କେନ୍ଦ୍ରାପଡ଼ା, ୨୫ା୪:ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ,କୁଶିଆପାଳ ଇକୋ କ୍ଲବ ପକ୍ଷରୁ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶୁଭ୍ରାଲିନ୍ ଜେନା ସଭାପତିତ୍ୱ କରିଥିଲେ । ଗ୍ରୀଷ୍ମର ପ୍ରଚଣ୍ଡ ରୈାଦ୍ରତାପକୁ ନିୟନ୍ତ୍ରଣ କରିବା ପାଇଁ…
Month: April 2024
ପୁନର୍ବାସ ପକ୍ଷରୁ ‘ସୁଗମ ନିର୍ବାଚନ ଓ ଭିନ୍ନକ୍ଷମଙ୍କ ଗଣତାନ୍ତ୍ରିକ ଅନ୍ତର୍ଭୁକ୍ତି’ ପ୍ରସଙ୍ଗରେ ସଚେତନତା ସଭା
କେନ୍ଦ୍ରାପଡା ୨୪/୪- ଚଳିତ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମଙ୍କ ପାଇଁ କାର୍ଯରତ କେନ୍ଦ୍ରାପଡ଼ାର ସ୍ୱେଚ୍ଛାସେବୀ ସଂଗଠନ ପୁନର୍ବାସ ତରଫରୁ ମାଧପୁର ସ୍ଥିତ କାର୍ଯ୍ୟାଳୟ ସଭାଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପ୍ରସଙ୍ଗ ‘ସୁଗମ ନିର୍ବାଚନ ଓ ଭିନ୍ନକ୍ଷମଙ୍କ ଗଣତାନ୍ତ୍ରିକ ଅନ୍ତର୍ଭୁକ୍ତି’ ସମ୍ପର୍କିତ…
ଇନ୍ଦିରା ଆବାସ ହିତାଧିକାରୀଙ୍କ ଠାରୁ ଲାଞ୍ଚ ନେଇଥିବା ଡେରାବିଶ ବ୍ଲକର ପୂର୍ବତନ କିରାଣୀଙ୍କୁ ୨ବର୍ଷ ସଶ୍ରମ କାରାଦଣ୍ଡ
କେନ୍ଦ୍ରାପଡ଼ା, ୨୪ା୪: କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକର ପୂର୍ବତନ କିରାଣୀ ତଥା ଡିଲିଙ୍ଗ ଆସିଷ୍ଟାଣ୍ଟ ମାଧବ ଚରଣ ଆଚାର୍ଯ୍ୟଙ୍କୁ ଜନୈକ ଇନ୍ଦିରା ଆବାସ ହିତାଧିକାରୀଙ୍କ ଠାରୁ ଗୃହ ନିର୍ମାଣ ପାଇଁ ପ୍ରଥମ କିସ୍ତି ବାବଦ ଅର୍ଥ ପ୍ରଦାନ ନିମନ୍ତେ ଲାଞ୍ଚ ଗ୍ରହଣ…
ଜଳସେବା କେନ୍ଦ୍ର ମାଧ୍ୟମରେ ଭୋଟର୍ ସଚେତନତା
କେନ୍ଦ୍ରାପଡ଼ା, ୨୪ା୪: ଆସନ୍ତା ଜୁନ୍ ମାସ ୧ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଏକକାଳୀନ ଉଭୟ ଲୋକସଭା ଓ ବିଧାନସଭା ପାଇଁ ନିର୍ବାଚନ ତାରିଖ ଚୂଡ଼ାନ୍ତ ହୋଇଛି । ତେଣୁ ଏହି ନିର୍ବାଚନରେ ଶତପ୍ରତିଶତ ଭୋଟ୍ ଦାନ ପାଇଁ ବ୍ୟାପକ ସଚେତନତା ସୃଷ୍ଟି…
ଗୁଲନଗର ବୁଢାଗୋବିନ୍ଦଜୀୟୁଙ୍କ ଜମି ହଡପ ମାମଲା . ସୁପ୍ରିମକୋର୍ଟଙ୍କ ଆଦେଶକୁ ଅମାନ୍ୟ, ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡ଼ା,୨୪ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ବୁଢାଗୋବିନ୍ଦଜୀୟୁଙ୍କ ଜମି ଜବରଦଖଲ ମାମଲା ସୁପ୍ରିମକୋର୍ଟରେ ଚାଲୁଅଛି । ସୂଚନାଯୋଗ୍ୟ ଯେ ତିନିମୁହାଣୀସ୍ଥିତ ବୁଢାଗୋବିନ୍ଦଜୀୟୁଙ୍କ ଜମିକୁ କିଛି ଅସାଧୁ ବ୍ୟବସାୟୀ ଜବରଦଖଲ କରି ବହୁଦିନ ହେବ ବ୍ୟବସାୟ କରୁଛନ୍ତି । ଏହି ଘଟଣାକୁ…
ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ୮୬ତମ ଜୟନ୍ତୀ ପାଳିତ
କେନ୍ଦ୍ରାପଡା,୨୩ା୪: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ୮୬ତମ ଜୟନ୍ତୀ ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କରୁଣାକର ଦାସଙ୍କ ପୌରୋହିତ୍ୟରେ ଆଜି ଅପରାହ୍ନରେ ସ୍ଥାନୀୟ ରିଡିଂ ରୁମ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ କଣ୍ଠଶିଳ୍ପୀ ଗୋଲୋକ…
ଏସ୍.ୟୁ.ସି.ଆଇ(ସି) ପାର୍ଟି କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀଙ୍କୁ ସହଯୋଗ ପାଇଁ ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡ଼ା, ୨୩ା୪: ଏସ୍.ୟୁ.ସି.ଆଇ(ସି) ପାର୍ଟି ପକ୍ଷରୁ ମଙ୍ଗଳବାର କେନ୍ଦ୍ରାପଡା ସହରର ହାଇସ୍କୁଲ ଛକ ନିକଟସ୍ଥ ଗୋକୁଳ ଚନ୍ଦ୍ର ସଂଗୀତ ସଦନ ପରିସରରେ କମ୍ୟୁନିଷ୍ଟ କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ସୈାଭାଗ୍ୟ କେତନ ସାମଲଙ୍କୁ ସହଯୋଗ ପାଇଁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ…
ସରସ୍ୱତୀ ସରକାରୀ ହାଇସ୍କୁଲରେ ନିରାପତା ଏବଂ ସୁରକ୍ଷା ସମ୍ପର୍କିତ କର୍ମଶାଳା : ଇକୋ କ୍ଲବର ବୃକ୍ଷରୋପଣ କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, ୨୩ା୪ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ନିରାପତା ଓ ସୁରକ୍ଷା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକଙ୍କ ସଭାପତିତ୍ୱରେ ବିଦ୍ୟାଳୟ ସଭାଗୃହରେ ଅନୁଷ୍ଠିତ କର୍ମଶାଳାରେ…
ଭୋଟ ହାର ବୃଦ୍ଧି ପାଇଁ ସଚେତନତା କାର୍ଯ୍ୟକ୍ରମ
ନଦୀ ପରି ଭୋଟଦାନର ସଚେତନତା ବାର୍ତା ବହିଯାଉ ପ୍ରାଣରୁ ପ୍ରାଣକୁ ବତୀଘର ପରି ଭୋଟଦାନ ଜାଗରଣର ପ୍ରଦୀପ ଉଜ୍ଜ୍ୱଳି ଉଠୁ ପ୍ରତିଟି ହୃଦୟରେ ଶତ ପ୍ରତିଶତ ଭୋଟ୍ଦାନ କରି ଗଣତାନ୍ତ୍ରିକ ଅଧିକାରକୁ ସୁନିଶ୍ଚିତ କରିବାକୁ ଆହ୍ୱାନ କେନ୍ଦ୍ରାପଡା: ଆସନ୍ତା ସାଧାରଣ ନିର୍ବାଚନରେ…
ପଟ୍ଟାମୁଣ୍ଡାଇ ମୈଦାନକୁ ଓହ୍ଲାଇଲେ ବୈଜୟନ୍ତ
