ଐତିହାସିକ ନଦୀ ଗୋବରୀ ଏବେ ଖେଳ ପଡ଼ିଆ , ପୁନରୁଦ୍ଧାର ନାଁରେ କୋଟିକୋଟି ଚଳୁ

        ଦିନେ ଏହି ନଦୀଦେଇ କଳିଙ୍ଗର ସାଧବମାନେ ନୌବାଣିଜ୍ୟ କରୁଥିଲେ        ଏଠାରେ ଇଂରେଜଙ୍କ ବୋଟ୍ ଚାଲୁଥିଲା କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ଦେଇ ବହିଯାଉଥିବା ଗୋବରୀ ନଦୀ ଏବେ ସୁପ୍ତ ଅବସ୍ଥାରେ ଖେଳପଡ଼ିଆରେ…

ବିଜୟ ପଟ୍ଟନାୟକଙ୍କ ପ୍ରତିନିଧି ରୂପେ ବିଭୁତି ନିଯୁକ୍ତ

କେନ୍ଦ୍ରାପଡ଼ା, ୧୧ା୪: ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନିର୍ବାଚନ ସମନ୍ୱୟ କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ତାଙ୍କ ଏକାନ୍ତ ଅନୁଗତ ବିଭୁତି ଭୂଷଣ ମହାପାତ୍ରଙ୍କୁ ପ୍ରତିନିଧି ରୂପେ ନିଯୁକ୍ତି ଦେଇଛନ୍ତି । ବିଭୁତି ଏବେ ରାଜ୍ୟ ଛାତ୍ର କଂଗ୍ରେସ…

+୩ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୧୧ା୪: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷ, ଅଧ୍ୟାପକ ଡ଼. ରାମାନାଥ ମହାନ୍ତି, ଡ଼. ପ୍ରଭାକର ମଲିକ,…

ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ସଦସ୍ୟ ହେଲେ ଆଇନଜୀବୀ ବିଧୁଭୂଷଣ

କେନ୍ଦ୍ରାପଡ଼ା, ୧୧ା୪: ଚଳିତ ସାଧାରଣ ନିର୍ବାଚନ ପାଇଁ ଗଠିତ ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିରେ କେନ୍ଦ୍ରାପଡ଼ା ଜିଲ୍ଲା ଓବିସିସେଲ୍‌ର ପ୍ରାକ୍ତନ ସଭାପତି, ରାଜ୍ୟ ମାଟି ବାଲି ଓ ପାଣି ସୁରକ୍ଷା ସମିତିର ଆବାହକ ତଥା ଆଇନଜୀବୀ ବିଧୁଭୂଷଣ ମହାପାତ୍ର ସଦସ୍ୟ…

ପଟ୍ଟାମୁଣ୍ଡାଇରେ ରାମଚରିତ ମାନସ ପ୍ରବଚନ ଜ୍ଞାନଯଜ୍ଞ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଶ୍ରୀରାମ କଥାମୃତ ପ୍ରଚାରିଣୀ ସଭା ଓ ବଣିକ ସଂଘ ମିଳିତ ଆନୁକୂଲ୍ୟରେ ଶ୍ରୀରାମ ଚରିତ ମାନସ ଓ ପ୍ରବଚନ ଜ୍ଞାନଯଜ୍ଞ ଆସନ୍ତା ୯ ତାରିଖରୁ ସ୍ଥାନୀୟ ଶ୍ରୀରାମ ମନ୍ଦିର ମାନସ ମଣ୍ଡପ ଠାରେ ଆରମ୍ଭ ହୋଇଛି ।…

