ପଟ୍ଟାମୁଣ୍ଡାଇ ଓକିଲ ସଙ୍ଘ ତରଫରୁ ମଧୁବାବୁଙ୍କ ଜୟନ୍ତୀ ପାଳିତ



କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ କୋଟ୍ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ  ଜୟନ୍ତୀ ପାଳନ ହୋଇଯାଇଛି । ପଟ୍ଟାମୁଣ୍ଡାଇ ଓକିଲ ସଂଘର ସଭାପତି ତପନ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ କୋଷାଧକ୍ଷ ଧୀରେନ୍ଦ୍ରନାଥ ସାହୁ, ବରିଷ୍ଠ ଆଇନୀଜୀବୀ ଭବାନୀ ଶଙ୍କର ପଣ୍ଡା, ପ୍ରମୋଦ କୁମାର ସାହୁ, ସୁଧୀର କୁମାର ଦାସ, ଶିଶିର କୁମାର ମଳିକ, ଗୋପୀନାଥ ତ୍ରିପାଠୀ, ମୋହରି ବିଘ୍ନେଶ୍ୱର ଦାସ ପ୍ରମୁଖ ଯୋଗ ଦେଇ ମଧୁବାବୁ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମଧୁବାବୁଙ୍କ ଭୂମିକା ଓ ଅବଦାନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।


Discover more from

Subscribe now to keep reading and get access to the full archive.

Continue reading