ବଡ଼ମୋହନପୁରରେ ବିଜେଡି ମିଶ୍ରଣ ପର୍ବ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୋହନପୁର ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ବ୍ୟବଧାନ ପାଇଁ ଦଳ ପକ୍ଷରୁ ଏକ…

ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଘର ଜଳି ପୋଡି ପାଉଁଶ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଚଉଦକୁଲାଟ ଫାଣ୍ଡି ଗାଙ୍ଗପଡା ଗ୍ରାମର ଅଶୋକ ଜେନାଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଛାଳଘର ପୋଡି ପାଉଁଶ ହୋଇଯାଇଛି । ଘରେ ଥିବା ଧାନ, ଚାଉଳ, ଟଙ୍କା, ପୋଷାକ ଆଦି ସମସ୍ତ…

ଶତ ପ୍ରତିଶତ ଭୋଟ୍‌ଦାନ ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ଅନନ୍ୟ ପ୍ରୟାସ

କେନ୍ଦ୍ରାପଡ଼ା, ୨୭ା୪: ଶତ ପ୍ରତିଶତ ଭୋଟଦାନ ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅନନ୍ୟ ପ୍ରୟାସ ଜାରି ରହିଛି । କେବେ ଡଙ୍ଗାରେ ନଦୀ ପାର ହୋଇ ଘରକୁ ଘର ବୁଲି ଭୋଟରଙ୍କୁ ସଚେତନ କରୁଛନ୍ତି…