ଚଳିତବର୍ଷ ଜାନକୀ ବଲ୍ଲଭ ସାହିତ୍ୟ ସମ୍ମାନ ପାଇବେ ଡ. ଶତ୍ରୁଘ୍ନ ପାଣ୍ଡବ ଓ ଡ. ପ୍ରକାଶ ପରିଡା

  କେନ୍ଦ୍ରାପଡ଼ା,୧୯ା୪: ବିଶିଷ୍ଟ ଜନନାୟକ ପ୍ରଜ୍ଞାପୁରୁଷ ତଥା ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ନବମ ଶ୍ରାଦ୍ଧବାର୍ଷିକ ଚଳିତ ଏପ୍ରିଲ ୨୧ ତାରିଖ ରବିବାର କେନ୍ଦ୍ରାପଡା ତିନିମୁହାଣୀସ୍ଥିତ ସ୍ମୃତିପୀଠରେ ଅନୁଷ୍ଠିତ ହେବ । ସ୍ମୃତି ପରିଷଦର ସଭାପତି ପ୍ରାକ୍ତନ ବିଧାୟକ ଚିନ୍ମୟ…

ଦଳ ମଧ୍ୟରୁ ପ୍ରାର୍ଥୀ କରାନଗଲେ ଭୋଟ ଦେବୁନି-କଂଗ୍ରେସକର୍ମୀ

କେନ୍ଦ୍ରାପଡ଼ା, ୧୯ା୪: କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ କର୍ମୀମାନେ ଏବେ କହିଲେଣି ଯେ ଆଗାମୀ ସାଧାରଣ ନିର୍ବାଚନରେ ବିଧାୟକ ପଦବୀରେ ଦଳ ମଧ୍ୟରୁ ପ୍ରାର୍ଥୀ କରାନଗଲେ ସେମାନେ ଆଉ ଆମଦାନୀ ନେତାଙ୍କୁ ଭୋଟ ଦେବେନାହିଁ । ଅନ୍ୟ ଦଳରୁ ଆମଦାନୀ…

ଛୁରି ଭୁସି ହତ୍ୟା ଘଟଣା: ଅଭିଯୁକ୍ତକୁ କୋର୍ଟ ଚାଲାଣ

କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ଟାଉନବଳରାମପୁର ଗାମରେ ଗୁରୁବାର ଛୁରାଭୂଷି ହତ୍ୟା କରିଥିବାଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତର ସାରଙ୍ଗ ଗ୍ରାମର ଅକ୍ଷୟ…

ମାଙ୍କଡ଼ ଆକ୍ରମଣରେ ବୃଦ୍ଧ ଗୁରୁତର, ପ୍ରତିକାର ପାଇଁ ଦାବୀ

କେନ୍ଦ୍ରାପଡା  ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ବଣୁଆ ମାଙ୍କଡ଼ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହି ମାଙ୍କଡ଼ ମାନେ ଦଳ ଦଳ ହୋଇ ଆସି ବିଲ ବାଡ଼ି ବଗିଚାରେ ଥିବା ଫସଲ ନଷ୍ଟ କରିବା ସହିତ ବିଭିନ୍ନ…

ଗୁପ୍ତକ୍ଷେତ୍ର ସଖୀବଟରେ ବିଶ୍ୱଶାନ୍ତି ମହାଯଜ୍ଞର ଶୁଭାରମ୍ଭ

କେନ୍ଦ୍ରାପଡା,୧୯ା୪- ତୁଳସୀକ୍ଷେତ୍ରର ଶ୍ରୀ ବଳଦେବ ସଂସ୍କୃତି ଅନ୍ତର୍ଗତ ପ୍ରସିଦ୍ଧ ଗୁପ୍ତକ୍ଷେତ୍ର ସଖୀବଟରେ ଦ୍ୱାବିଂଶତିମ ବିଶ୍ୱଶାନ୍ତି ମହାଯଜ୍ଞ ଭବ୍ୟ ପରିବେଶରେ ଆରମ୍ଭ ହୋଇଛି । ବୁଧବାର ପବିତ୍ର ଶ୍ରୀରାମ ନବମୀ ସନ୍ଧ୍ୟାରେ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ମୁଖ୍ୟ ଅତିଥିଭାବେ…

ଧନୁର୍ଜ୍ଜୟ ବିଶ୍ୱାଳ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ପୂଜ୍ୟପୂଜା ଓ ସମ୍ମାନ ସମାରୋହ

