ପ୍ରବଳ ଖରାରେ ଶ୍ରମିକଙ୍କୁ କାମନକରାଇବାକୁ ନିର୍ଦେଶ

କେନ୍ଦ୍ରାପଡ଼ା, ୧୫ା୪:ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରବଳ ଖରାରେ ଶ୍ରମିକମାମଙ୍କୁ କାମ ନକରାଇବାକୁ କଡାକଡି ଭାବେ ବାରଣ କରାଯିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି । ଏନେଇ ରାଜ୍ୟର ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ…

ପୂର୍ବତନ ବିଧାୟକ ଉତ୍କଳକେଶରୀ ପରିଡା ଗୁରୁତ୍ତର

କେନ୍ଦ୍ରାପଡ଼ା, ୧୫ା୪: ପୂର୍ବତନ କେନ୍ଦ୍ରାପଡା ବିଧାୟକ ତଥା ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଉତ୍କଳକେଶରୀ ପରିଡା ହଠାତ ଗୁରୁତ୍ତର ହୋଇପଡିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଶ୍ରୀ ପରିଡାଙ୍କୁ ଆଇ.ସି.ୟୁ.ରେ ରଖାଯାଇ ଚିକିତ୍ସା କରାଯାଉଥିବା ତାଙ୍କ…

କେନ୍ଦ୍ରାପଡାରେ ହିନ୍ଦୁ ଏକତା ଶୋଭାଯାତ୍ରା

କେନ୍ଦ୍ରାପଡ଼ା, ୧୪ା୪: ଆଜି ଓଡିଆ ନବବର୍ଷ ତଥା ହନୁମାନଜୀଉଙ୍କ ଜୟନ୍ତୀ ଉତ୍ସବ ଅବସରରେ ପାଞ୍ଚଶହ ବର୍ଷର ସଂଘର୍ଷମୟ ଇତିହାସର ବିଜୟ ଉଦ୍ଦେଶ୍ୟରେ କେନ୍ଦ୍ରାପଡା ଜିଲ୍ଲା “ଧର୍ମରକ୍ଷା ସେନା” ଓ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ଆନୁକୂଲ୍ୟରେ ଏକ “ବିଶାଳ ହିନ୍ଦୁ…

କେନ୍ଦ୍ରାପଡା କଂଗ୍ରେସ ପକ୍ଷରୁ ଭାରତରତ୍ନ ଆମ୍ବେଦକରଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, ୧୪ା୪: କେନ୍ଦ୍ରାପଡା କଂଗ୍ରେସ ପକ୍ଷରୁ ରବିବାର ଭାରତରତ୍ନ ସମ୍ବିଧାନ ପ୍ରଣେତା ଡ. ଭୀମରାଓ ଆମ୍ବେଦକରଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ କେନ୍ଦ୍ରାପଡା ହାଇସ୍କୁଲ ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଓ ସହରର ପୁରୁଣା ବସଷ୍ଟାଣ୍ଡରେ ଥିବା…

ଜିଲ୍ଲା କଂଗ୍ରେସ ଭବନରେ ସମ୍ବିଧାନ ପ୍ରଣେତା ଡ. ଆମ୍ବେଦକରଙ୍କ ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା, ୧୪ା୪: ଭାରତର ସମ୍ବିଧାନ ପ୍ରଣେତା ବାବା ସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ୧୩୪ତମ ଜୟନ୍ତୀ କେନ୍ଦ୍ରାପଡା ସହରର କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ରବିବାର ପାଳନ କରାଯାଇଛି । ପ୍ରଥମେ ସେଠାରେ ଥିବା ଜାତିରପିତା ମହାତ୍ମାଗାନ୍ଧୀଙ୍କ ଆବକ୍ଷ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ…

ପୁର୍ବତନ ସୈନିକ ସଂଘ ପରିବାର ଜଳଛତ୍ର କାର୍ଯ୍ୟକ୍ରମ

କେନ୍ଦ୍ରାପଡା ୧୪/୪ – ପୁର୍ବତନ ସୈନିକ ସଂଘ ପରିବାର ତରଫରୁ ପଣା ସଂକ୍ରାନ୍ତି ଉପଲକ୍ଷେ ସକାଳ ୮ ଘଟିକା ସମୟରେ ତିନିମୁହାଣୀ ଛକ ସ୍ଥିତ ଅମର ଯବାନ ସ୍ତମ୍ଭ ପରିସରରେ ଜଳଛତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂଘର ସଭାପତି…

ଭୀମରାଓ ବାବା ସାହେବ୍ ଆମ୍ବେଦକରଙ୍କ ଜୟନ୍ତୀ : ଯେତେଦିନ ସମ୍ବିଧାନ ସୁରକ୍ଷିତ,ସେତେଦିନ ଆମ୍ବେଦକରଙ୍କ ସ୍ମୃତି ଉଜ୍ଜୀବିତ

କେନ୍ଦ୍ରାପଡା ୧୪/୪- ଆଜି କେନ୍ଦ୍ରାପଡା ଡକ୍ଟର ଆମ୍ବେକରଙ୍କ ବିଚାର ମଂଚ ତରଫରୁ ସମ୍ବିଧାନର ମୁଖ୍ୟ ସ୍ଥପତି ଡକ୍ଟର ଭୀମରାଓ ବାବା ସାହେବ୍ ଆମ୍ବେଦକରଙ୍କ ୧୩୪ ତମ ଜୟନ୍ତୀ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ବାବା ସାହେବ ଙ୍କ ପ୍ରତି ମୂର୍ତ୍ତର୍ି ସ୍ଥଳରେ ଅନୁଷ୍ଠିତ…

ମହାବିଷୁବ ସଂକ୍ରାନ୍ତି ପାଳିତ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଓଡ଼ିଆ ନୂଆ ବର୍ଷ ଓ ମହାବିଷୁବ ସଂକ୍ରାନ୍ତି ସମାରୋହରେ ପାଳିତ ହୋଇଯାଇଛି । ଉତିକଣ ଅଂଚଳର ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଚନ୍ଦ୍ରମଉଳି, ପଟ୍ଟାମୁଣ୍ଡାଇ ଶ୍ରୀରାମମନ୍ଦିର ପୋଖରୀଆପଡା ହରପାର୍ବତୀ ମନ୍ଦିର, ପତିତପାବନ ମନ୍ଦିର, ବେଲତଳ ଭୋଳିବାବା ମଠ,…

ସମ୍ବିଧାନ ପ୍ରତି ପ୍ରତିବଦ୍ଧତା ହିଁ ହେବ ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡା  ଜିଲ୍ଲା ସଦର ମହକୁମାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଭାରତୀୟ ସମ୍ବିଧାନର ମୁଖ୍ୟ ବିନ୍ଧାଣୀ ଡ଼ଃ ଭି. ଆର୍‌. ଆମ୍ବେଦକରଙ୍କ ୧୩୩ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ରଙ୍କ…

ପାଣ୍ଡିଆନଙ୍କୁ ଭେଟିଲେ ବିଜେଡି ସଂଖ୍ୟାଲଘୁ ସେଲ କର୍ମକର୍ତା

କେନ୍ଦ୍ରାପଡ଼ା ତା ୧୪/୪-ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଭେଟିଛି ବିଜେଡି ସଂଖ୍ୟାଲଘୁ ସେଲ । ଆଗାମୀ ସାଧାରଣ ନିର୍ବାଚନ ଦୃଷ୍ଟିରୁ କେନ୍ଦ୍ରାପଡ଼ା ବିଜେଡି ସଂଖ୍ୟାଲଘୁ ସେଲର ପାଣ୍ଡିଆନଙ୍କୁ ଭେଟଘାଟ ସ୍ୱତନ୍ତ୍ର ଗୁରୁତ୍ୱ ବହନ କରିଛି । ପ୍ରବାଦ ପୁରୁଷ…

ସଂସାରଫଳରେ ନୂତନ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା

କେନ୍ଦ୍ରାପଡ଼ା ୧୩/୪ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ପଂଚାୟତ ସଂସାରଫଳ ଗ୍ରାମରେ ନୂତନ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ପବିତ୍ର ଶ୍ରୀରାମ ନବମୀ ମହୋତ୍ସବ ଅବସରରେ ଆଧ୍ୟାତ୍ମିକ ଭାବଧାରା ମଧ୍ୟରେ ପଣ୍ଡିତ ସୁନୀଲ…

