- ହରିହରାନନ୍ଦ ଧ୍ୟାନମନ୍ଦିରରେ ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ
ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପଟ୍ଟାମୁଣ୍ଡାଇ ୨୫/୭ କଳ୍ପତରୁ ନାୟକ-ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଅଗଷ୍ଠ ୧୦ ରେ ରକ୍ତଦାନ ଶିବର ଆୟୋଜନକୁ ନେଇ ଏକ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ହରିହରାନନ୍ଦ ଧ୍ୟାନମନ୍ଦିର ବେଲତଳ ଠାରେ ଅନୁଷ୍ଠିତ ହୋଇଯାଇଛି । ବାବା ଦୁଷ୍ମନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସ୍ୱାମୀ ସୁଗିଦାନନ୍ଦ ଗିରି, ସ୍ୱାମୀ ବ୍ରଜେଶାନନ୍ଦ ଗିରି , ସ୍ୱାମୀ ଧ୍ୟନ ନିସ୍ତାନନ୍ଦ ଗିରି, ବାବା ଗୋପିନାଥ…
- କେନ୍ଦ୍ରାପଡାରେ ସନ୍ଥ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୨୭ା୭:କେନ୍ଦ୍ରାପଡ଼ା ଜିଲ୍ଲା ଧର୍ମ ଜାଗରଣ ସେନା ପକ୍ଷରୁ ପ୍ରାନ୍ତ ଯୋଜନା ଅନୁସାରେ ଏକ ସନ୍ଥ ସମ୍ମିଳନୀ କେନ୍ଦ୍ରାପଡ଼ା ଜିଲ୍ଲାରେ କରାଯିବା ପାଇଁ ଯୋଜନା କରାଯାଇଛି। ଏହି କାର୍ଯ୍ୟକ୍ରମ କିଭଳି ସରସ ସୁନ୍ଦର କରାଯାଇପାରିବ ସେଥିପାଇଁ ପ୍ରାନ୍ତୀୟ ଅଧିକାରୀ ମାନେ କେନ୍ଦ୍ରାପଡ଼ା ଜିଲ୍ଲା ଗ୍ରସ୍ଥ କରି ଶିବାନନ୍ଦ ଆଶ୍ରମରେ ସନ୍ଥ ସମ୍ମିଳନୀ ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାନ୍ତ ସଂସ୍କୃତି ପ୍ରମୁଖ ସ୍ମୃତି ସାଗର ମହାରାଜ, ପ୍ରାନ୍ତ ସାଧୁସନ୍ଥ ପ୍ରମୁଖ ତ୍ରୈଲୋକ୍ୟ ଦାସ ମହାରାଜ,ସହ ପ୍ରାନ୍ତ…
- ଯୈାନ ଶୋଷଣ ନିବାରଣ ଆଇନ ସଚେତନତା ବୈଠକ
କେନ୍ଦ୍ରାପଡ଼ା,୨୬ା୭ :ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଯୌନ ଶୋଷଣ ନିବାରଣ ଆଇନ ସମ୍ପର୍କିତ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକର ମୁଖ୍ୟମାନେ ଉପସ୍ଥିତ ଥିଲେ। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ…
- ବନ୍ୟାଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ
କେନ୍ଦ୍ରାପଡ଼ା,୨୬ା୭ :କେନ୍ଦ୍ରାପଡ଼ା ଜିଲ୍ଲାରେ ଚାରିଦିନ ତଳେ ଯୋଗଦେଇଥିବା ନୂତନ ଜିଲ୍ଲାପାଳ ରଘୁରାମ ଆର ଆୟାର ଶନିବାର ବନ୍ୟା ପ୍ରଭାବିତ ଆଳି ଏବଂ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ପରୀକ୍ଷା କରିଛନ୍ତି। ନଦୀ ପାଶ୍ୱର୍ବର୍ତ୍ତୀ ଅଞ୍ଚଳର ଲୋକମାନେ କିପରି ସମସ୍ୟାରେ ଅଛନ୍ତି ତାହା ଜିଲ୍ଲାପାଳ ଦେଖିଥିଲେ। ତେଣୁ ତୁରନ୍ତ ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ବନ୍ୟା ଯୋଗୁ କେତେକ ଗ୍ରାମରେ କୁମ୍ଭୀର ରାସ୍ତା ଓ…
- ପେଣ୍ଠପାଳ ଓ ସିଂହଗାଁ ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ
ପଟ୍ଟାମୁଣ୍ଡାଇ ତା ୨୬/୭-କେନ୍ଦ୍ରାପଡ଼ା ଜିଲ୍ଲାର ନବ ନିଯୁକ୍ତ ଜିଲ୍ଲାପାଳ ରଘୁରାମ ଆର ଆୟାର ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଗସ୍ତରେ ଆସି ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଜିଲ୍ଲାପାଳ ଶ୍ରୀ ଆୟାର ପଟ୍ଟାମୁଣ୍ଡାଇ ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ସିଂହଗାଁ ପଂଚାୟତର କୃଷ୍ଣ ଦାସପୁର ଓ ପେଣ୍ଠପାଳ ପଂଚାୟତ ଦାଣ୍ଡିସାହି ପରିଦର୍ଶନ କରି ବନ୍ୟା ପରବର୍ତୀ ସ୍ଥିତି ଓ ବନ୍ୟା ମୁକାବିଲା କ୍ଷେତ୍ରରେ ପ୍ରଶାସନିକ ପଦକ୍ଷେପ ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ବନ୍ୟାଞ୍ଚଳରେ ଗୋ ଖାଦ୍ୟ…