ପଟ୍ଟାମୁଣ୍ଡାଇରେ ଆନନ୍ଦଉଲ୍ଲାସରେ ପାଳିତ ହେଲା ଇଦ, ଶୁଭେଚ୍ଛା ଜଣାଇଲେ ବିଧାୟକ

  କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ଓ ଗ୍ରାମାଂଚଳରେ ଇସଲାମ ଧର୍ମର ଅନ୍ୟତମ ପବିତ୍ର ଗଣମହୋତ୍ସବ ଇଦ ବିପୁଳ ଆନନ୍ଦଉଲ୍ଲାସ ମଧ୍ୟରେ ମହାସମାରୋହରେ ପାଳିତ ହୋଇଯାଇଛି । ଏଇ ଅବସରରେ ଇଦଗାହା ପଡିଆ ସମୂହ ନମାଜ ପାଠ କରାଯାଇଥିଲା । ଏମାମ…

କେନ୍ଦ୍ରାପଡାରେ ଇଦ୍‌ପର୍ବ ପାଳିତ

କେନ୍ଦ୍ରାପଡା,୧୧/୪- ଇସଲାମ ଧର୍ମର ଅନ୍ୟତମ ପବିତ୍ର ଗଣମହୋତ୍ସବ ଇଦ୍‌-ଉଲ୍‌-ଫିତର ଆଜି କେନ୍ଦ୍ରାପଡା ଜିଲ୍ଲାର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ସହରର ସକାଳ ୮ଟା ଠାରୁ ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟାୟ କ୍ରମେ ପୁରୁଣା ଇଦ୍‌ଘା ମଜଜିଦ୍‌,…

ଟାଉନ ଥାନା ପୋଲିସର ଚଢାଉ: ୭୯ଲିଟର ବିଦେଶୀ ମଦ ଜବତ ସହ ଜଣେ ଗିରଫ

କେନ୍ଦ୍ରାପଡ଼ା, ୧୦ା୪: ଏକ ବିଶେଷ ସୁତ୍ରରୁ ଖବର ପାଇ କେନ୍ଦ୍ରାପଡା ଟାଉନ ଥାନା ପୋଲିସ ପକ୍ଷରୁ ଚଢାଉ କରାଯିବା ଫଳରେ ୭୯ଲିଟର ୨୦୦ମିଲି ଲିଟର ବିଦେଶୀ ମଦ ଜବତ କରାଯାଇଛି । ଟାଉନ ଥାନା ଇନିସପେକ୍ଟର ଦିଲ୍ଲିପ କୁମାର ସାହୁଙ୍କ ନିର୍ଦେଶ…

ଲାଞ୍ଚ ଦାବି କରୁଥିବା ଅଡିଓ ଭାଇରାଲ ଘଟଣା : ତଦନ୍ତ ପାଇଁ ଅବକାରୀ ବିଭାଗ ଡେପୁଟୀ କମିଶନର ପହଞ୍ଚିଲେ

କେନ୍ଦ୍ରାପଡ଼ା,୧୦ା୪: କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ଦେବୀ ପ୍ରସାଦ ମିଶ୍ରଙ୍କ ଲାଞ୍ଚ ମାଗୁଥିବା ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ସହିତ ଦେଶୀ ଓ ବିଦେଶୀ ମଦ ଦୋକାନୀଙ୍କୁ ଲାଇସେନ୍ସ ରିନ୍ୟୁଆଲ ନିମନ୍ତେ ଲକ୍ଷାଧିକ ଟଙ୍କା ଲାଞ୍ଚ ଦାବି କରି ନମିଳିବାରୁ ଦୋକାନ…

ପଟ୍ଟାମୁଣ୍ଡାଇ ଓକିଲ ସଂଘ ଶପଥ ଗ୍ରହଣ ଉତ୍ସବ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତର୍ାଙ୍କ ଶପଥ ଗ୍ରହଣ ଉତ୍ସବ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଓକିଲ ସଂଘ ପ୍ରାକ୍ତନ ସଭାପତି ଆଡ଼ଭୋକେଟ ଅନନ୍ତ ଚରଣ ଦାସଙ୍କ ପୌରହିତ୍ୟ ଓ ପ୍ରାକ୍ତନ ସଭାପତି ଆଡ଼ଭୋକେଟ ସୂର୍ଯ୍ୟ ରଞ୍ଜନ…

