କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡାର ପଲ୍ଲୀ ପ୍ରଗତି ଯୁବକ ସଂଘ ପକ୍ଷରୁ ବଛରାଇ ଗ୍ରାମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାର୍ଶାଘାଇ ବ୍ଲକର ବଛରାଇ ଗ୍ରାମରେ ପଲ୍ଲୀ ପ୍ରଗତି ଯୁବକ ସଂଘର ଯୁବ ସମାଜ ପକ୍ଷରୁ ଏହି ସଫେଇ କାର୍ଯ୍ୟକ୍ରମ କରାଯାଇଛି । ୧୯୮୫ ମସିହାରେ ସ୍ଥାପିତ ଏହି ଯୁବକ ସଂଘ ଗ୍ରାମର ଉନ୍ନତିମୂଳକ କାର୍ଯ୍ୟରେ ସହଯୋଗ କରିବା ସହ ସଫେଇ ଅଭିଯାନ ଭଳି କାର୍ଯ୍ୟକ୍ରମ ହାତକୁ ନେଇ ଜନ […]

କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସର ପୂର୍ବତନ ସଭାପତି ରଶ୍ମିରଞ୍ଜନ ଚୌଧୁରୀଙ୍କ ଆହ୍ୱାନ କ୍ରମେ କଜଳାସ୍ଥିତ କଂଗ୍ରେସ ଭବନରେ କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁରୁଖା କଂଗ୍ରେସ ନେତା, ବରିଷ୍ଠ ନେତୃବୃନ୍ଦ, ପଞ୍ଚାୟତ ଓ ପୌରାଞ୍ଚଳର ପ୍ରତିନିଧି, ଦଳର ପ୍ରାକ୍ତନ ଓ ବର୍ତ୍ତମାନର କର୍ମକର୍ତ୍ତାମାନଙ୍କୁ ନେଇ ଏକ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ପଛୁଆ ବର୍ଗ କଂଗ୍ରେସର ଉପାଧ୍ୟକ୍ଷ […]

କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ସପ୍ତମ ପ୍ରଧାନ ଶିକ୍ଷକ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି । ସରସ୍ୱତୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ କାଦମ୍ବିନୀ ନାୟକ ଏହି ସମ୍ମିଳନୀରେ ଉପସ୍ଥିତ ସମସ୍ତ ପ୍ରଧାନ ଶିକ୍ଷକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ ଏବଂ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ମହେଶ୍ୱର […]