ପଟ୍ଟାମୁଣ୍ଡାଇ ୨୨/୪ ଅନନ୍ତ ଦାଶ -କେନ୍ଦ୍ରାପଡ଼ା ଲୋକସଭା ଭାଜପା ପ୍ରାର୍ଥୀ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ସୋମବାର ପଟ୍ଟାମୁଣ୍ଡାଇରେ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି । ପ୍ରଥମେ ବେଲତଳ ଗ୍ରାମକୁ ଯାଇ କାଉନସିଲର ଗୋପୀବଲ୍ଲଭ ନାୟକଙ୍କ ଭାଇ ରବି ବଲ୍ଲଭ ନାୟକ ପରଲୋକ…
ବିଶ୍ୱ ଧରିତ୍ରୀ ଦିବସରେ ପ୍ଲାଷ୍ଟିକ ସଚେତନତା
ପଟ୍ଟାମୁଣ୍ଡାଇ ୨୨/୪ ଅନନ୍ତ ଦାଶ – ବିକାଶ ସାଥୀ ପକ୍ଷରୁ ବିଶ୍ୱ ଧରିତ୍ରୀ ଦିବସ ପାଳନ ଅବସରରେ ପ୍ଲାଷ୍ଟିକ ବର୍ଜନ ସଚେତନତା ଅଭିଯାନ କସ୍ତୁରୀ କଳା ନିକେତନ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ପ୍ରକଳ୍ପ ମୁଖ୍ୟ ରୁତିକା ନାଥଙ୍କ ପୌରହିତ୍ୟରେ…
ଗାଁ ସାଥୀଙ୍କ ସାଂଗଠନିକ କର୍ମଶାଳା , ଆସନ୍ତା ମଇ୨୨ରେ ହେବ ଶପଥ ସମାବେଶ
କେନ୍ଦ୍ରାପଡ଼ା, ୨୨ା୪: ଗାଁ ସାଥୀ(ମେଟ୍) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଓଡିଶା ପ୍ରଦେଶ ଶାଖାର ଆହ୍ୱାନ କ୍ରମେ କେନ୍ଦ୍ରାପଡା ଜିଲ୍ଲା ଶାଖା ସଂଘର ସଭାପତି ଅନିଲ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଗରାପୁରସ୍ଥିତ ଶ୍ରୀ ଗୋପାଳଜୀୟୁଙ୍କ ମନ୍ଦିର ପରିସରରେ ଜି୍ଲ୍ଲା ଓ…
ବିଜେପିରେ ଯୋଗଦେଲେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳି ସେଠୀ
କେନ୍ଦ୍ରାପଡା,୨୨ା୪ : କେନ୍ଦ୍ରାପଡା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ ଆଜି ବିଜେପିରେ ଯୋଗ ଦେଇଛନ୍ତି । ସେ କେନ୍ଦ୍ରାପଡା ବିଧାନସଭା ଆସନରୁ ବିଜେପିର ପ୍ରାର୍ଥୀ ହେବେ ବୋଲି ଶୁଣା ଯାଉଛି । ଭାରତୀୟ ଜନତା ପାର୍ଟିରୁ ରାଜନୀତି ଆରମ୍ଭ କରିଥିବା…
ଶ୍ରୀ ଶ୍ରୀ ରାଧାରମଣ ଦେବଙ୍କ ଶୁଭ ଆବିର୍ଭାବ ମହୋତ୍ସବ ଉଦଯାପିତ
କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠରେ ପ୍ରଭୁ ଶ୍ରୀ ଶ୍ରୀ ରାଧାରମଣ ଦେବଙ୍କ ଶୁଭ ଆବିର୍ଭାବ ମହୋତ୍ସବ ଉଦଯାପିତ ହୋଇଯାଇଛି । ପୁରୀ ଗୋବର୍ଧନ ପୀଠର ସନ୍ଥ ସଂରକ୍ଷକ ସ୍ୱାମୀ ଅସୀମାନନ୍ଦ ଦାସମହାରାଜଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରଭୁ…
ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ : ପ୍ରଶାସନ ପକ୍ଷରୁ ହେଉନାହିଁ ଯାଂଚ , ବୋତଲ ପାଣି ଠାରୁ ସୁରେଇ ପାଣି ଭଲ
ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଏଥିରୁ ନିସ୍ତାର ମିଳିପାରିନାହିଁ । ଉପକୂଳ ଓଡ଼ିଶା କେନ୍ଦ୍ରାପଡା ଜିଲାରେ ଆଜିବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି ରହିଛି । ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରୁ ବାହାରକୁ…
ସାନନୟନ ପୁରରେ ହନୁମାନ ଜୟନ୍ତୀ
କେନ୍ଦ୍ରାପଡା ୨୧/୪- ତେଣ୍ଡାକୁଡା ପଞ୍ଚାୟତର ସାନନୟନ ପୁର ଗ୍ରାମରେ ହନୁମାନଜୀଉଙ୍କ ଦ୍ୱାଦଶତମ ବାର୍ଷିକ ଜନ୍ମୋସ୍ଥବ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ହନୁମାନ ଜୟନ୍ତୀ ଉପଲକ୍ଷେ ସକାଳୁ ଗ୍ରାମବାସୀଙ୍କ ଦ୍ୱାରା କଳସୀଯାତ୍ରା କରାଯାଇଥିଲା । ପଣ୍ଡିତ ବିଷ୍ଣୁ ଚରଣ ପତିଙ୍କ ଦ୍ୱାରା…
ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ଚୋରାଦେଶୀମଦ ଜବତ , ତଥ୍ୟ ଦେବାକୁ ମନାକଲା ବିଭାଗ
କେନ୍ଦ୍ରାପଡ଼ା,୨୧ା୪: କେନ୍ଦ୍ରାପଡା ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ଦେଶିମଦ ଜବତ ହୋଇଥିବା ସୂଚନା ମିଳିଛି । ଏକ ବିଶେଷ ସୁତ୍ରରୁ ଖବର ପାଇ କେନ୍ଦ୍ରାପଡା ଅବକାରୀ ବିଭାଗ ଜିଲ୍ଲାର ମହାକାଳପଡାସ୍ଥିତ ସରକାରୀ ଠିପିବନ୍ଦ ମଦ ଦୋକାନ ପାଖ ଏକ ହୋଟେଲ…
ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ
କେନ୍ଦ୍ରାପଡା,୨୧ା୪: ବିଶିଷ୍ଟ ଜନନାୟକ ତଥା ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ ଆଜି କେନ୍ଦ୍ରାପଡା ତିନିମୁହାଣୀସ୍ଥିତ ସ୍ମୃତି ପୀଠରେ ଅନୁଷ୍ଠିତ ହୋଇଯାଇଛି । ସ୍ମୃତି ପରିଷଦର ସଭାପତି ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେଉରାଙ୍କ ପୌରୋହିତ୍ୟରେ ଶ୍ରଦ୍ଧାଞ୍ଜଳି…
କଂଗ୍ରେସର ଏକ ବିଶାଳ ଶୋଭାଯାତ୍ରାରେ ସହର ଦୁଲୁକିଲା ,ସାଂସଦ ପ୍ରାର୍ଥୀ ଇଂ ସିଦ୍ଧାର୍ଥସ୍ୱରୂପ ଦାଶଙ୍କ ଶ୍ରୀବଳଦେବଜୀଉ ଦର୍ଶନ
କେନ୍ଦ୍ରାପଡା,୨୦ା୪: କେନ୍ଦ୍ରାପଡାର ମୁଖ୍ୟ ପ୍ରବେଶ ପଥ ଦୁହୁରିଆରୁ ଏକ ବିଶାଳ ଶୋଭାଯାତ୍ରାରେ ଆସି କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି ଆର୍ଶିବାଦ ଭିକ୍ଷା କଲେ କଂଗ୍ରେସର କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ଇଂ ସିଦ୍ଧାର୍ଥସ୍ୱରୂପ ଦାଶ । କଟକ-ଚାନ୍ଦବାଲି ରାସ୍ତାରେ ସାଲେପୁର…