କେନ୍ଦ୍ରାପଡା,୧୯/୪ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବସୁପୁର ସ୍ଥିତ ମା’ ବାସନ୍ତୀ ଦୁର୍ଗା ପୂଜା ପ୍ରାଙ୍ଗଣରେ ରାଜ୍ୟର ଅଗ୍ରଣୀ ସାମାଜିକ ସାଂସ୍କୃତିକ ତଥା ସେବା ଅନୁଷ୍ଠାନ “ଧନୁର୍ଜ୍ଜୟ ବିଶ୍ୱାଳ ଚାରିଟେବୁଲ ଟ୍ରଷ୍ଟ’, ର ୪୫ତମ ବାର୍ଷିକ ପୂଜ୍ୟପୂଜା ପ୍ରତିଭା ସମ୍ମାନ ସମାରୋହ…

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ

ଭୁବନେଶ୍ୱର, କେନ୍ଦ୍ରାପଡା ୧୯-୪: ବିଜେଡିରେ ଯୋଗ ଦେଲେ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ପ୍ରତିଷ୍ଟାତା ତଥା ବରିଷ୍ଠ ଭାଜପାନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଏମ୍‌ପି ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶ୍ରୀ…

ସାମାନ୍ୟ ବଚସାରୁ ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪ କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସା କେନ୍ଦ୍ର କରି ଜଣେ ଯୁବକ ଓସ୍ତପୁର ପଞ୍ଚାୟତ ସାରଙ୍ଗ ଗ୍ରାମର ଦୁର୍ଯ୍ୟୋଧନ ଖଟୁଆଙ୍କ ପୁଅ ଅକ୍ଷୟଙ୍କୁ ୧୬ଥର ଛୁରି ଭୁସି ଆକ୍ରମଣ…

କେନ୍ଦ୍ରାପଡା ପୈାରସଂସ୍ଥାରେ ଆବାସ ଯୋଜନାରେ ନିର୍ମିତ ଗୃହ ମିଳୁନଥିବା ଅଭିଯୋଗ

କେନ୍ଦ୍ରାପଡ଼ା, ୧୮ା୪: କେନ୍ଦ୍ରାପଡା ପୈାରସଂସ୍ଥାରେ ଆବାସ ଯୋଜନାରେ ନିର୍ମାଣ କରାଯାଇଥିବା ଗୃହ ମିଳୁନଥିବା ନେଇ ଅଭିଯୋଗ ହୋଇଛି । କେନ୍ଦ୍ରାପଡା ପୈାରାଞ୍ଚଳ ଅଧିନ ୧୬ନମ୍ବର ୱାର୍ଡରେ ଦୁଇଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା । କିନ୍ତୁ ସେହି ଦୁଇଜଣ…

ଜଗନ୍ନାଥପୁର ମା’ବାସନ୍ତୀ ଦୂର୍ଗାଦେବୀଙ୍କ ପୂଜା

କେନ୍ଦ୍ରାପଡ଼ା, ୧୮ା୪: କେନ୍ଦ୍ରାପଡା ବ୍ଲକ ଅଧିନ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁରସ୍ଥିତ ମା’ବାସନ୍ତୀ ଦୂର୍ଗାଦେବୀଙ୍କ ପୂଜା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ରବିବାର ଷଷ୍ଠୀରେ ବିଲ୍ୱବରଣ, ବିହିତ ପୂଜା ଓ ଦେବୀ ବୋଧନ କରାଯାଇଥିବା ବେଳେ ସୋମବାର ମା’ଙ୍କ…

ଜଳଛତ୍ର କାର୍ଯ୍ୟକ୍ରମ

କେନ୍ଦ୍ରାପଡା ୧୮/୪- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ପ୍ରଭୁ ଶ୍ରୀ ରାମ ନବମୀ ଉପଲକ୍ଷେ ଯୁବ ସ୍ୱାଭିମାନ ଗ୍ରୁପ, କେନ୍ଦ୍ରାପଡା ପକ୍ଷରୁ ଗୋପଛକ ଠାରେ ଅନ୍ୟୁନ ଦେଢ଼ ହଜାର ଲୋକଙ୍କ ପାଇଁ ଦହି ପଣାର ଆୟୋଜନ କରାଯାଇଥିଲା । ପ୍ରବଳ ଗ୍ରୀଷ୍ମ…

ସାନ୍ତସାହି ଶିରିଡିସାଇ ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ ପାଳିତ

କେନ୍ଦ୍ରାପଡ଼ା, ୧୭ା୪: କେନ୍ଦ୍ରାପଡା ସହରର ସାନ୍ତସାହିସ୍ଥିତ ଶିରିଡି ସାଇ ମନ୍ଦିରରେ ଶିରିଡିସାଇ ସେବାସଂସ୍ଥା ଆନୁକୂଲ୍ୟରେ ଶ୍ରୀରାମ ନବମୀ ଓ ବାବାଙ୍କ ଚବାଡି ଶୋଭାଯାତ୍ରା ମହାସମାରୋହରେ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳ ୬ଟାରେ ମଙ୍ଗଳ ଆରତୀ କରାଯାଇ ବାବାଙ୍କୁ…

ଗରାପୁର ହନୁମାନ ମନ୍ଦିରରେ ଶ୍ରୀରାମ ନବମୀ ମହାସମାରୋହରେ ପାଳିତ

କେନ୍ଦ୍ରାପଡ଼ା, ୧୭ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ମହାବୀର ଆଶ୍ରମ ହନୁମାନ ମନ୍ଦିରରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଶୁଭ ଜନ୍ମ ମହୋତ୍ସବ ଶ୍ରୀରାମ ନବମୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ନବଦିନ ବ୍ୟାପୀ ପ୍ରତ୍ୟେହ ସକାଳେ…

ବିଜୁବାବୁଙ୍କ ୨୭ତମ ଶ୍ରାଦ୍ଧ ଦିବସ ପାଳିତ

କେନ୍ଦ୍ରାପଡ଼ା, ୧୭ା୪: ଆଜି ଓଡିଶାର ବରପୁତ୍ର, ପ୍ରବାଦ ପୁରୁଷ, ମହାନ ଜନନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ଦିବସ କେନ୍ଦ୍ରାପଡା ବିଜୁ ଜନତା ଦଳ ତରଫରୁ କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳ ସଭାପତି…

ବିଜୁ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧବାର୍ଷିକୀ ପାଳିତ : ବିଜୁବାବୁଙ୍କ ଜୀବନୀ ଆଧୁନିକ ଓଡିଶା ବିକାଶର ଇତିହାସ-ଧ୍ରୁବ ସାହୁ

ଓଡିଶାର ବରପୁତ୍ର, ପ୍ରବାଦ ପୁରୁଷ, ମହାନ ଜନନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ଦିବସ ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ବିଜୁ ଜନତା ଦଳ ତରଫରୁ ବୁଧବାର ସ୍ଥାନୀୟ ହରପାର୍ବତୀ ମନ୍ଦିର ଠାରେ ଅନୁଷ୍ଟିତ…

କେନ୍ଦ୍ରାପଡା ଜିଲ୍ଲା ମିଶନଶକ୍ତି ପାଲଟିଛି ମିଶନ ଲୁଟ ଯୋଜନା !! ଓଡିଶା ସୂଚନା ଅଧିକାର ଅଭିଯାନ,କେନ୍ଦ୍ରାପଡା

କେନ୍ଦ୍ରାପଡ଼ା, ୧୫ା୪: ଓଡିଶା ସୂଚନା ଅଧିକାର ଅଭିଯାନ,କେନ୍ଦ୍ରାପଡା ତରଫରୁ ଆଜି ସନ୍ଧ୍ୟାରେ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଭିଯାନର କେନ୍ଦ୍ରାପଡା ଜିଲ୍ଲା ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହିଥିଲେ ଯେ ଓଡିଶା ସରକାରଙ୍କ…

ଦୁଷ୍କର୍ମ ଅଭିଯୁକ୍ତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦ୍ରାପଡ଼ା, ୧୬ା୪: କେନ୍ଦ୍ରାପଡା ଫାଷ୍ଟଟ୍ରାକ୍ ଆଡହକ କୋର୍ଟର ଅତିରିକ୍ତ ଜିଲ୍ଲାଜଜ୍ ତ୍ରୀବିକ୍ରମ କେଶରୀ ଚିହ୍ନରା ଜନୈକ ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୩୧ହଜାର ଟଙ୍କା ଜରିମାନା କରିଛନ୍ତି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଟାଉନ…

