କେନ୍ଦ୍ରାପଡା ବ୍ଲକ ବିଜୁ ଜନତା ଦଳ ତରଫରୁ ବନ୍ଧୁମିଳନ ସମାବେଶ

କେନ୍ଦ୍ରାପଡା, ୩୦/୪- କେନ୍ଦ୍ରାପଡା ସହର କାକଟଠାରେ କେନ୍ଦ୍ରାପଡା ବ୍ଲକ ବିଜେଡି ପକ୍ଷରୁ କେନ୍ଦ୍ରାପଡା ବିଧାନସଭା କ୍ଷେତ୍ରର ଏକ ବନ୍ଧୁମିଳନ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଧିରେନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଲକ ସଭାପତି ଆଲୋକ ସାହୁ…

ସାମାଜିକ ସୁରକ୍ଷା ଓ ଦକ୍ଷତା ବିକାଶରେ ଓଡିଶା ସର୍ବାଗ୍ରେ ରହିଛି – ବିଜୁ ଶ୍ରମିକ ସାମ୍ମୁୁଖ୍ୟ

ସାମାଜିକ ସୁରକ୍ଷା ଓ ଦକ୍ଷତା କେନ୍ଦ୍ରାପଡ଼ା, ୩୦ା୪: ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ ବର୍ଷ ମଧ୍ୟରେ ଏକ କାଳୀନ ଦୈନିକ ମଜୁରୀ ୧୦୦ ଟଙ୍କା ବୃଦ୍ଧିକରି ଇତିହାସ ରଚିଛନ୍ତି ବୋଲି ଆଜି କେନ୍ଦ୍ରାପଡା ଗୌରୀଶଙ୍କର ଠାରେ ଏକ ସାମ୍ବାଦିକ ସମ୍ମୀଳନୀରେ…

ବିଜେପିର ସାମ୍ବାଦିକ ସମ୍ମିଳନୀ : ବୌଜୟନ୍ତ ହିଁ ହରିଦାସପୁର-ପାରାଦ୍ୱୀପ ରେଳ ଲାଇନ ନିର୍ମାଣର ମୁଖ୍ୟ ବିନ୍ଦାଣୀ

  ବିଜେଡିକୁ ଟାର୍ଗେଟ କରି କେନ୍ଦ୍ରାପଡ଼ା ଜିଲ୍ଲା ବିଜେପିର ସାମ୍ବାଦିକ ସମ୍ମିଳନୀ । ବର୍ତ୍ତମାନ କେନ୍ଦ୍ରାପଡ଼ାରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ମୁଖ୍ୟତଃ ବିଜେଡି ଓ ବିଜେପି ମଧ୍ୟରେ ଆରୋପ ଓ ପ୍ରତ୍ୟାରୋପର ପର୍ବ ଜାରି ରହିଛି । ଏହି…

ଖଡିଅଂଟା ପଂଚାୟତ ବିଜେଡି ବନ୍ଧୁ ମିଳନ ଉତ୍ସବ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଂଟା ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ପାଇଁ ବିଜେଡି ଦଳ ପକ୍ଷରୁ ମଙ୍ଗଳବାର ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ…