କେନ୍ଦ୍ରାପଡ଼ା, ୧୬ା୪: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତର ବିରସ୍ୱତୀ ଗ୍ରାମର ନାରାୟଣ ମଳିକଙ୍କ ପତ୍ନୀ ଅମ୍ବିକା ମଳିକ(୫୨) ତାଙ୍କ ବିଲକୁ ମୁଗ ଉପାଡିବାକୁ ଯାଇଥିବା ବେଳେ ଅପରାହ୍ନ ପ୍ରାୟ ୫ଟା ସମୟରେ ବଜ୍ରପାତ ହେବାରୁ ଅମ୍ବିକା ବିଲରେ ଟଳି ପଡିଥିଲେ । ସେଠାରେ ଉପସ୍ଥିତ ଥିବା ଅନ୍ୟମାନେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର […]
Day: 16 April 2024
କେନ୍ଦ୍ରାପଡ଼ା, ୧୬ା୪: ମଙ୍ଗଳବାର କେନ୍ଦ୍ରାପଡ଼ା ଜିଲ୍ଲା ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ପୁରୁଷୋତ୍ତମପୁର ଗ୍ରାମର ବିଶିଷ୍ଟ ପ୍ରବଚକ ତଥା ଅବସରପ୍ରାପ୍ତ ଶିକ୍ଷକ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥଙ୍କ ଧର୍ମପତ୍ନୀ ରୁକ୍ମଣୀ ରଥଙ୍କର ୭୧ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପଣ୍ଡିତ କଳ୍ପତରୁ ଦାଶଙ୍କ ଅଧ୍ୟକ୍ଷତାରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା । ସେଥିରେ ମୁଖ୍ୟ ଅତିଥି ଭାବେ ବଳଦେବ ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନୃସିଂହ […]
ପଟ୍ଟାମୁଣ୍ଡାଇ ୧୬/୪ କଳ୍ପତରୁ ନାୟକ -ଉପକୂଳ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି । ବିଜୁ ଜନତା ଦଳ ବର୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ଚଳିତ ନିର୍ବାଚନ ପାଇଁ ପୁଣିଥରେ ଭରସା କରି ଟିକେଟ ଦେଇଛନ୍ତି । ସେପଟେ ଧ୍ରୁବଙ୍କୁ ଟକ୍କର ଦେବା ପାଇଁ ଭାଜପା ମଙ୍ଗଳବାର ଲଳିତ ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ କଂଗ୍ରେସ […]
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ କଳା, ସାହିତ୍ୟ, ସାଂସ୍କୃତିକ ଅନୁଷ୍ଠାନ ଆମ ସମ୍ପର୍କ ପକ୍ଷରୁ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନୂଆ ବର୍ଷ ଅବସରରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟ ଠାରେ ମହାବିଷୁବ ମିଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପ୍ରାଧ୍ୟାପକ ଅତୁଳ ବଳଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଅଧିବେଶନରେ ପ୍ରତିଷ୍ଠିତ ସାହିତ୍ୟିକା ଡ଼ ପ୍ରତିଭା ମହାରଥୀ ମୁଖ୍ୟଅତିଥି, ପ୍ରଫେସର ଦେବବ୍ରତ ପ୍ରଧାନ, ନାଟ୍ୟକାର ଅଧ୍ୟାପକ ଗୋଲକ ମହାରଣା ଓ […]
କେନ୍ଦ୍ରାପଡ ଜିଲ୍ଲା ପଟ୍ଟାମୁ୍ଣ୍ଡାଇ ତାଲୁକ ଆଇନସେବା ସମିତି ପକ୍ଷରୁ ମଙ୍ଗଳବାର ପଟ୍ଟାମୁଣ୍ଡାଇ କୋଟ୍ ଠାରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଇନସେବା ସମିତିର ଅଧ୍ୟକ୍ଷା ତଥା ବରିଷ୍ଠ ଦେୱାନୀ ବିଚାରପତି ସୃଶ୍ରୀସଙ୍ଗୀତା ମଲ୍ଲିକ ଏଥିରେ ଅଧ୍ୟକ୍ଷତା କରିଥିଲେ । ସ୍ଥାନୀୟ ଏସଡିଜେଏମ ସମିକ୍ଷା ମହାନ୍ତି ଓ ମୋନାଲିସା ପ୍ରଧାନ ଯୋଗ ଦେଇ ବିଭିନ୍ନ ଆଇନ ସାଙ୍ଗକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ […]
ଭୁବନେଶ୍ୱର,୧୬ ।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା) । ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ । ସେହିପରି ରାଜନଗର- ଲଳିତ ବେହେରା, ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ […]
ଯାଜପୁର କୁଆଖିଆ ବାରବାଟୀ ଛକଠାରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି। ଏନଏଚ-16ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍ ତଳକୁ ଯାତ୍ରୀବାହୀ ବସ୍ ଖସିପଡିଛି। ଏଥିରେ 5 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 40 ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଶିଶୁ ଏବଂ ମହିଳା ରହିଛନ୍ତି। ବସରୁ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଛି। ଆହତଙ୍କୁ ଧର୍ମଶାଳା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଆହତଙ୍କୁ ଯାଜପୁର ଏବଂ […]










