ଖଣତାରେ ବିଜେଡି ମିଶ୍ରଣ ପର୍ବ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଣତା ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ବ୍ୟବଧାନ ପାଇଁ ଦଳ ପକ୍ଷରୁ ଏକ…

ପଟ୍ଟାମୁଣ୍ଡାଇ ଶୁଖୁଆବସ୍ତିବାସିନ୍ଦାଙ୍କୁ ଥଇଥାନ ଦାବିରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବେଲତଳ ଶୁଖୁଆପଡା ବସ୍ତିବାସିନ୍ଦା ସଙ୍ଘ ପକ୍ଷରୁ  ଥଇଥାନ ଦାବିରେ ସୋମବାର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିବା ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ଦୀର୍ଘ ୪୦ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ୩୦ଟି ପରିବାରର…

ବିଜୁ ଜନତା ଦଳର ବନ୍ଧୁମିଳନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା, ୨୯/୪: ସୋମବାର ସନ୍ଧ୍ୟା ୭ ଘଟିକା ସମୟରେ ବିଜୁ ଜନତା ଦଳ କେନ୍ଦ୍ରାପଡା ନଗରର ବନ୍ଧୁମିଳନ କାର୍ଯ୍ୟକ୍ରମ ସହରସ୍ଥିତ ଦି ଡେଷ୍ଟିନେସନ୍ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ବିଜେଡିର ବିଧାୟକ ପ୍ରାର୍ଥୀ ଗଣେଶ୍ୱର ବେହେରା ଏବଂ…

ଭାରତୀୟ ଜୀବନ ବୀମା ନିଗମ କେନ୍ଦ୍ରାପଡା ଶାଖାର ନିଜସ୍ୱ ନୂତନ ଗୃହପ୍ରବେଶ

କେନ୍ଦ୍ରାପଡା, ୨୯/୪: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଦୁହୁରିଆ ସ୍ଥିତ ନିଜସ୍ୱ ଗୃହକୁକୁ ସ୍ଥାନାନ୍ତରିତ ହୋଇଛି । ଏହି ଅବସରରେ କେନ୍ଦ୍ରାପଡା ଶାଖାର ନୂତନ ଗୃହରେ ରବିବାର ଦିନ ସ୍ୱତନ୍ତ୍ର ପୂଜା କରାଯାଇ ସୋମବାର ଦିନ ନୂତନ ଗୃହପ୍ରବେଶ ଉତ୍ସବ…

ଗାଳ୍ପିକ ଯଶୋବନ୍ତ ସାମଲଙ୍କର “ଅଳ୍ପ ଗଳ୍ପ’ ଉନ୍ମୋଚିତ

କେନ୍ଦ୍ରାପଡା, ୨୯/୪: କଥାକାର ଡ଼ ଯଶୋବନ୍ତ ସାମଲଙ୍କର ଅଷ୍ଟମ ଗଳ୍ପ ସଂକଳନ “ଅଳ୍ପ ଗଳ୍ପ’ ଚଳିତମାସ ୨୮ ତାରିଖରେ ଭୁବନେଶ୍ୱରସ୍ଥିତ ରେଡ଼କ୍ରସ ଭବନରେ ଉନ୍ମୋଚିତ ହୋଇଯାଇଛି । ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥିଭାବେ ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକ ଯୋଗ ଦେଇଥିବା ବେଳେ…

ହାଇୱା ଧକ୍କାରେ ବାଇକ ଆରୋହୀ ମୃତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଟକ-ଚାନ୍ଦବାଲି ରାସ୍ତା କଷଣଅଂଟା ପ୍ରଜ୍ଞାପ୍ୟାଲେସ ନିକଟରେ ହାଇୱା ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହୋଇ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଆଳି ଥାନା ଗୋପାଳପୁର ଗ୍ରାମର ବଂଟି ମଲିକ…