ବିଜେଡିରେ ମିଶିଲେ ବିଜୟ କେତନ ସ୍ୱାଇଁ , ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ଆସନର ପୂର୍ବତନ ବିଜେପି ପ୍ରାର୍ଥୀ, ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ପ୍ରତିଷ୍ଠାତା ବାର୍ଷିଆନ ନେତା ବିଜୟକେତନ ସ୍ୱାଇଁ ଶୁକ୍ରବାର ବିଜେପି ଛାଡି ଭୁବନେଶ୍ୱର ଶଙ୍ଖ ଭବନରେ ବିଜେଡିରେ ଅନୁଷ୍ଠାନିକ ଭାବେ ସାମିଲ ହୋଇଥିଲେ । ଶଙ୍ଖ ଭବନରେ ଆୟୋଜିତ…
କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ନିଲମ୍ବିତ
କେନ୍ଦ୍ରାପଡ଼ା,୨୦ା୪: କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ଦେବୀ ପ୍ରସାଦ ମିଶ୍ରଙ୍କୁ ରାଜ୍ୟ ଅବକାରୀ ବିଭାଗ ନିଲମ୍ବିତ କରିଥିବା ଜଣାପଡିଛି । ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏସଙ୍କ୍ରାନ୍ତରେ ପତ୍ର ସଂଖ୍ୟା – ୨୫୬୭ ତା ୧୯.୦୪.୨୦୨୪ରିଖରେ ନିର୍ଦେଶନାମା ପ୍ରକାଶ ପାଇଛି । ଏଠାରେ…
କଂଗ୍ରେସରୁ ଇସ୍ତଫା ଦେଲେ ସାର୍ଥକ କୁମାର ମହାପାତ୍ର
କେନ୍ଦ୍ରାପଡା ୨୦/୪- ଜାତୀୟ କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଲେ ଛାତ୍ର ନେତା ସାର୍ଥକ ମହାପାତ୍ର । ଆଜି ଶନିବାର ଦିନ ବିଜେଡିରେ ଯୋଗ ଦାନ କଲେ । ସେ ୨୦୨୧ ମସିହା ରୁ ୨୦୨୩ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସ୍ୱୟଂଶାସିତ…
ରାଜନଗର ଭାଜପା ବିଧାୟକ ଟିକେଟକୁ ନେଇ ବିରୋଧ , ପୁନଃ ବିଚାର କରାଯିବାକୁ ଦାବୀ , ବିଚାର କରା ନଗଲେ ସମୁହ ଇସ୍ତଫା
କେନ୍ଦ୍ରାପଡା ଜିଲା ରାଜନଗର ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଯୁବନେତା ଲଳିତ ବେହେରାଙ୍କ ନାମ ଘୋଷଣା ହେବା ପରେ ଲଳିତଙ୍କ ସମର୍ଥଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି । ତେବେ ଲଳିତଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କରି ଅଲେଖଙ୍କ ସମର୍ଥକମାନେ ଦଳୀୟ…
ପଟ୍ଟାମୁଣ୍ଡାଇ ପୌରାଂଚଳରେ ଜଳ ସଂକଟ ଦୂର ପାଇଁ ପୌର ଅଧିକାରୀଙ୍କୁ ଦାବୀପତ୍ର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ପାରଦ ଉପରମୁହାଁ ହୋଇ ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଅସହ୍ୟ ଗୁଳଗୁଳି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ପୌରାଂଚଳରେ ପାନୀୟଜଳ ସଙ୍କଟ ଦେଖାଦେଇଛି । ପଟ୍ଟାମୁଣ୍ଡାଇ ବିଜୁ ପଟ୍ଟନାୟକ ଛକ ସମ୍ପ୍ରତି ଏକ ଅସ୍ଥାୟୀ ବସଷ୍ଟାଣ୍ଡରେ…