କିଶୋର ସ୍ୱାଇଁ ଖଡିଅଣ୍ଟା ପଂଚାୟତ ବିଜେଡି ପର୍ଯ୍ୟବେକ୍ଷକ

କେନ୍ଦ୍ରାପଡ଼ା ୧୩/୪ -ଆଗାମୀ ସାଧାରଣ ନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ଜୋରଦାର କରାଯାଇଛି । ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ଆଞ୍ଚଳିକ ବିକାଶର ବାର୍ତା ଘରେ ଘରେ ପହଞ୍ଚାଇ…

ଆଳି ତଟବନ୍ଧର ଗଞ୍ଜା -ସାତଘରିଆ ବଗି ବନ୍ଧ ରାସ୍ତା ଟେଣ୍ଡର ପରେବି ଆରମ୍ଭ ହେଉନି

କେନ୍ଦ୍ରାପଡ଼ା, ୧୩ା୪: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅଧିନ ଗଞ୍ଜା-ସାତଘରିଆ ବଗିବନ୍ଧ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଥିବା ବେଳେ ସେହି ରାସ୍ତାରେ ଯାତାୟତ କରିବାରେ ଅଞ୍ଚଳବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ବ୍ଲକ ସଦର ମହକୁମା ରାଜକନିକାକୁ ଯିବା ପାଇଁ…

ରାଜ୍ୟ ଦେବୋତ୍ତର କମିଶନରଙ୍କ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିଦର୍ଶନ

କେନ୍ଦ୍ରାପଡ଼ା, ୧୩ା୪: ଓଡିଶା ରାଜ୍ୟ ଦେବୋତ୍ତର କମିଶନର ଲଲାଟେନ୍ଦୁ ଜେନା ଏକ ଦିନିକିଆ କେନ୍ଦ୍ରାପଡା ଗସ୍ତରେ ଆସି ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିଦର୍ଶର୍ନ କରିବା ସହ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । କମିଶନର ଶ୍ରୀ ଜେନା ମନ୍ଦିର ବେଢା…

ବିଜୁ ପରିବାର ପକ୍ଷରୁ ସାମାଜିକ ଗଣମାଧ୍ୟମର ବନ୍ଧୁ ମିଳନ ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୧୩ା୪: କେନ୍ଦ୍ରାପଡା ବିଜୁ ପରିବାର ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତ କଲୟାଣ ମଣ୍ଡପରେ ସାମାଜିକ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଆଜି ଜିଲ୍ଲା ବିଜୁଛାତ୍ର ଜନତାଦଳର ସଭାପତି ପ୍ରଦୀପ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ…

ନିର୍ବାଚନ ଋତୁରେ ଡିଆଁ ଡେଇଁ ଖେଳ ବା ଦଳବଦଳ ନିତୀ

ଆମ ଦେଶରେ ପ୍ରତି ପାଞ୍ଚବର୍ଷରେ ଥରେ ଆସେ ନିର୍ବାଚନ ଋତୁ   । ଏହି ଋତୁ ପ୍ରକୃତିର ଛଅ ଋତୁ ଭଳି ନୁହେଁ କି ଏ ଋତୁରେ ବଦଳେନି ଜଳବାୟୁ କି ପାଣିପାଗ  । କେବଳ ସରଗରମ ହୋଇ ଉଠେ ରାଜନୈତିକ ପାଣିପାଗ…

ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ ବୈଠକ

ପଟ୍ଟାମୁଣ୍ଡାଇ – ତୃଣ ମୂଳ ସ୍ତରରେ ସଂଗଠନକୁ ମଜବୁତ କରି ଆଗାମୀ ସାଧାରଣ ନିର୍ବାଚନରେ ବିଜେଡି ବିଜେପି ଦଳକୁ କଡା ମୁକାବିଲା କରିବା ପାଇଁ ରେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।…

ଲୋକନାଥପୁର ପ୍ରକଳ୍ପ ଉ.ପ୍ରା ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଲୋକନାଥପୁର ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣୀ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନଶିକ୍ଷକ ଶୁଭାପ୍ସଶୁ କୁମାର ଦାସଙ୍କ ପୌରହିତ୍ୟରେ ମା’ ଛୁଆଳିଆ କଲ୍ୟାଣ ମଣ୍ଡପରେ…

ବିପଦସଙ୍କୁଳ ଅବସ୍ଥାରେ ମୁକୁଳା ବିଦ୍ୟୁତ୍ ଟ୍ରାନ୍ସଫର୍ମର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନେକ ସ୍ଥାନରେ ବିପଦ ସଙ୍କୁଳ ଖୋଲାମେଲା ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ହାତପାହାନ୍ତରେ ପଡିରହିଛି । ଖୋଲାମେଲା ଭାବେ ଟ୍ରାନ୍ସଫର୍ମର ପଡ଼ି ରହିଥିବାରୁ ଏହା ବିପଦକୁ ଆମନ୍ତ୍ରଣ କରୁଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଛି ।…

ଦରମା ପ୍ରଦାନ ଦାବୀରେ ସଫେଇ କର୍ମଚାରୀଙ୍କ ପୌରପରିଷଦ ସମ୍ମୁଖରେ କାମ ବନ୍ଦ ଆନ୍ଦୋଳନ

ଦରମା ପ୍ରଦାନ ଦାବୀରେ ପଟ୍ଟାମୁଣ୍ଡାଇ ପୌରପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ସଫେଇ କର୍ମଚାରୀମାନେ ସଫେଇ କାମ ବନ୍ଦ କରି ଆନ୍ଦୋଳନ କରିଛନ୍ତି । ଦୀର୍ଘ ଦିନ ଧରି ସେମାନଙ୍କର ବର୍ଦ୍ଧିତ ଦରମା ପାଇ ନଥିବା ଓ ପ୍ରତି ମାସର ଦରମା ନିର୍ଧାରିତ ସମୟରେ…

ପଲ୍ଲୀପ୍ରଗତି ଯୁବକ ସଙ୍ଘ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡାର ପଲ୍ଲୀ ପ୍ରଗତି ଯୁବକ ସଂଘ ପକ୍ଷରୁ ବଛରାଇ ଗ୍ରାମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାର୍ଶାଘାଇ ବ୍ଲକର ବଛରାଇ ଗ୍ରାମରେ ପଲ୍ଲୀ ପ୍ରଗତି ଯୁବକ ସଂଘର ଯୁବ ସମାଜ ପକ୍ଷରୁ ଏହି ସଫେଇ କାର୍ଯ୍ୟକ୍ରମ କରାଯାଇଛି…

ନିର୍ବାଚନ ପାଇଁ ପ୍ରସ୍ତୁତ ହେଲା କେନ୍ଦ୍ରାପଡା କଂଗ୍ରେସ

କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସର ପୂର୍ବତନ ସଭାପତି ରଶ୍ମିରଞ୍ଜନ ଚୌଧୁରୀଙ୍କ ଆହ୍ୱାନ କ୍ରମେ କଜଳାସ୍ଥିତ କଂଗ୍ରେସ ଭବନରେ କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁରୁଖା କଂଗ୍ରେସ ନେତା, ବରିଷ୍ଠ ନେତୃବୃନ୍ଦ, ପଞ୍ଚାୟତ ଓ ପୌରାଞ୍ଚଳର ପ୍ରତିନିଧି, ଦଳର…

ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ସପ୍ତମ ବ୍ଲକ ସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଗ୍ରୀଷ୍ମଅବକାଶରେ ଅନଲାଇନ ଶିକ୍ଷାଦାନ ଜାରିରହିବ- ଡିଇଓଙ୍କ ନିର୍ଦେଶ

କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ସପ୍ତମ ପ୍ରଧାନ ଶିକ୍ଷକ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି । ସରସ୍ୱତୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ କାଦମ୍ବିନୀ ନାୟକ ଏହି ସମ୍ମିଳନୀରେ ଉପସ୍ଥିତ ସମସ୍ତ…

Land sharks push Gobari to extinction

Kendrapara: The Gobari River flowing by Pattamundai area in Kendrapara district for a 20-km stretch is getting buried fast and its existence has been threatened, a report said Sunday. Taking…