୍ଚ ନ୍ୟାୟାଳୟରେ ହୋଇଥିଲା । କେନ୍ଦ୍ରାପଡା ଡ୍ରେନେଜ୍ ବିଭାଗ ନିର୍ବାହୀ ଯନ୍ତ୍ରୀ ବ୍ୟକ୍ତିଗତ ହାଜର ହୋଇ ଅଦାଲତଙ୍କୁ କ୍ଷମା ପ୍ରାର୍ଥନା…

କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତିଙ୍କ କଂଗ୍ରେସରୁ ଇସ୍ତଫା

କେନ୍ଦ୍ରାପଡ଼ା, ୫/୪:କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତି ରତିକାନ୍ତ ସାମଲ ଜାତୀୟ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ରାଜ୍ୟ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କୁ ଇସ୍ତଫା ପତ୍ର ଶ୍ରୀ ସାମଲ ପଠାଇ ଦେଇଛନ୍ତି ।…

ତୃତୀୟ ପର୍ଯ୍ୟାୟରେ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି

ଭୁବନେଶ୍ୱର,୫ ।୪: ବିଜୁ ଜନତା ଦଳ ( bjd) ଶୁକ୍ରବାର ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତୃତୀୟ ପର୍ଯ୍ୟାୟରେ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ।…

ପାନୀୟ ଜଳ ସଙ୍କଟ ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା, ୪ା୪: ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ପାନୀୟଜଳ ସମସ୍ୟା ଉତ୍କଟ ହେବାରେ ଲାଗିଛି । ଏଭଳି ସମସ୍ୟାରେ ଉବୁଟୁବୁ ହେଉଥିବା କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ନହଙ୍ଗ ପଞ୍ଚାୟତର ପଲ୍ଲୀରଘୁନାଥପୁର ଗ୍ରାମରେ ପାନୀୟ ଜଳ ସମସ୍ୟା…

ଇନ୍ଦୁପୁର ବାରୁଣୀ ଯାତ୍ରା ପାଇଁ ପ୍ରସ୍ତୁତି

କେନ୍ଦ୍ରାପଡ଼ା, ୪ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁରରେ ଚଳିତ ବର୍ଷ ମହାବାରୁଣୀ ଯାତ୍ରା ଆସନ୍ତା ୬ତାରିଖରେ ଅନୁଷ୍ଠିତ ହେବ । ଦୀର୍ଘବର୍ଷ ପରେ ଚଳିତ ବର୍ଷ ମହାଯୋଗ ବାରୁଣୀ ସ୍ନାନ ପଡୁଥିବାରୁ ଏହି ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା…