କେନ୍ଦ୍ରାପଡ଼ା, ୧୭ା୪: କେନ୍ଦ୍ରାପଡା ସହରର ସାନ୍ତସାହିସ୍ଥିତ ଶିରିଡି ସାଇ ମନ୍ଦିରରେ ଶିରିଡିସାଇ ସେବାସଂସ୍ଥା ଆନୁକୂଲ୍ୟରେ ଶ୍ରୀରାମ ନବମୀ ଓ ବାବାଙ୍କ ଚବାଡି ଶୋଭାଯାତ୍ରା ମହାସମାରୋହରେ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳ ୬ଟାରେ ମଙ୍ଗଳ ଆରତୀ କରାଯାଇ ବାବାଙ୍କୁ ସ୍ନାନ କରାଯିବା ପରେ ଷୋଡଶ ଉପଚାରରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ଅନୁଷ୍ଠିତ ହୋଇଥିଲା । ପରେ କଳସ ଶୋଭାଯାତ୍ରା ଓ ପାରାୟଣ ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟାରେ […]
Day: 17 April 2024
କେନ୍ଦ୍ରାପଡ଼ା, ୧୭ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ମହାବୀର ଆଶ୍ରମ ହନୁମାନ ମନ୍ଦିରରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଶୁଭ ଜନ୍ମ ମହୋତ୍ସବ ଶ୍ରୀରାମ ନବମୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ନବଦିନ ବ୍ୟାପୀ ପ୍ରତ୍ୟେହ ସକାଳେ ଓ ଅପରାହ୍ନରେ ଶ୍ରୀରାମଚରିତ ମାନସ ପାରାୟଣ, ତୁଳସୀ ରାମାୟଣ ପାରାୟଣ ଓ ସନ୍ଧ୍ୟାରେ ବିଭିନ୍ନ ସାଧୁସନ୍ଥ ଏବଂ ବିଜ୍ଞ ପ୍ରବଚକମାନଙ୍କ ଦ୍ୱାରା ଶ୍ରୀରାମ କଥାମୃତ୍ତ ପ୍ରବଚନ ଅନୁଷ୍ଠିତ […]
କେନ୍ଦ୍ରାପଡ଼ା, ୧୭ା୪: ଆଜି ଓଡିଶାର ବରପୁତ୍ର, ପ୍ରବାଦ ପୁରୁଷ, ମହାନ ଜନନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ଦିବସ କେନ୍ଦ୍ରାପଡା ବିଜୁ ଜନତା ଦଳ ତରଫରୁ କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ପୌରାପାଳ ଧିରେନ କୁମାର ସାହୁଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି । ଆଜି ସକାଳ ୭ଟା ବାଜି ୩୦ ମିନିଟ୍ ସମୟରେ ନୂଆବସ୍ଷ୍ଟାଣ୍ଡ୍ ପାଖ ଗୋବରୀ […]
ଓଡିଶାର ବରପୁତ୍ର, ପ୍ରବାଦ ପୁରୁଷ, ମହାନ ଜନନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ଦିବସ ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ବିଜୁ ଜନତା ଦଳ ତରଫରୁ ବୁଧବାର ସ୍ଥାନୀୟ ହରପାର୍ବତୀ ମନ୍ଦିର ଠାରେ ଅନୁଷ୍ଟିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟଅତିଥି ଭାବେ ରାଜନଗର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ […]
କେନ୍ଦ୍ରାପଡ଼ା, ୧୫ା୪: ଓଡିଶା ସୂଚନା ଅଧିକାର ଅଭିଯାନ,କେନ୍ଦ୍ରାପଡା ତରଫରୁ ଆଜି ସନ୍ଧ୍ୟାରେ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଭିଯାନର କେନ୍ଦ୍ରାପଡା ଜିଲ୍ଲା ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହିଥିଲେ ଯେ ଓଡିଶା ସରକାରଙ୍କ ମିଶନ ଶକ୍ତି ବିଭାଗରେ କେନ୍ଦ୍ରାପଡା ଜିଲ୍ଲାରେ ଚାଲିଥିବା ଯୋଜନା ନାମରେ ଆଖି ବୁଜା ଦୁର୍ନିତି ଓ ମନମୁଖୀ କାର୍ଯ୍ୟ ଚାଲିଛି । ୨୦୨୧ ମସିହାରେ ରାଜ୍ୟ ସରକାର […]
କେନ୍ଦ୍ରାପଡ଼ା, ୧୬ା୪: କେନ୍ଦ୍ରାପଡା ଫାଷ୍ଟଟ୍ରାକ୍ ଆଡହକ କୋର୍ଟର ଅତିରିକ୍ତ ଜିଲ୍ଲାଜଜ୍ ତ୍ରୀବିକ୍ରମ କେଶରୀ ଚିହ୍ନରା ଜନୈକ ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୩୧ହଜାର ଟଙ୍କା ଜରିମାନା କରିଛନ୍ତି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜନୈକ ମହିଳା ତାଙ୍କ ଘରେ ଶୋଇଥିବା ବେଳେ ଗତ ୨୦୧୯ ମସିହା ଜୁନ ମାସ ୧୬ ତାରିଖ ରାତି ୮ଟା ସମୟରେ ଟାଉନ ଥାନା […]