ଗରାପୁର ଶ୍ରୀମହାବୀର ଆଶ୍ରମରେ ଶ୍ରୀରାମଚରିତ ମାନସ ପରାୟଣ ଶୁଭାରମ୍ଭ

କେନ୍ଦ୍ରାପଡ଼ା, ୧୦ା୪: ଗତକାଲି ଗରାପୁରସ୍ଥିତ ବାବା ବୈକୁଣ୍ଠ ବ୍ରହ୍ମଚାରୀଙ୍କ ଦ୍ୱାରା ପ୍ରତିଷ୍ଠିତ ଶ୍ରୀମହାବୀର ହନୁମାନ ଆଶ୍ରମରେ ଶ୍ରୀରାମଚରିତ ମାନସ ପରାୟଣ ଓ ପ୍ରବଚନ ଜ୍ଞାନଯଜ୍ଞ ମନ୍ଦିର ପରିଚାଳନା କମିଟିର ସଭାପତି ବୈଷ୍ଣବ ପଦରଜ ଭିକ୍ଷୁ ବାବାଜୀ ଚେତନାନନ୍ଦ ଦାସ ମହାରାଜଙ୍କ ପ୍ରତ୍ୟକ୍ଷ…

କ୍ଲଷ୍ଟର ସ୍ତରୀୟ ଅବସରକାଳିନ ସମ୍ବର୍ଦ୍ଧନା ସଭା

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସପ୍ନେଶ୍ୱର ନୋଡାଲ କ୍ଲଷ୍ଟର ପକ୍ଷରୁ କଜଳବନ୍ଧ କେ. ବି. ସରକାରୀ ଉପ୍ରା ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଅବସରକାଳିନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ସି ଆର ସି ସି ଉମାକାନ୍ତ ବେହେରାଙ୍କ ପୌରହିତ୍ୟରେ…

ନାବାଳିକା ଝିଅର ମୃତ୍ୟୁକୁ ନେଇ ଗ୍ରାମରେ ଉତେଜନା , ଆସାମିକୁ ଗିରଫ ଦାବି କଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତ ମିଜାଉଁଣୀ ଗ୍ରାମରେ ଏକ ଅଭାବନିୟ ଘଟଣା ଘଟିଯାଇଛି । ମା ଛେଉଣ୍ଡ ଝିଅ ସୁଚିତ୍ରା ସ୍ୱାଇଁ (୧୧)କୁ ତାଙ୍କ ଦାଦା ପିଟି ପିଟି ମାରିଦେଇଥିବା ନେଇ ଗ୍ରାମବାସୀ ନାବାଳିକା ଝିଅର ମୃତ ଦେହ…

ଇଭିଏମ୍ ଓ ଭିଭିପାଟ୍‌ର ପ୍ରଥମ ପର୍ଯ୍ୟାୟ ରାଣ୍ଡମାଇଜେସନ୍‌

କେନ୍ଦ୍ରାପଡ଼ା, ତା ୯/୪: ଭାରତର ନିର୍ବାଚନ କମିସନ୍ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଇଭିଏମ୍‌୍ ଓ ଭିଭିପାଟ୍‌ର ପ୍ରଥମ ପର୍ଯ୍ୟାୟ ରାଣ୍ଡମାଇଜେସନ୍ ପ୍ରକ୍ରିୟା ଗତ ସୋମବାରଠାରୁ ଆରମ୍ଭ ହୋଇଛି । ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ଉପସ୍ଥିତିରେ ଏବଂ…

ଗରାପୁର ହନୁମାନ ମନ୍ଦିରରେ ଶ୍ରୀରାମଙ୍କ ଜନ୍ମ ମହୋତ୍ସବ

କେନ୍ଦ୍ରାପଡ଼ା, ୯ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ମହାବୀର ଆଶ୍ରମ ହନୁମାନ ମନ୍ଦିରରେ ଆଜିଠାରୁ ନବଦିନ ବ୍ୟାପୀ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଶୁଭ ଜନ୍ମ ମହୋତ୍ସବ ଅପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଅବସରରେ ପ୍ରତ୍ୟେହ…

ଜୟ ରାଷ୍ଟ୍ର ପକ୍ଷରୁ ହିନ୍ଦୁ ନବବର୍ଷ ପାଳିତ

କେନ୍ଦ୍ରାପଡା ୯/୪: ସାମାଜିକ ସଂଗଠନ ‘ଜୟ ରାଷ୍ଟ୍ର’ ପକ୍ଷରୁ କେନ୍ଦ୍ରାପଡା ବଡବାରଙ୍ଗ ସ୍ଥିତ ମା ବାରଙ୍ଗେଇ ଠାକୁରାଣୀଙ୍କ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି । ଏହି ଅବସରରେ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା ଓ ହୋମ କରାଯଇଥିଲା । ଚୈତ୍ର ଶୁକ୍ଳ…

ଇଣ୍ଡିଆଜ୍ ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲେ ବିଜୟଲକ୍ଷ୍ମୀ

କେନ୍ଦ୍ରାପଡ଼ା,୯ା୪: କପଡାରେ ଏକ ସ୍ୱତନ୍ତ୍ର କଳାକୃତି ପ୍ରସ୍ତୁତି କରି କେନ୍ଦ୍ରାପଡାମାଟିର ଝିଅ ବିଜୟଲକ୍ଷ୍ମୀ ପତ୍ରୀ ଇଣ୍ଡିଆଜ୍ ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଛନ୍ତି । ସୁଶ୍ରୀ ପତ୍ରୀ ବିଚାରମମାନଙ୍କ ସମ୍ମୁଖରେ କପଡାରେ ୧.୪ସେଣ୍ଟିମିଟର ଆକୃତିର ଏକ ଆକର୍ଷଣୀୟ ଗୋଲାଫ ଫୁଲ ଓ ୧.୨ସେଣ୍ଟିମିଟର…

ଯୁବ ଭାରତ କୃଷକ ସଙ୍ଘ ଜିଲ୍ଲା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୯ା୪: ଯୁବ ଭାରତ କୃଷକ ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ୧୪ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି । ସେହି ଦାବି ଗୁଡିକ ମଧ୍ୟରେ କୃଷକର ଜଳ ଜମି ଓ ଜମା ସଙ୍କଟ…

ଭାଜପା ଆଶାୟୀ ନିର୍ବାଚନ ମଣ୍ଡଳୀରେ ଦେଖିବାକୁ ମିଳୁନାହାଁନ୍ତି , ଟିକେଟ ଆଶାରେ ଭୁବନେଶ୍ୱରରେ଼ ଡେରା

କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ଘୋଷଣା କରିବାରେ ବିଜେଡି ଆଗୁଆ ରହିଥିବା ବେଳେ ଦଳୀୟ କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ନିର୍ବାଚନ ଜିତିବାର ଆଶା ବୃଦ୍ଧି ପାଇଛି । ବିଜେଡି ଦଳ ପୁଣି ଧ୍ରୁବ ସାହୁଙ୍କୁ…

ଭାଙ୍ଗିରୁଜି ଗଲାଣି ମୁକ୍ତ ଆକାଶ ବ୍ୟାୟାମଶାଳା , ଦୃଷ୍ଟି ଦେଉନାହାଁନ୍ତି ପୌରକର୍ତୃପକ୍ଷ

କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ ରେ ରାଜ୍ୟ ସରକାର ଏନ୍‌ଏସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ । ଇତିମଧ୍ୟରେ ଏହି ପୌରପରିଷଦକୁ ୩୫ବର୍ଷ ପୂରିଥିବା ବେଳେ ପୌରାଂଚଳକୁ ସୌନ୍ଦର୍ଯ୍ୟକରଣ ପାଇଁ କୋଟିକୋଟି ଟଙ୍କା ବ୍ୟୟ…