ବଜ୍ରପାତରେ ଜଣେ ମୃତ

କେନ୍ଦ୍ରାପଡ଼ା, ୧୬ା୪: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତର ବିରସ୍ୱତୀ ଗ୍ରାମର ନାରାୟଣ ମଳିକଙ୍କ ପତ୍ନୀ ଅମ୍ବିକା ମଳିକ(୫୨) ତାଙ୍କ ବିଲକୁ ମୁଗ ଉପାଡିବାକୁ ଯାଇଥିବା ବେଳେ ଅପରାହ୍ନ ପ୍ରାୟ ୫ଟା ସମୟରେ ବଜ୍ରପାତ ହେବାରୁ ଅମ୍ବିକା ବିଲରେ ଟଳି…

ସ୍ୱନକ୍ଷତ୍ର ଦିବସ ପାଳିତ

କେନ୍ଦ୍ରାପଡ଼ା, ୧୬ା୪: ମଙ୍ଗଳବାର କେନ୍ଦ୍ରାପଡ଼ା ଜିଲ୍ଲା ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ପୁରୁଷୋତ୍ତମପୁର ଗ୍ରାମର ବିଶିଷ୍ଟ ପ୍ରବଚକ ତଥା ଅବସରପ୍ରାପ୍ତ ଶିକ୍ଷକ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥଙ୍କ ଧର୍ମପତ୍ନୀ ରୁକ୍ମଣୀ ରଥଙ୍କର ୭୧ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ…

ରାଜନଗର ନିର୍ବାଚନ ମଣ୍ଡଳୀ ;  ହାତ ଧରି ପାରନ୍ତି ଅଲେଖ !

ପଟ୍ଟାମୁଣ୍ଡାଇ ୧୬/୪ କଳ୍ପତରୁ ନାୟକ -ଉପକୂଳ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି । ବିଜୁ ଜନତା ଦଳ ବର୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ଚଳିତ ନିର୍ବାଚନ ପାଇଁ ପୁଣିଥରେ…

ଆମ ସମ୍ପର୍କ ପକ୍ଷରୁ ମହାବିଷୁବ ମିଳନ ସମାରୋହ

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ କଳା, ସାହିତ୍ୟ, ସାଂସ୍କୃତିକ ଅନୁଷ୍ଠାନ ଆମ ସମ୍ପର୍କ ପକ୍ଷରୁ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନୂଆ ବର୍ଷ ଅବସରରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟ ଠାରେ ମହାବିଷୁବ ମିଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପ୍ରାଧ୍ୟାପକ…

ପଟ୍ଟାମୁ୍‌ଣ୍ଡାଇ ତାଲୁକ ଆଇନସେବା ସମିତି ପକ୍ଷରୁ ଆଇନ ସଚେତନତା ଶିବିର

କେନ୍ଦ୍ରାପଡ ଜିଲ୍ଲା ପଟ୍ଟାମୁ୍‌ଣ୍ଡାଇ ତାଲୁକ ଆଇନସେବା ସମିତି ପକ୍ଷରୁ ମଙ୍ଗଳବାର ପଟ୍ଟାମୁଣ୍ଡାଇ କୋଟ୍ ଠାରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଇନସେବା ସମିତିର ଅଧ୍ୟକ୍ଷା ତଥା ବରିଷ୍ଠ ଦେୱାନୀ ବିଚାରପତି ସୃଶ୍ରୀସଙ୍ଗୀତା ମଲ୍ଲିକ ଏଥିରେ ଅଧ୍ୟକ୍ଷତା କରିଥିଲେ ।…

ଦ୍ୱିତୀୟ ପର୍ଯ୍ୟାୟରେ ୨୧ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ଭୁବନେଶ୍ୱର,୧୬ ।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା) । ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ରାଉଲକେଲାରୁ…

ବ୍ରିଜ୍ ତଳକୁ ବସ୍ ଖସି 5 ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ,ମୃତକଙ୍କ ପରିବାର ପାଇଁ 3 ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଯାଜପୁର କୁଆଖିଆ ବାରବାଟୀ ଛକଠାରେ ଏକ ବଡ଼ ଧରଣର ବସ୍‌ ଦୁର୍ଘଟଣା ଘଟିଛି। ଏନଏଚ-16ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଯାତ୍ରୀବାହୀ ବସ୍‌ ଖସିପଡିଛି। ଏଥିରେ 5 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 40 ଜଣ ଯାତ୍ରୀ ଆହତ ହୋଇଛନ୍ତି…