କନିକା ତହସିଲର ଖାମଖିଆଲି ନୀତି ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ, ଦଶ ମୈାଜାର ଲୋକେ ସୀମା ନିର୍ଦ୍ଧାରଣରେ ବାଧକ ଯୋଗୁଁ ହନ୍ତସନ୍ତ

କେନ୍ଦ୍ରାପଡ଼ା, ୭ା୪: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ତହସିଲର ଖାମଖିଆଲି ନୀତି ଯୋଗୁଁ ସୀମା ନିର୍ଦ୍ଧାରଣରେ ଏହା ବାଧକ ହେଉଥିବାରୁ ଦଶମୈାଜାର ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ଦିନକୁ ଦିନ ବଢିବାରେ ଲାଗିଛି । ଦୀର୍ଘଦିନର ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ସଂପୃକ୍ତ…

ଏମ୍‌ସିସି ଉଲ୍ଲଂଘନ ଉପରେ କଡ଼ା ନଜର ରଖିଛି ସି-ଭିଜିଲ୍ ଆପ୍‌

କେନ୍ଦ୍ରାପଡ଼ା, ତା ୦୭/୦୪: ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଉପରେ କଡ଼ା ନଜର ରଖିଛି ଭାରତର ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରସ୍ତୁତ ସି-ଭିଜିଲ୍ ସିଟିଜେନ୍ ଆପ୍ । ଏହି ଆପ୍ ସହାୟତାରେ ନିର୍ବାଚନ ଆୟୋଗ ସାରା ଦେଶରେ ଆଦର୍ଶ ଆଚରଣ…

କାଳବୈଶାଖୀ ପ୍ରଭାବରେ ଝିପିଝିପି ବର୍ଷା, ତାତିରୁ ଆଶ୍ୱସ୍ତି

କିଛିଦିନ ଧରି କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳରେ ଲୋକେ ଛଟପଟ ହେଉଥିବା ବେଳେ ରବିବାର ଅପରାହ୍ନରେ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରବିବାର ଅପରାହ୍ନରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝିପିଝିପି…

ରାଜ୍ୟ ବିଜେଡି ସମ୍ପାଦକ ହେଲେ ମିଟୁ ଦାଶ

କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟତମ ପ୍ରଭାବଶାଳୀ ଯୁବନେତା ମିଟୁ ଦାଶଙ୍କ ସାଙ୍ଗଠନିକ ଦକ୍ଷତାକୁ ବିଚାରକୁ ନେଇ ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସଂଗଠନକୁ ଅଧିକ ସୁଦୃଢ ଓ କ୍ରିୟାଶୀଳ କରିବା ପାଇଁ ରାଜ୍ୟ ବିଜେଡି ସମ୍ପାଦକ ଭାବେ ନିଯୁକ୍ତି…

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର,୭ା୪-ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଦଳୀୟ ସମର୍ଥକଙ୍କ ସହ ରବିବାର ବିଜେଡିରେ ମିଶିଛନ୍ତି । ଶଙ୍ଖଭବନକୁ ଆସି ସେ ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡିର ବରିଷ୍ଠ ନେତା ପ୍ରତାପ ଜେନା, ଶଶିଭୂଷଣ ବେହେରା ଓ ରାଜ୍ୟସଭା…

ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଚୋରୀ

କେନ୍ଦ୍ରାପଡ଼ା, ୬ା୪: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରୀଡିହ ସ୍ଥିତ ଶ୍ରୀବଟେଶ୍ୱର ମହାଦେବଙ୍କ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଚୋରୀ ହୋଇଥିବା ସଦର ଥାନାରେ ଅଭିଯୋଗ ହୋଇଛି । ମନ୍ଦିରର ପୂଜକ କାର୍ତ୍ତିକ ଚନ୍ଦ୍ର ଦାଶଙ୍କ ଅଭିଯୋଗ ଅନୁଯାୟୀ…