ମାଇଁ ଏନସିସି ଆଲୁମିନି ଆସୋସିଏସନର ପ୍ରତିଷ୍ଠା ଦିବସ ପାଳନ

କେନ୍ଦ୍ରାପଡା ୮/୪: କେନ୍ଦ୍ରାପଡ଼ା ସ୍ୱୟଂସାସୀତ ମହାବିଦ୍ୟାଳୟର ପଞ୍ଜିକୃତ ମାଇଁ ଏନସିସି ଆଲୁମିନି ଆସୋସିଏସନର ସପ୍ତମ ବାର୍ଷିକ ପ୍ରତିଷ୍ଠା ଦିବସ ନିଆରା ଭାବେ ପାଳନ କରାଯାଇଛି । ଏହି ଉପଲକ୍ଷେ ସ୍ଥାନୀୟ କାଜଳା ସ୍ଥିତ ନିମାଇଁ ଚରଣ ମାନସିକ ନୁନ୍ୟତା ବିଦ୍ୟାଳୟରେ ରହୁଥିବା…

ଆନ୍ତର୍ଜାତୀୟ ଅଶୋଭନୀୟତା ନିରୋଧ ଦିବସ ପାଳିତ

କେନ୍ଦ୍ରାପଡ଼ା, ୮ା୪: କେନ୍ଦ୍ରାପଡା ଗରାପୁରସ୍ଥିତ ଶୋଭନୀୟ ଶିକ୍ଷାଶ୍ରମ ମୁଖ୍ୟ ଫାଟକ ନିକଟରେ ଆନ୍ତର୍ଜାତିକ ଅଶୋଭୋନୀୟତା ନିରୋଧ ଆନ୍ଦୋଳନର କେନ୍ଦ୍ରାପଡା ସଂଯୋଜିକା ମମତା ମଲ୍ଲଙ୍କ ସଂଯୋଜନାରେ ଆନ୍ତର୍ଜାତିକ ଅଶୋଭୋନୀୟତା ନିରୋଧ ଦିବସ ଓ ପୂଜ୍ୟ କୁମାର ଭାଇଙ୍କ ୭୭ତମ ଜୟନ୍ତୀ ପାଳିତ ହୋଇଯାଇଛି…

କନିକା ତହସିଲର ଖାମଖିଆଲି ନୀତି ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ, ଦଶ ମୈାଜାର ଲୋକେ ସୀମା ନିର୍ଦ୍ଧାରଣରେ ବାଧକ ଯୋଗୁଁ ହନ୍ତସନ୍ତ

କେନ୍ଦ୍ରାପଡ଼ା, ୭ା୪: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ତହସିଲର ଖାମଖିଆଲି ନୀତି ଯୋଗୁଁ ସୀମା ନିର୍ଦ୍ଧାରଣରେ ଏହା ବାଧକ ହେଉଥିବାରୁ ଦଶମୈାଜାର ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ଦିନକୁ ଦିନ ବଢିବାରେ ଲାଗିଛି । ଦୀର୍ଘଦିନର ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ସଂପୃକ୍ତ…

ଏମ୍‌ସିସି ଉଲ୍ଲଂଘନ ଉପରେ କଡ଼ା ନଜର ରଖିଛି ସି-ଭିଜିଲ୍ ଆପ୍‌

କେନ୍ଦ୍ରାପଡ଼ା, ତା ୦୭/୦୪: ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଉପରେ କଡ଼ା ନଜର ରଖିଛି ଭାରତର ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରସ୍ତୁତ ସି-ଭିଜିଲ୍ ସିଟିଜେନ୍ ଆପ୍ । ଏହି ଆପ୍ ସହାୟତାରେ ନିର୍ବାଚନ ଆୟୋଗ ସାରା ଦେଶରେ ଆଦର୍ଶ ଆଚରଣ…