- ବସ ଧକ୍କାରେ ୨ସ୍କୁଟି ଆରୋହୀ ଶଳା ଭିଣୋଇଙ୍କ ମୃତ୍ୟୁ , ପ୍ରତିବାଦରେ ଉତ୍ୟକ୍ତ ଲୋକଙ୍କ ଟାୟାର ଜାଳି ରାସ୍ତାରୋକ
ପଟ୍ଟାମୁଣ୍ଡାଇ ତା ୨୬/୭- ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମଦନପୁର ଛକରେ ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବସ ଧକ୍କା ରେ ଦୁଇ ସ୍କୁଟି ଆରୋହୀ ଶଳା ଭିଣୋଇ ଙ୍କ ମୃତ୍ୟୁ ଘଟିଛି । ପ୍ରତିବାଦରେ ଉତ୍ୟକ୍ତ ଲୋକମାନେ ପଟ୍ଟାମୁଣ୍ଡାଇ- ମଦନପୁର- ରାଜନଗର ରାସ୍ତାରେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ଏହି ଘଟଣା ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି । ପ୍ରକାଶ ଯେ ଆଜି ଅପରାହ୍ନରେ ବଳଭଦ୍ରପୁର…
- ବିଦ୍ୟାଳୟସ୍ତରୀୟ ବନମହେତ୍ସବ ଓ ସମ୍ବର୍ଦ୍ଧନା ଉତ୍ସବ
କେନ୍ଦ୍ରାପଡା,୨୫ା୭: କେନ୍ଦ୍ରାପଡା ଜିଲ୍ଲା କୁହୁଡିଠାରେ ସିଦ୍ଧମହାପୁରୁଷ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁରୁବାର ଦିନ ବିଦ୍ୟାଳସ୍ତରୀୟ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଭାପତିତ୍ୱ କରିଥିଲେ । କେନ୍ଦ୍ରାପଡା ମଣ୍ଡଳିଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ ମୁଖ୍ୟ ଅତିଥି ଓ ବ୍ଲକ ଇକୋକ୍ଲବ ସଂପାଦକ ପ୍ରଫୁଲ କୁମାର ମହାପାତ୍ର ମୁଖ୍ୟବକ୍ତା, ସମ୍ମାନୀତ ଅତିଥିଭାବେ ନିକଟରେ ପ୍ରକୃତିବନ୍ଧୁ ପୁରଷ୍କାର ପାଇଥିବା ବିଦ୍ୟାଳୟର ଅବସର ପ୍ରାପ୍ତ ପୂର୍ବତନ ଇକୋକ୍ଲବ ଶିକ୍ଷକ ଭଗବାନ ସାହୁ, ଗରଜଙ୍ଗା ସରକାରୀ…
- ଅବସର କାଳୀନ ସମ୍ବର୍ଦ୍ଧନା ସଭା
କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି କରଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ସଭାରେ ଇଚ୍ଛାପୁର କ୍ଲଷ୍ଟର୍ର ସାଧନ ସପ୍ସଯୋଜକ ବିଭୁପ୍ରସାଦ ନାୟକ, ସରସ୍ୱତୀ ଉଚ୍ଚ ବିଦ୍ୟାଳୟର ଦେପୁରର ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକ, ଗୋବରୀ ଉଚ୍ଚ ବିଦ୍ୟାଳୟ, ନରଣପୁରର…
- ଅବସର କାଳୀନ ସମ୍ବର୍ଦ୍ଧନା ସଭା
କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦିର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି କରଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ସଭାରେ ଇଚ୍ଛାପୁର କ୍ଲଷ୍ଟର୍ର ସାଧନ ସପ୍ସଯୋଜକ ବିଭୁପ୍ରସାଦ ନାୟକ, ସରସ୍ୱତୀ ଉଚ୍ଚ ବିଦ୍ୟାଳୟର ଦେପୁରର ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକ, ଗୋବରୀ ଉଚ୍ଚ ବିଦ୍ୟାଳୟ, ନରଣପୁରର…
- ବୀମା ଦାଖଲ ସମୟ ସୀମା ବୃଦ୍ଧି ପାଇଁ ଦାବି
ରାଷ୍ଟ୍ରୀୟ ଫସଲ ବୀମା ପଞ୍ଜିକରଣ ପୋର୍ଟାଲ ବନ୍ଦ . ଚାଷୀ ହତାସ ପଟ୍ଟାମୁଣ୍ଡାଇ ୨୫/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଆସନ୍ତା ୩୧ ତାରିଖ ଗୁରୁବାର ଏହି ଫସଲ ପଞ୍ଜୀକରଣ ଅବଧି ସରିଯିବ। ଅନ୍ୟପକ୍ଷରେ ଫସଲ ବିମା ୱେବ ପୋର୍ଟାଲ ବହୁ ସମୟଧରି ଖୋଲୁନାହିଁ । ଫଳରେ ଚାଷୀ ପଞ୍ଜୀକରଣ କରି ନ ପାରି ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି। ଏହି ଅବଧି ବୃଦ୍ଧି କରିବା ପାଇଁ…